
ଭୁବନେଶ୍ୱର,୮/୧: ଠକେଇ ମାମଲାରେ ମଙ୍ଗଳବାର କୋର୍ଟ ବ୍ରହ୍ମପୁର ସଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ଦୋଷମୁକ୍ତ କରିଛନ୍ତି। ଏହାପରେ ବୁଧବାର ଖବରଦାତା ସମ୍ମିଳନୀରେ ବର୍ଷିଛନ୍ତି ପ୍ରଦୀପ। ନିଜ ବିରୋଧରେ ମିଛ ମାମଲା ଏବଂ ତାଙ୍କର ଗିରଫଦାରୀକୁ ନେଇ ଜଣେ ଆଇପିଏସ ଅଫିସରଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି ସାଂସଦ।ପ୍ରଦୀପ କହିଛନ୍ତି, ” ସେମାନେ ମୋତେ ଦଳରୁ ବହିଷ୍କାର କଲେ ତାଙ୍କୁ ରାଜ୍ୟବାସୀ ବହିଷ୍କାର କରିଛନ୍ତି। ଆଗକୁ ଓଡ଼ିଆ ନୂଆ ବର୍ଷ ଆସୁଛି, ସେତେବେଳେ ସବୁ Continue Reading