Home Posts tagged polling is going on in 2 booths
Odisha News
କଣ୍ଟାମାଳ,୨୩/୫:ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶନାମା ଅନୁସାରେ ଓଡ଼ିଶାର କନ୍ଧମାଳ ଲୋକ ସଭା କ୍ଷେତ୍ରର କଣ୍ଟାମାଳ ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନ ବୁଥ୍ ନମ୍ବର ୨୬ ଏବଂ ୨୮ରେ ପୁନଃ ମତଦାନ ଆଜି ସକାଳୁ ଆରମ୍ଭ ହୋଇଛି। ଲୋକମାନେ ଶାନ୍ତି ଶୃଙ୍ଖଳାର ସହ ଭୋଟ ଦେଉଛନ୍ତି। ଏହି ପ୍ରକ୍ରିୟା ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ।ସୂଚନାଯୋଗ୍ୟ, ପୁନଃ ମତଦାନ ପାଇଁ କନ୍ଧମାଳ ଲୋକ ସଭା ଏବଂ କଣ୍ଟାମାଳ ବିଧାନସଭା ନିର୍ବାଚନମଣ୍ଡଳୀର ସମସ୍ତ Continue Reading
Seo wordpress plugin by www.seowizard.org.