Home Posts tagged puri shreemandira
Odisha News
ପୁରୀ, ୩/୧ : ଆଜି ପୌଷ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସୁନାବେଶ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ । ୧୦୮ ଗରା ଘିଅ ମିଶ୍ରିତ ଜଳରେ ଅଭିଷେକ ହେବେ ମହାପ୍ରଭୁ । ରତ୍ନସିଂହାସନରେ ଦିବ୍ୟ ଦୁର୍ଲଭ ସୁନାବେଶ ଦର୍ଶନ ଦେବେ ଶ୍ରୀଜିଉ । ପରେ ମହାପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମା ଲକ୍ଷ୍ମୀଙ୍କ ମନ୍ଦିର ଜଗମୋହନକୁ ବିଜେ କରିବେ।ଏହାପରେ ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହୋଇଥାଏ । Continue Reading