Home Posts tagged prime minister narendra modi (Page 15)
Odisha News
ନୂଆଦିଲ୍ଲୀ, ୨୯/୨ : ନବୀକରଣ ଯୋଗ୍ୟ ଶକ୍ତିକୁ ପ୍ରୋତ୍ସାହିତ କରିବା ପାଇଁ ଆଜି କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା ଉପରେ ଆଜି କେନ୍ଦ୍ର କ୍ୟାବିନେଟର ମୋହର ବାଜିଛି।ଏହି ଯୋଜନା ଅଧୀନରେ ଛାତ ଉପରେ ସୋଲାର ସିଷ୍ଟମ ବ୍ୟବସ୍ଥା ପାଇଁ ୧ କୋଟି ପରିବାରକୁ ୭୮ ହଜାର ଟଙ୍କା ଯାଏ ସହାୟତା ଯୋଗାଇ ଦିଆଯିବ। ଏହାଦ୍ୱାରା ସେମାନେ ମାସିକ ୩୦୦ ୟୁନିଟ ଯାଏ ମାଗଣା ବିଜୁଳି ପାଇପାରିବେ।କ୍ୟାବିନେଟ ନିଷ୍ପତ୍ତି […]Continue Reading
Odisha News
ଉତ୍ତର ପ୍ରଦେଶର,୧୯/୨ : ଆଜି ଉତ୍ତର ପ୍ରଦେଶର ସମ୍ଭଲ ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ କଲ୍କି ଧାମ ମନ୍ଦିରର ଭୂମି ପୂଜନ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଜାନୁଆରୀ ୨୨ ପରଠାରୁ ନୂଆ ଯୁଗର ଆରମ୍ଭ ହୋଇଛି।ଭୂମି ପୂଜନ ପରେ ସମାରୋହରେ ଅପସ୍ଥିତ ଥିବା ଲୋକଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଦେଶରେ ୨୨ ଜାନୁଆରୀ (ରାମ ମନ୍ଦିର ପ୍ରତିଷ୍ଠା) ପରଠାରୁ ନୂଆ ଯୁଗ ଆରମ୍ଭ ହୋଇଛି। ଆଜି ଆଉ ଏକ ପବିତ୍ର ସ୍ଥାନରେ […]Continue Reading
Odisha News
ସମ୍ବଲପୁର, ୩/୨: ଦିନିକିଆ ସମ୍ବଲପୁର ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଓଗର ନୂଆ କ୍ୟାମ୍ପସକୁ ବିଧିବଦ୍ଧ ଭାବେ ଉଦ୍ଘାଟନ କରିଛନ୍ତି। ୪୦୦ କୋଟି ଟଙ୍କାରେ ତିଆରି ହୋଇଛି ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ।ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ମୋଦି ଅପରାହ୍ନ ୧ଟା ୪୫ ମିନିଟ୍ରେ Continue Reading