
ପୁରୀ, ୨୬/୫ : ଓଡ଼ିଶା ରାଜସ୍ୱ ସେବା ଅଧିକାରୀ ତଥା ପିପିଲିର ଅତିରିକ୍ତ ତହସିଲଦାର ପ୍ରବୋଧ କୁମାର ମହାନ୍ତିଙ୍କ ବିରୁଦ୍ଧରେ ଯୌନ ନିର୍ଯ୍ୟାତନା ଅଭିଯୋଗରେ ପୁଲିସ ସୋମବାର ମାମଲା ରୁଜୁ କରିଛି । ତେଇସିପୁରର ମହିଳା ରାଜସ୍ୱ ନିରୀକ୍ଷକ(ଆରଆଇ)ଙ୍କ ଅଭିଯୋଗ ଆଧାରରେ ପିପିଲି ଥାନାରେ ବିଏନଏସ୍ ଧାରା-୭୫ ଅନୁସାରେ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି । ତେବେ ଏହି ଅଭିଯୋଗରେ ସତ୍ୟତା ନାହିଁ ବୋଲି ଶ୍ରୀ ମହାନ୍ତି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଗତ ଅକ୍ଟୋବର Continue Reading