Home Posts tagged paralakhemundi (Page 2)
Odisha News
ପାରଳାଖେମୁଣ୍ଡି ,୩୦/୬: ପାରଳାଖେମୁଣ୍ଡି ACF ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ୩ ଅଭିଯୁକ୍ତଙ୍କ ବିରୋଧରେ NBW । ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା, ଊୠଙ ସଂଗ୍ରାମ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କ ନାଁରେ NBW ଜାରି ହୋଇଛି। ୩ ଜଣଙ୍କ ନାଁରେ ୱାରେଣ୍ଟ ଜାରି କରିଛନ୍ତି ପାରଳାଖେମୁଣ୍ଡି SDJM କୋର୍ଟ। ଆସନ୍ତା ଜୁଲାଇ ୭ ତାରିଖରେ ହାଜର କରାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ମାମଲା ଖାରଜ ପାଇଁ ହୋଇଥିବା ଆବେଦନକୁ Continue Reading
Odisha News
ପାରଳାଖେମୁଣ୍ଡି,୬/୬: ଶିଶୁ ମୃତ୍ୟୁ ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତା ଅବରୋଧ। ଅଙ୍ଗନବାଡ଼ି କେନ୍ଦ୍ର ପକ୍ଷରୁ ଗତ ଏପ୍ରିଲ ୧୧ତାରିଖରେ ଦିଆଯାଇଥିବା ଏକ୍ସପାର ଭିଟାମିନ ଔଷଧ ଖାଇ ପାରଳାଖେମୁଣ୍ଡି ଉପକଣ୍ଠ ଜାଜପୁର ଗ୍ରାମର ଅନେକ ଶିଶୁ ଗୁରୁତର ହୋଇପଡ଼ିଥିଲେ। ତେବେ ଚିକିତ୍ସା ପରେ ସମସ୍ତେ ସୁସ୍ଥ ହୋଇଥିଲେ ମଧ୍ୟ ୧୧ମାସର ସଞ୍ଚିତଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇପଡ଼ିଥିଲା।ତାଙ୍କୁପ୍ରଥମେ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ କଟକ ସ୍ଥିତ Continue Reading