
ପୁରୀ, ୪/୫ : ଶ୍ରୀମନ୍ଦିର ଦଇତାପତି ନିଯୋଗ ସେବାୟତ ରାମକୃଷ୍ଣ ଦାସମହାପାତ୍ରଙ୍କୁ ରବିବାର ନୋଟିସ୍ ଜାରି ହୋଇଛି। ଦୀଘାକୁ ଜଗନ୍ନାଥ ଧାମ ପ୍ରସଙ୍ଗରେ ବିଭ୍ରାନ୍ତି ସୃଷ୍ଟି, ଶ୍ରୀମନ୍ଦିରର ଗାରିମା କ୍ଷୁର୍ଣ୍ଣ ଅଭିଯୋଗରେ ଶ୍ରୀମନ୍ଦିର ପ୍ରଶାସନ ନୋଟିସ୍ ଜାରି କରିଛି।ଆଗାମୀ ୭ ଦିନ ଭିତରେ ଏହାର କୈଫୟତ ଦାଖଲ କରିବାକୁ ନିର୍ଦ୍ଦେଶ ହୋଇଛି। ସନ୍ତୋଷଜନକ ଉତ୍ତର ନଦେଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି। ଏଥି ସହିତ ୧୯୫୫ Continue Reading