Home Posts tagged pradip jena new chief secretary
Odisha News
ଭୁବନେଶ୍ୱର,୧/୩ :ବରିଷ୍ଠ ଆଇଏଏସ୍ ଅଫିସର ପ୍ରଦୀପ କୁମାର ଜେନା ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଅବସରରେ ଅତିରିକ୍ତ ଶାସନ ସଚିବ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଅଧିକାରୀ, କର୍ମଚାରୀ ଏବଂ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ତାଙ୍କୁ ଲୋକସେବା ଭବନରେ ଭେଟି ଅଭିନନ୍ଦନ ଜଣାଇଛନ୍ତି।ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ଗତକାଲି ଶେଷ ହେବାପରେ ଶ୍ରୀ ଜେନା ଆଜି ଦାୟିତ୍ୱ ଗ୍ରହଣ Continue Reading
Odisha News
ଭୁବନେଶ୍ବର,୨୬/୨: ଓଡ଼ିଶାକୁ ନୂଆ ମୁଖ୍ୟ ଶାସନ ସଚିବ ମିଳିଛି। ପ୍ରଦୀପ କୁମାର ଜେନା ରାଜ୍ୟ ସରକାରଙ୍କ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରଦୀପ ଜେନା ଆସନ୍ତା ୧ ତାରିଖରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିବେ। ସେ ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଦାୟିତ୍ବ ତୁଲାଇବେ।ସୂଚନାଯୋଗ୍ୟ, ୧୯୮୯ ବ୍ୟାଚ୍ର ଭାରତୀୟ ପ୍ରଶାସନିକ ଅଧିକାରୀ Continue Reading
Seo wordpress plugin by www.seowizard.org.