Home Posts tagged PLUS 2 ANNUAL EXAM RESULT OUT
Odisha News
ଭୁବନେଶ୍ବର,୨୬/୫: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୪ ଫଳ ରବିବାର ଅପରାହ୍ଣରେ ପ୍ରକାଶିତ ହୋଇଛି।କଳାରେ ପାସ୍ ହାର ୮୦.୯୫%, ବିଜ୍ଞାନର ପାସ୍ ହାର ୮୬.୯୩%, ବାଣିଜ୍ୟର ପାସ୍ ହାର ୮୨.୨୭% ଓ ଧନ୍ଦାମୂଳକ ଶିକ୍ଷାରେ ପାସ୍ ହାର ୬୮.୦୨ ପ୍ରତିଶତ ରହିଛି। ଏହି ୪ ବିଷୟରେ ପରୀକ୍ଷାର ଫଳ ଙ୍ଗଙ୍ଗଙ୍ଗ.କ୍ଟକ୍ସସଗ୍ଦଗ୍ଦବକ୍ସରଗ୍ଦଙ୍କକ୍ଷଗ୍ଧଗ୍ଦ.ଦ୍ଭସମ.ସଦ୍ଭରେ ଉପଲବ୍ଧ Continue Reading
Seo wordpress plugin by www.seowizard.org.