Home Posts tagged plus two result
Odisha News
ଭୁବନେଶ୍ୱର, ୨୧/୫ : ଆଜି ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ।ଚଳିତ ବର୍ଷ ପାସ ହାର ୮୨.୭୭ ପ୍ରତିଶତ ରହିଛି। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଆଦି ପରୀକ୍ଷାର ଫଳ ଅପରାହ୍ନ ୪ଟା ରେ ପ୍ରକାଶ ପାଇଛି। ୧୪୨୫୧୨ ଛାତ୍ର ପାସ୍ ହୋଇଛନ୍ତି । ୧୭୬୨୫୧ ଜଣ ଛାତ୍ରୀ ପାସ୍ କରିଛନ୍ତି। ଭୁବନେଶ୍ୱର ସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ କାର‌୍ୟ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ ସେମାନଙ୍କର www.chseodisha.nic.in ଏବଂ Continue Reading
Odisha News
ଭୁବନେଶ୍ୱର,୨୦/୫: ଯୁକ୍ତ ୩ ନାମଲେଖା ପାଇଁ ଆବେଦନର ଶେଷ ତାରିଖ ମେ’ ୨୦ ଥିବା ବେଳେ ଏହାକୁ ନେଇ ଚିନ୍ତାରେ ପଡିଯାଇଛନ୍ତି ଛାତୀଛାତ୍ର। କାରଣ ଏବେ ପର‌୍ୟ୍ୟନ୍ତ +୨ ପରୀକ୍ଷା ଦେଇଥିବା ପିଲାମାନଙ୍କର ଫଳାଫଳ ପ୍ରକାଶ ପାଇ ନାହିଁ। ତେବେ ସ୍କୁଲ ଓ ଗଣ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମଙ୍ଗଳବାର ସୂଚନା ଦେଇଛନ୍ତି କି ଆସନ୍ତା ଦୁଇ ଦିନ ମଧ୍ୟରେ ଯୁକ୍ତ ୨ ପରୀକ୍ଷାଫଳ ପ୍ରକାଶ କରାଯିବ। ଅନ୍ୟପଟେ ଯୁକ୍ତ ୩ରେ ନାମଲେଖା ଆବେଦନର ସମୟସୀମା ବୃଦ୍ଧି […]Continue Reading
Odisha News
ଭୁବନେଶ୍ୱର,୨୭/୭: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ। ଅପରାହ୍ନ ୪ଟାରେ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ଏକାସାଙ୍ଗରେ ପ୍ରକାଶ ପାଇବ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି।ଏହାର ସପ୍ତାହକ ପରେ ଯୁକ୍ତ ଦୁଇ କଳା ରେଜଲ୍ଟ ପ୍ରକାଶିତ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। WWW.orissaresults.nic.in ଏବଂ SAMS e space ୱେବସାଇଟ୍ ମାଧ୍ୟମରେ ରେଜଲ୍ଟ ଜାଣି ପାରିବେ ଛାତ୍ରଛାତ୍ରୀ।ଚଳିତ ବର୍ଷ ରାଜ୍ୟର ୧୧ଶହ ୩୩ଟି Continue Reading