Home Posts tagged President Droupadi Murmu (Page 3)
Odisha News
ମୟୂରଭଞ୍ଜ ,୪/୫ : ଜନ୍ମମାଟି ମୟୂରଭଞ୍ଜ ଜିଲ୍ଲାରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ଦିନ ପ୍ରାୟ ୧୦ଟା ୨୦ରେ ସେ ବାୟୁ ସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ରାଇରଙ୍ଗପୁରର ବାଦାମପାହାଡ଼ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିଥିଲେ। ସେଠାରେ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ, ସାରସକଣା ବିଧାୟକ ବୁଧାନ ମୁର୍ମୁ ଓ ରାଇରଙ୍ଗପୁର ବିଧାୟକ ନବ ଚରଣ ମାଝି ପ୍ରମୁଖ ସ୍ୱାଗତ କରିଥିଲେ।ରାଷ୍ଟ୍ରପତି Continue Reading
Odisha News
ମୟୂରଭଞ୍ଜ,୪/୫ ଆଜିଠୁ ୩ ଦିନିଆ ଓଡ଼ିଶା ଗ୍ରସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ନିଜ ଜନ୍ମମାଟି ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ ସଜେଇ ହୋଇଛି ସମଗ୍ର ମୟୂରଭଞ୍ଚ। ଦେଶର ପ୍ରଥମ ନାଗରିକଙ୍କୁ ନିଜ ଜନ୍ମମାଟି ପାହାଡପୁରରେ ଦେଖିବାକୁ ନିଜ ଲୋକଙ୍କ ଭିତରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି।ରାଷ୍ଟ୍ରପତି ବାଦାମପାହାଡ ହେଲିପ୍ୟାଡରେ ସକାଳ ପ୍ରାୟ ୧୦ଟା ୧୫ରେ ପହଞ୍ଚିବା ପରେ ନିଜେ Continue Reading
Odisha News
ଭୁବନେଶ୍ୱର,୨୦/୪: ଆସନ୍ତା ମେ’ ୯ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ବାରିପଦାସ୍ଥିତ ମହାରାଜା ଶ୍ରୀରାମଭଞ୍ଜ ଦେଓ ବିଶ୍ୱବିଦ୍ୟାଳୟର ଦ୍ୱାଦଶତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ଏନେଇ ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ରାଷ୍ଟ୍ରପତିଙ୍କ ପ୍ରାଇଭେଟ ସେକ୍ରେଟାରୀଙ୍କ ଚିଠି କରିଛନ୍ତି।ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ସେ ନିଜ ଜିଲ୍ଲାକୁ ଆସିବେ। ତେବେ ତାଙ୍କର ଏହି ଗସ୍ତ ସଂପର୍କିତ ସବିଶେଷ କାର‌୍ୟ୍ୟସୂଚୀ ବିଷୟରେ ସୂଚନା Continue Reading
Top Stories
By Nalini Sahu Bhubaneswar, Feb. 11: President Droupadi Murmu along with her daughter Itishree Murmu on Saturday visited the 11th century Lord Lingaraj temple in Odisha capital Bhubaneswar and offered her prayers. She took a round of the temple and other periphery structures barefooted and later wrote a message on the visitors’ book. “I felt […]Continue Reading
Odisha News
ଭୁବନେଶ୍ବର,୮/୨: ଆଗାମୀ ୧୦ ଓ ୧୧ ତାରିଖ ଦିନ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଓଡ଼ିଶା ଆସିବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି ହେବ।ବ୍ଲୁ ବୁକ୍ ଆଧାରରେ ରାଷ୍ଟ୍ରପତିଙ୍କୁ ସୁରକ୍ଷା ଦିଆଯିବ। ରାଷ୍ଟ୍ରପତିଙ୍କ ସୁରକ୍ଷା ସକାଶେ ୪୦ ପ୍ଲାଟୁନ ପୁଲିସ ଫୋର୍ସ ଓ ୨୦୦ରୁ ଅଧିକ ଅଧିକାରୀ ମୁତୟନ ହେବେ। ଆଜି ଅପରାହ୍ନ ୧ଟା ବେଳେ ଲିଙ୍ଗରାଜ ମନ୍ଦିରରେ ସୁରକ୍ଷା ବ୍ୟବସ୍ତା ଯାଞ୍ଚ କରିବେ Continue Reading
Seo wordpress plugin by www.seowizard.org.