Home Posts tagged puri rathyatra (Page 3)
Odisha News
ପୁରୀ, ୧/୭: ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରା ପାଇଁ ଜନସମୁଦ୍ର ପାଲଟିଛି ଶ୍ରୀକ୍ଷେତ୍ର ପୁରୀ । କୋଭିଡ କଟକଣା କୋହଳ ପରେ ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନ ହୋଇଛି ।ଦୁଇ ବର୍ଷ ପରେ ରଥଯାତ୍ରା ଦେଖିବାକୁ ଭକ୍ତଙ୍କୁ ଅନୁମତି ମିଳିଥିବାରୁ ଲୋକାରଣ୍ୟ ହୋଇଛି ବଡ଼ଦାଣ୍ଡ । ତେବେ ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ପୁରୀ ଯାଇ ରଥଯାତ୍ରା ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଏହାସହ ବଡ଼ଦାଣ୍ଡରେ ନନ୍ଦିଘୋଷ ରଥ ଟାଣିଛନ୍ତି Continue Reading
Odisha News
ପୁରୀ, ୧/୭: ଆଜି ହେଉଛି ପବିତ୍ର ଘୋଷଯାତ୍ରା। ସିଂହଦ୍ୱାର ଆଗରେ ଶ୍ରୀଜିଉଙ୍କ ଅପେକ୍ଷାରେ ରହିଛନ୍ତି ତିନି ରଥ, ପଥ ଓ ଭକ୍ତ। ଅନ୍ତ ହେବାକୁ ଯାଉଛି ଭକ୍ତଙ୍କ ଦୁଇବର୍ଷର ପ୍ରତୀକ୍ଷା।୨ ବର୍ଷ ପରେ ବଡ଼ଦାଣ୍ଡରେ ପୁଣି ହେବ ଭଗବାନ ଓ ଭକ୍ତଙ୍କ ମିଳନ। ଏଥର କରୋନା କଟକଣା ହଟିଥିବାରୁ ପୁଣି ଶ୍ରୀକ୍ଷେତ୍ର ମୁହାଁ ହୋଇଛନ୍ତି ଅଗଣିତ ଭକ୍ତ।ଭୋର ୩ଟାରେ ମଙ୍ଗଳ ଆଳତି ଓ ସାଢେ ୩ଟାରେ ମଇଲମ ନୀତି ଶେଷ ହୋଇଛି। ଏହା ସହିତ ରଥ ପ୍ରତିଷ୍ଠା […]Continue Reading
Top Stories
ପୁରୀ,୨୮/୬: ରଥଯାତ୍ରାରେ ବଣ୍ଟାଯିବ ୧୦ ଲକ୍ଷ ମାସ୍କ। କରୋନା ସଂକ୍ରମଣ ପୁଣି ଥରେ ମୁଣ୍ଡ ଟେକୁଥିବା ବେଳେ ତଥା ପଜେଟିଭ ହାର ବଢ଼ିବାକୁ ଲକ୍ଷ୍ୟରେ ରଖି ସ୍ୱାସ୍ଥ୍ୟ ବିଭାଗ ଏହି ନିଷ୍ପତ୍ତି ନେଇଛି। ପୁରୀ ରଥଯାତ୍ରା ପାଇଁ ମଙ୍ଗଳବାର ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବସିଥିଲା।ବୈଠକ ପରେ ସେ ଏହି ସୂଚନା ଦେଇଛନ୍ତି। ଯେଉଁ ମାନଙ୍କୁ ଥଣ୍ଡା କାସ ଅଛି ସେମାନେ ଘରେ ବସି ଟିଭିରେ ମହାପ୍ରଭୁଙ୍କ ରଥଯାତ୍ରା ଦେଖନ୍ତୁ ବୋଲି Continue Reading
Top Stories
ଭୁବନେଶ୍ବର, ୨୭/୬: ରଥଯାତ୍ରା ପାଇଁ ପୁରୀରେ ମାସ୍କ ବାଧ୍ୟତାମୂଳକ କରାଯାଇଛି। ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର।ସେ କହିଛନ୍ତି ଯେ ରାଜ୍ୟରେ କୋଭିଡ ସଂକ୍ରମଣ ଲଗାତାର ଉପର ମୁହାଁ ହେଉଥିବା ଯୋଗୁଁ ଏବଂ ପୁରୀରେ ସଂକ୍ରମଣ ଥିବା ହେତୁ ଏଭଳି ନିଷ୍ପତ୍ତି ନିଆଯାଇଛି।ସେ ଆହୁରି କହିଛନ୍ତି, ଯେଉଁମାନଙ୍କଠାରେ କରୋନାର ଲକ୍ଷଣ ରହିଛି, ସେମାନେ ପୁରୀ ନ ଆସି ଘରେ ରହି ଟିଭିରେ ରଥଯାତ୍ରା ଦେଖିବା ଭଲ। ରଥଯାତ୍ରା ପାଇଁ ପୁରୀ ଷ୍ଟେସନ, Continue Reading