Home Posts tagged PRESIDENT DRAUPADI MURMU ARRIVEING TODAY
Odisha News
ଭୁବନେଶ୍ବର,୨୬/୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଆଉ କିଛି ସମୟ ପରେ ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ। ଆସନ୍ତାକାଲି (ସୋମବାର) ସେ ପାରାଦ୍ଵୀପରେ ଆୟୋଜିତ ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ।ରାଷ୍ଟ୍ରପତିଙ୍କ ସ୍ବାଗତ ପାଇଁ ବିମାନବନ୍ଦରରେ ପାରମ୍ପରିକ ନୃତ୍ୟ ଓ ବାଜାର ବ୍ୟବସ୍ଥା କରାଯାଇଛି। ବିମାନମନ୍ଦରରେ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ରଘୁବର Continue Reading
Seo wordpress plugin by www.seowizard.org.