ପାରଳାଖେମୁଣ୍ଡି,୨୧/୨: ଗଜପତି ଜିଲ୍ଲା ମୋହନାଠାରୁ ପାରଳାଖେମୁଣ୍ଡିକୁ ଆସୁଥିବା ମୋହନା ବ୍ଳକ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଗାଡ଼ି ଜଣେ ଗାଡ଼ି ଚାଳକଙ୍କୁ ଧକ୍କା ଦେବା ସହ ଘଟଣାସ୍ଥଳରେ ଗାଡ଼ି ନରଖି ସେଠାରୁ ଚମ୍ପଟ ମାରିବା ସମସ୍ତଙ୍କ ଆଶ୍ଚର୍ୟ୍ୟର ବିଷୟ ପାଲଟିଛି।ପାରଳାଖେମୁଣ୍ଡି ସ୍ଥିତ ଯାଜପୁର ଗ୍ରାମ ନିକଟରେ ପୁଡୁଣୀ ଛକଠାରେ ମୋହନା ବିଡିଓଙ୍କ ଗାଡ଼ି ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଧକ୍କା ଦେଇଥିବା ବେଳେ ଘଟଣାସ୍ଥଳରେ ବାଇକ ଚାଳକ ଟି. ପ୍ରଭାକରଙ୍କ Continue Reading
ପାରଳାଖେମୁଣ୍ଡି,୧୭/୧୨: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଶନିବାର ଗଜପତି ଜିଲ୍ଲାର ରାୟଗଡ଼ା ପଞ୍ଚାୟତ ସମିତିର ସହକାରୀ ଯନ୍ତ୍ରୀ ଦୀଲିପ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଭିଜିଲାନ୍ସ ଏକକାଳୀନ ସହକାରୀ ଯନ୍ତ୍ରୀଙ୍କ ବ୍ରହ୍ପପୁର ଓ ଗଜପତିର ୪ଟି ସ୍ଥାନରେ ଚଢ଼ାଉ କରିଥିବା ସୂଚନା ରହିଛି।Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି ,୧୮/୧୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠ ସ୍ଥିତ କାଶୀନଗର ବ୍ଲକର ରାଣିପେଣ୍ଠା ଗ୍ରାମ ଠାରେ ଥିବା ଭିନ୍ନକ୍ଷମ ଅନୁଷ୍ଠାନ “ନିୟତି” କାର୍ଯ୍ୟାଳୟ ପରିସରରେ ଅନୁଷ୍ଠାନର ସମସ୍ତ ଛାତ୍ର ଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନିମନ୍ତେ ଶୀତବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ବିଶିଷ୍ଟ ବଦାନ୍ୟ ବ୍ୟକ୍ତି ଶିକ୍ଷାବିତ୍ ଶ୍ରୀ ମହେଶ ଚରଣ ଦାଶଙ୍କ ପକ୍ଷରୁ Continue Reading
ପାରଳାଖେମୁଣ୍ଡି,୧୧/୧୦: ଡାକ୍ତରଖାନାରେ ଡାକ୍ତର ଉପସ୍ଥିତ ନ ଥିବାରୁ ନର୍ସ କରୁଥିଲେ ଚିକିତ୍ସା। ଚିକିତ୍ସା ଅବହେଳାରୁ ଚାଲିଗଲା ୨ବର୍ଷର ଶିଶୁର ଜୀବନ। ଏଭଳି ଅଭିଯୋଗ ଆଣିଛନ୍ତି ଶିଶୁର ପରିବାର ଲୋକ। ଏନେଇ ଡାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇଛି। ଏଭଳି ଘଟଣା ଘଟିଛି ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ।ଅଭିଯୋଗ ଅନୁସାରେ, ଗୋଷାଣୀ ବ୍ଳକ ଅନ୍ତର୍ଗତ ଗୁରାଣ୍ଡି ଗାଁର ଅନିଲ୍ କୁମାର ବିଷୋୟୀଙ୍କ ପୁଅ ଆୟୁଷଙ୍କୁ ଜ୍ୱର ହୋଇଥିଲା। ଗତକାଲି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି, ୨୪/୯: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କୋର୍ଟ ପକ୍ଷରୁ ଜିଲ୍ଲା କୋର୍ଟ ପରିସରରେ ଆନ୍ଧ୍ରର ଶ୍ରୀକାକୁଲମ ସହର ସ୍ଥିତ ଜେମସ ହସପିଟାଲର ବିଭିନ୍ନ ବିଭାଗର ସୁପର ସ୍ପେଶିଆଲିଷ୍ଟ ଡାକ୍ତର ମାନଙ୍କୁ ନେଇ ଗଜପତି ଜିଲ୍ଲା ପ୍ରଶାସନର ସହଯୋଗ କ୍ରମେ ଜିଲ୍ଲାସ୍ତରୀୟ ଏକ ମେଗା ସ୍ୱାସ୍ଥ୍ୟ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଜିଲା ଦୌରାଜଜ୍ ଶ୍ରୀ ପ୍ରଣବ କୁମାର ରାଉତରାୟ ଏବଂ ଏଡିଏମ୍ ଶ୍ରୀ ସଂଗ୍ରାମ ଶେଖର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି,୨୪/୯: ମାନ୍ୟବର ଉପ-ରାଷ୍ଟ୍ରପତିଙ୍କ ଏକ ଚିଠି ଆଧାରରେ କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଚିଠି ୧୫-୯-୨୦୨୨ ଦ୍ବାରା ଭାରତୀୟ ଇତିହାସ ଗବେଷଣା ପରିଷଦକୁ ପାରଳାଖେମୁଣ୍ଡିରେ ହୋଇଥିବା ସଶସ୍ତ୍ର ସ୍ବାଧୀନତା ସଂଗ୍ରାମ ଉପରେ ଅନୁଧ୍ୟାନ କରି ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅନୁରୋଧ କୋରାଯାଇଛି।ଏହି ପୂର୍ବରୁ ଏହି ପ୍ରସଙ୍ଗରେ ମହାମାନ୍ୟ ରାଷ୍ଟ୍ରପତି ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ Continue Reading