ପୁରୀ,୮/୩: ମହିଳା ଦିବସ ଅବସରରେ ରବିବାର ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର ୧ କୋଟି ୨ ଲକ୍ଷରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହିତ ଚଳିତ ଥର ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ମଧ୍ୟ ସୁଭଦ୍ରା ଯୋଜନାରେ ସାମିଲ ହୋଇଛନ୍ତି।ମୋଟ ୧ କୋଟି ୨ ଲକ୍ଷ ୧୨ ହଜାର […]Continue Reading




