Home Posts tagged pm kishan samman nidhi yojana
Odisha News
ଭୁବନେଶ୍ୱର, ୨୪/୨: ସୋମବାର କୃଷକଙ୍କ ପାଇଁ “ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନାରେ ୧୯ତମ କିସ୍ତି ପ୍ରଦାନ କରାଯାଇଛି। ଏଥିରେ ଓଡ଼ିଶାର ୩୪.୯୮ ଲକ୍ଷରୁ ଅଧିକ ଚାଷୀଙ୍କୁ ସାମିଲ କରାଯାଇଛି। ରାଜ୍ୟ କୃଷି ସଚିବ ଅରବିନ୍ଦ ପାଢୀ ଏହା ସୂଚନା ଦେଇଛନ୍ତି।“ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନାରେ ଓଡ଼ିଶାର ଚାଷୀମାନେ ବୃଦ୍ଧି ପାଉଛନ୍ତି, କାରଣ ସାମ୍ପ୍ରତିକ ପ୍ରୟାସ ଯୋଗୁଁ ଅଂଶଗ୍ରହଣରେ ଉଲ୍ଲେଖନୀୟ ବୃଦ୍ଧି Continue Reading