
ଭୁବନେଶ୍ବର, ୧୩/୫: ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଆରମ୍ଭ ହୋଇଥିବା ବେଳେ ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ବିନମ୍ର ନିବେଦନ କରିଛନ୍ତି। ନିଜର ମତଦାନ ଅଧିକାରକୁ ସ୍ପଷ୍ଟ ଭାବେ ସାବ୍ୟସ୍ତ କରିବାକୁ ସେ ଆହ୍ବାନ ଦେଇଛନ୍ତି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଏକ୍ସ’ରେ କହିଛନ୍ତି, ଆଜି ଓଡ଼ିଶାରେ ବିଧାନସଭା ନିର୍ବାଚନ ଆରମ୍ଭ ହେବାକୁ ଯାଉଛି। ମୁଁ ରାଜ୍ୟବାସୀଙ୍କୁ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବାକୁ ଆହ୍ବାନ Continue Reading