Home Posts tagged prasant kumar rout in vigilance court
Odisha News
ସୁନ୍ଦରଗଡ଼,୩/୭: ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟରେ ହାଜର ହେଲେ ନବରଙ୍ଗପୁର ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ। ରିମାଣ୍ଡ ଅବଧି ସରିବା ପରେ ଆଜି ପ୍ରଶାନ୍ତ ରାଉତଙ୍କୁ କୋର୍ଟରେ ହାଜର କରିଛି ଭିଜିଲାନ୍ସ।ଭିଜିଲାନ୍ସ ୫ ଦିନିଆ ରିମାଣ୍ଡରେ ପ୍ରଶାନ୍ତଙ୍କୁ ନେଇଥିଲା। ଦୀର୍ଘ ୫ ଦିନ ଧରି ଭିଜିଲାନ୍ସର କଟକ ଅଫିସରେ ଜେରା ଚାଲିଥିଲା। ଦୀର୍ଘ ୫ ଦିନ ଧରି ଭିଜିଲାନ୍ସ ପ୍ରଶାନ୍ତ ଏତେ ସମ୍ପତ୍ତି କେଉଁଠୁ ଆଣିଲେ ତା ଉପରେ ତଦନ୍ତ କରିଛି Continue Reading
Seo wordpress plugin by www.seowizard.org.