
ଭୁବନେଶ୍ବର, ୫/୭: ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ଶ୍ୱାସରୁଦ୍ଧ ହୋଇ ରୁଚିକାଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ହୋଇଛି।ରୁଚିକା ଗଳାରେ ରଶି ଲଗାଇ ଝୁଲି ପଡିଥିବାରୁ ତାଙ୍କର ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି ।ଶବ ବ୍ୟବଚ୍ଛେଦ ରିପୋର୍ଟ ନେଇ କମିସନରେଟ ପୁଲିସ ପକ୍ଷରୁ କୁହାଯାଇଛି ଯେ, ଅଧିକ ତଥ୍ୟ ପାଇଁ ଭିସେରା ନମୂନା ପରୀକ୍ଷାଗାରକୁ ପଠାଯାଇଛି।ବିଜେବି କଲେଜ କାରୁବାକି ଛାତ୍ରୀ ନିବାସର Continue Reading