Home Posts tagged pension scheme
Odisha News
ଭୁବନେଶ୍ବର,୨/୭: ବିଭିନ୍ନ ବର୍ଗରେ ଲୋକଙ୍କୁ ମିଳୁଥିବା ସରକାରୀ ଭତ୍ତା ପରିମାଣ ବୃଦ୍ଧି ପାଇବ। ଏହି ଭତ୍ତା ଟଙ୍କାକୁ ସର୍ବନିମ୍ନ ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ।ଏନେଇ ଘୋଷଣା କରିଛନ୍ତି ସାମାଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ଓ ଦିବ୍ୟାଙ୍ଗ ଭତ୍ତାକୁ ଗୁରୁତ୍ୱ ଦିଆଯିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ।ସେ ନେଇ ପ୍ରସ୍ତୁତି ଚାଲିଛି ଏବଂ ଅର୍ଥ ବିଭାଗ ସହ ବିସ୍ତୃତ ଆଲୋଚନା ପରେ ଏହାକୁ କାର୍ଯ୍ୟକାରୀ କରାଯିବ Continue Reading
Odisha News
ଭୁବନେଶ୍ୱର, ୨୮/୧୧: ଆଜି ଦ୍ୱିତୀୟ ଦିନରେ ପହଁଞ୍ଚିଛି ପ୍ରାଥମିକ ଶିକ୍ଷକ ଆନ୍ଦୋଳ । ୩ଦଫା ଦାବି ନେଇ ୩୦ଟି ଜିଲ୍ଲାରୁ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘର ଧାରଣା ଜାରି ରହିଛି । ପ୍ରାଥମିକ ଶିକ୍ଷକରେ ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଚେଦ ସହ ୨୦୦୧ରୁ ନିଯୁକ୍ତି ସମସ୍ତ ସ୍ୱେଚ୍ଛାସେବୀ ଶିକ୍ଷା ସହାୟକା ଓ କନିଷ୍ଠ ଶିକ୍ଷକଙ୍କ ମୂଳ ଚାକିରିକୁ ସରକାରୀ ସେବା ରୂପେ ଗଣନା କରି ୬ଟି ପଦୋନ୍ନତି ପ୍ରଦାନ ଦାବିରେ ଆନ୍ଦ୍ରୋଳନକୁ ଓହ୍ଲାଇଛନ୍ତି ପ୍ରାଥମିକ ଶିକ୍ଷକ । Continue Reading
Seo wordpress plugin by www.seowizard.org.