Home Posts tagged plus 2 admission
Odisha News
ଭୁବନେଶ୍ବର, ୭/୬: ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆରମ୍ଭ ହେଉଛି। ଦିନ ୧୧ଟାରୁ ସାମସ୍ ପୋର୍ଟାଲରେ ଉପଲବ୍ଧ ହେବ କମନ ଆପ୍ଲିକେସନ୍ ଫର୍ମ। କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରିବେ ଛାତ୍ରଛାତ୍ରୀ। ଜୁଲାଇ ୬ ତାରିଖ ସୁଦ୍ଧା ନାମ ପଞ୍ଜିକରଣ କରିପାରିବେ ଛାତ୍ରଛାତ୍ରୀ।ଜୁଲାଇ ୧୮ ତାରିଖରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ଜୁଲାଇ ୧୯ରୁ ୨୩ ମଧ୍ୟରେ Continue Reading
Seo wordpress plugin by www.seowizard.org.