
ଭୁବନେଶ୍ବର ୧୮/୭: ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ ।ତେବେ ଦଳ ନିଷ୍ପତ୍ତି ବାହାରକୁ ଯାଇ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଇଛନ୍ତି ମହମ୍ମଦ ମୋକିମ୍ । ଓଡିଆ ଭାବାବେଗ ଓ ଓଡିଆ ଝିଅକୁ ସମ୍ମାନ ଦେଇ ସେ ଭୋଟ୍ ଦେଇଥିବା କହିଛନ୍ତି ।ଏହି ଅବସରରେ ସେ କହିଛନ୍ତି, ମୋ ବିବେକ ଅନୁଯାୟୀ ମୁଁ ଭୋଟ୍ ଦେଇଛି । ଯେହେତୁ ଦ୍ରୌପଦୀ ମୁର୍ମୁ ଓଡିଶାର ଝିଅ, ଓଡିଶାର ଗର୍ବ […]Continue Reading