କେନ୍ଦୁଝର/ହାଟଡିହୀ/ଛେନାପଦୀ ,୧୮/୫ : କେନ୍ଦୁଝର ଏସ୍ପି ନୀତିନ କୁଶଲକର ଦାଗୁଡଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଏକାଧିକ ଟିମ୍ ଗଠନ କରି ଆନନ୍ଦପୁର ଉପଖଣ୍ଡର ୧୧ଟି ସ୍ଥାନ ଏବଂ ଘଟଗାଁ ଅଞ୍ଚଳର ଗୋଏ ସ୍ଥାନ ଏହିପରି ମୋଟ୍ ୧୨ଟି ସ୍ଥାନରେ ବାଲି ବ୍ୟବସାୟୀଙ୍କ ଘରେ ସୋମବାର ସକାଳୁ ସକାଳୁ ଚଢ଼ାଉ କରିଛି।ଅତିରିକ୍ତ ଏସ୍ପି ସ୍ନେହାଶିଷ ସାହୁଙ୍କ ସୂଚନାନୁସାରେ, ୧୨ଟି ସ୍ଥାନରେ ବାଲି ବ୍ୟବସାୟୀଙ୍କ ଘରେ ଚଢ଼ାଉ କରାଯାଇଥିବାବେଳେ ଅଦ୍ୟାବଧି ୮ ଜଣଙ୍କୁ ଅଟକ Continue Reading




