Home Posts tagged prabhas singh resigns from bjd
Odisha News
ଭୁବନେଶ୍ବର, ୮/୪ : ବରଗଡ଼ ଜିଲ୍ଲା ସଭାପତି ତଥା ପୂର୍ବତନ ସାଂସଦ ପ୍ରଭାସ ସିଂ ବିଜେଡିରୁ ଇସ୍ତଫା ଦେଇଛନ୍ତି।ସେ ଦଳର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଇଛନ୍ତି। ସେ ନବୀନନିବାସ ଆସି ନିଜର ଇସ୍ତଫାପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଦେଇଛନ୍ତି।ଚଳିତ ନିର୍ବାଚନରେ ବରଗଡ଼ ଲୋକସଭା ପ୍ରାର୍ଥୀ ହେବା ଲାଗି ବିଜେଡି ଟିକେଟ ପାଇଁ ଆଶାୟୀ ଥିଲେ। ହେଲେ ଦଳ ତାଙ୍କ ବଦଳରେ ପରିଣୀତା ମିଶ୍ରଙ୍କୁ ବରଗଡ଼ ଲୋକସଭା ଟିକେଟ ଦେଇଥିଲା।ଏହାକୁ ନେଇ ଅସନ୍ତୁଷ୍ଟ Continue Reading
Seo wordpress plugin by www.seowizard.org.