ପୁରୀ,୨୫/୭ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ, ତିନିରଥରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଆରମ୍ଭ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇଛନ୍ତି।ମହାପ୍ରଭୁଙ୍କ ରଥ ଉପରେ ଦୁର୍ଲ୍ଲଭ ସୁନାବେଶକୁ ଭକ୍ତମାନେ ଦର୍ଶନ କରିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ତିନିଠାକୁର ହସ୍ତ, ପାଦ ସହିତ କଣ୍ଠମାଳା, Continue Reading




