Home Posts tagged police preparation new cm oath ceremony
Odisha News
ଭୁବନେଶ୍ବର,୧୦/୬: ବୁଧବାର (ଜୁନ୍ ୧୨ ତାରିଖ) ଅପରାହ୍ଣ ୪ଟା ୪୫ ମିନିଟ ସମୟରେ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବେ। ଏନେଇ ପୁଲିସ କମିସନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି।ତାଙ୍କ ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅପରାହ୍ଣ ୨ଟା ୧୦ ମିନିଟ୍ ସମୟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେଠାରୁ ସିଧାସଳଖ Continue Reading
Seo wordpress plugin by www.seowizard.org.