ଭୁବନେଶ୍ୱର,୯/୨: ରାଜ୍ୟର ୯ ଜିଲ୍ଲା ହେବ ଫାଇଲେରିଆ ମୁକ୍ତ। ଏ ନେଇ ଘୋଷଣା କରିବାକୁ କେନ୍ଦ୍ରକୁ ପ୍ରସ୍ତାବ ଦେଇଛି ସ୍ୱାସ୍ଥ୍ୟ ବିଭାଗ। ପୁରୀ, ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ଗଜପତି, କେନ୍ଦ୍ରାପଡା, ବୌଦ୍ଧ, ଜଗତସିଂହପୁର ଓ ଦେବଗଡ଼ ଜିଲ୍ଲା ହେବ ଫାଇଲେରିଆ ମୁକ୍ତ। ଜନ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।୨୧ଟି ଜିଲ୍ଲାରେ ଫାଇଲେରିଆ ନିରାକରଣ ପାଇଁ ଅଭିଯାନ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲ୍ଲାରେ ଏହି ଅଭିଯାନ ଚାଲିବ। Continue Reading