
କଟକ,୨୨/୪: କଟକ ଜିଲା ମାହାଙ୍ଗା ଡବଲ ମର୍ଡର ମାମଲାର ଶୁଣାଣି ସୋମବାର ଶେଷ ହୋଇଛି। ତେବେ ଆଜି ଏହି ମାମଲାର ରାୟକୁ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ।ତଳ କୋର୍ଟଙ୍କ ନିର୍ଦ୍ଦେଶକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ପ୍ରତାପ ଜେନା। ପ୍ରତାପଙ୍କ ବିରୋଧରେ ମାମଲା ଚାଲୁ ପାଇଁ ନିର୍ଦ୍ଦେଶ ଦେଇଥିଲେ ତଳ କୋର୍ଟ।ସୂଚନାଯୋଗ୍ୟ, ମାହାଙ୍ଗା ଥାନା ଅଧୀନ ନୃତ୍ତାଙ୍ଗ ପଞ୍ଚାୟତର ଭାଜପା ନେତା ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂ Continue Reading