Home Posts tagged puri rathyatra
Top Stories
By Rupashree Mohanty Bhubaneswar, May 26: Chief Minister Mohan Charan Majhi has formally extended an invitation to Prime Minister Narendra Modi to grace this year’s Ratha Yatra celebrations in Puri, as well as to attend the event marking the first anniversary of the BJP government in Odisha. Informing this, Odisha Deputy Chief Minister Pravati Parida […]Continue Reading
Odisha News
ପୁରୀ,୨୬/୫: ଆସନ୍ତା ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୁରୀକୁ ନିମନ୍ତ୍ରଣ କରାଯାଇଛି। ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ସମସ୍ତ କେନ୍ଦ୍ରମନ୍ତ୍ରୀ, ଘଊଇ ଶାସିତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି। ନିମନ୍ତ୍ରଣ ହୋଇଥିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।ଅନ୍ୟପକ୍ଷେ ରଥଯାତ୍ରା ପାଇଁ ପୁରୀ ଚଳଚଞ୍ଚଳ ହୋଇ ଉଠିଛି। ରଥଖଳାରେ ମହାରଣା ସେବାୟତ ମାନେ ରଥ ନିର୍ମାଣ Continue Reading
Odisha News
ଭୁବନେଶ୍ୱର,୯/୩: ଜଗନ୍ନାଥ ମନ୍ଦିର କର୍ତ୍ତୃପକ୍ଷ ବାର୍ଷିକ ରଥଯାତ୍ରାକୁ ୟୁନେସ୍କୋ ମାନ୍ୟତା ପାଇବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (SJTA) ବାର୍ଷିକ ରଥଯାତ୍ରାକୁ ୟୁନେସ୍କୋ ଦ୍ୱାରା ସାଂସ୍କୃତିକ ଐତିହ୍ୟ ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛି।ଦ୍ୱାଦଶ ଶତାବ୍ଦୀର ପବିତ୍ର ମନ୍ଦିରର ଏକ ଅବିଚ୍ଛେଦ୍ୟ ଅଂଶ ପ୍ରଭୁ ଜଗନ୍ନାଥଙ୍କ ବାର୍ଷିକ ରଥଯାତ୍ରା, ଓଡ଼ିଶା ଏବଂ ଭାରତର ସମୃଦ୍ଧ ସାଂସ୍କୃତିକ Continue Reading
Odisha News
ପୁରୀ,୧୫/୭: ପବିତ୍ର ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଥିରେ ଧରି ନବଦିନାତ୍ମକ ଯାତ୍ରାରେ ବାହାରି ରଥାରୂଢ଼ ହୋଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି।ଦାରୁବିଗ୍ରହମାନେ ନବଦିନାମତ୍କ ଯାତ୍ରା ସାରି ସୋମବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ପ୍ରସ୍ତୁତି ଶେଷ ହୋଇଛି। ମହାପ୍ରଭୁ ଆଡ଼ପ ମଣ୍ଡପରେ ଲୀଳା ସାରି ଶ୍ରୀମନ୍ଦିର Continue Reading
Odisha News
ପୁରୀ, ୭/୭: ଶରଧାବାଲି ଅଭିମୁଖେ ବଡ଼ଠାକୁରଙ୍କ ତାଳଧ୍ବଜ ଗଡ଼ିଛି। ପ୍ରଭୁଙ୍କ ରଥକୁ ଶ୍ରଦ୍ଧାଳୁମାନେ ଶ୍ରଦ୍ଧାରେ ଟାଣୁଛନ୍ତି। ରଥ ଟଣାଯିବା ବେଳେ ପୁରୀ ବଡ଼ଦାଣ୍ଡ ଘଣ୍ଟ, ଶଙ୍ଖର ତାଳେତାଳେ ହରିବୋଲ ଓ ହୁଳହୁଳି ଶଦ୍ଦ ଶୁଭୁଛି।ରଥଟଣା ଯିବା ପୂର୍ବରୁ ତିନି ରଥରେ ବିଜେ ହେଲେ ତିନି ଠାକୁରଙ୍କୁ ବିଜେ କରାଯାଇଥିଲା। ଆଜି ନବଯୌବନ ଦର୍ଶନ ପରି ଏକାଧିକ ନୀତିକାନ୍ତି ଥାଇ ବି ନିର୍ଘଣ୍ଟ ସମୟ ପୂର୍ବରୁ ପହଣ୍ଡି ବିଜେ କରିଥିଲା ଶ୍ରୀଜିଉ।ଧାଡ଼ି ପହଣ୍ଡିରେ ପ୍ରଥମେ Continue Reading
Odisha News
ପୁରୀ, ୬/୭: : କେବେ ଶ୍ରୀମନ୍ଦିରର ରତ୍ନଭଣ୍ଡାର ଖୋଲିବ, ସେନେଇ ନିଷ୍ପତ୍ତି ଆଗାମୀ ୯ ତାରିଖରେ ନିଆଯିବ। ଆଜିର ବୈଠକ ପରେ ଏହି ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ବନାଥ ରଥ।ସେ କହିଛନ୍ତି, ଆଗାମୀ ୯ ତାରିଖରେ କମିଟିର ଦ୍ବିତୀୟ ବୈଠକ ସକାଳ ୧୦ଟାରେ ହେବ। ଡୁପ୍ଲିକେଟ୍ ଚାବି ଟ୍ରେଜେରିରେ ରହିଛି। ଦୁଇ ଦଶନ୍ଧି ହେଲାଣି, ତାଲା ଖୋଲାଯାଇନାହିଁ।ଏଣୁ ଯଦି ଉକ୍ତ ଚାବିରେ ରତ୍ନଭଣ୍ଡାର ଖୋଲିବ ନାହିଁ, ତେବେ ତାଲା Continue Reading
Odisha News
ପୁରୀ, ୨/୭:ଆସନ୍ତା ୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଦୀର୍ଘ ୫୩ ବର୍ଷପରେ ଚଳିତ ବର୍ଷ ଗୋଟିଏ ଦିନରେ ନେତ୍ରଉସତ୍ବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ପଡୁଛି। ତେଣୁ ଦୁର୍ଲ୍ଲଭ ରଥଯାତ୍ରାରେ ଭକ୍ତଙ୍କ ସମାଗମ ଅଧିକ ରହିବ ବୋଲି ଆଶଙ୍କା କରାଯାଉଛି।ସେହିପରି ମହାପ୍ରଭୁଙ୍କ ଘୋଷଯାତ୍ରାରେ ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ ଯୋଗଦାନ କରିବାର କାର‌୍ୟ୍ୟକ୍ରମ ରହିଛି। ତେଣୁ ଚଳିତବର୍ଷ ମହାପ୍ରଭୁଙ୍କ ଘୋଷଯାତ୍ରାକୁ Continue Reading
Odisha News
ପୁରୀ,୨୪/୬: ଶ୍ରୀମନ୍ଦିର ଛତିଶା ନିଯୋଗ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି। ଦିନ ୧ଟା ୧୦ରେ ପହଣ୍ଡି ଆରମ୍ଭ ହୋଇ ୨ଟା ୩୦ରେ ପହଣ୍ଡି ସରିବ ବୋଲି ସମୟ ଧାର୍ଯ୍ୟ କରାଯାଇଛି।ଅପରାହ୍ନ ୪ଟାରେ ଗଜପତିଙ୍କ ଦ୍ୱାରା ଛେରାପହଁରା, ୪ଟା ୩୦ରେ ରଥରୁ ଚାର ଫିଟା, ଘୋଡ଼ା ସାରଥି ଲାଗିବେ। ଏହା ପରେ ଅପରାହ୍ନ ୫ଟାରେ ରଥଟଣା ଆରମ୍ଭ ହେବ।ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବ ବୈଠକ ପରେ ସୂଚନା ଦେଇଛନ୍ତି। Continue Reading
Odisha News
ପୁରୀ,୧/୭: ଆଜି ହେୁଉଛି ଶ୍ରୀଜିଉଙ୍କ ରଥଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରି ବିଜେ। ନବଦିନାତ୍ମକ ଲୀଳାଖେଳା ସାରି ରତ୍ନ ସିଂହାସନକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି। ହେଲେପତ୍ନୀ ମହାଲକ୍ଷ୍ମୀ କିନ୍ତୁ ଅଭିମାନ କରିଥିବାରୁ ମହାପ୍ରଭୁଙ୍କୁ ଶ୍ରୀମନ୍ଦିର ଭିତରକୁ ଛାଡ଼ିବେନିା ଏହି ସମୟରେ ସିଂହଦ୍ୱାର ଠାରେ ସ୍ୱତନ୍ତ୍ର ନୀତି ରହିଛି। ଅଭିମାନ କରିଥିବା ମାଆ ଲକ୍ଷ୍ମୀଙ୍କୁ ରସଗୋଲା ଦେଇ ପ୍ରଭୁ ଜଗନ୍ନାଥ ମନାଇବାର ପରମ୍ପରା ରହିଛି। ରସଗୋଲା ଖାଇବା ପରେ ମହାଲକ୍ଷ୍ମୀ Continue Reading
Odisha News
ପୁରୀ,୨୮/୬: ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ାଯାତ୍ରା ବୁଧବାର ସନ୍ଧ୍ୟାରେ ଶେଷ ହୋଇଛି। ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ସହିତ ରଥାରୁଢ଼ ହୋଇ କାଳିଆ ସାଆନ୍ତ ଜନ୍ମବେଦୀରେ ଲୀଳାଖେଳା ସାରି ସିଂହଦ୍ବାର ସମ୍ମୁଖରେ ପହଞ୍ଚିଛନ୍ତି। ସିଂହଦ୍ବାର ସମ୍ମୁଖରେ ପ୍ରଥମେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ବଜ ଓ ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ପହଞ୍ଚି ଥିଲା।ଶେଷରେ ନନ୍ଦିଘୋଷରେ ଶ୍ରୀଜଗନ୍ନାଥ ପହଞ୍ଚିଥିଲେ। ଲକ୍ଷାଧିକ ଭକ୍ତ ଶ୍ରଦ୍ଧାର ସହିତ Continue Reading