ପୁରୀ,୧୮/୯: ପୁରୀରେ ଭାରତୀୟ ବାୟୁସେନାର ସୂର୍ଯ୍ୟକିରଣ ଏୟାର ସୋ। ବ୍ଲୁ ଫ୍ଲାଗ ବିଚ୍ ବେଳାଭୂମିରେ ବାୟୁସେନା ପକ୍ଷରୁ ହୋଇଛି ଚିତ୍ତାକର୍ଷକ ଏୟାର ସୋ।ବେଳାଭୂମି ଆକାଶରେ ୯ଟି ହକ ବିମାନ ନିଜ ନିଜର ଅଭିନବ କଳା କୌଶଳ ପ୍ରଦର୍ଶନ କରିଛନ୍ତି। ହକ ବିମାନଗୁଡିକ ଆରୋ, ଡ଼ାଇମଣ୍ଡ, ତେଜସ ଫର୍ମେସନରେ ଚମତ୍କାର କୌଶଳ ପ୍ରଦର୍ଶନ କରିଛନ୍ତି। ଯାହାକୁ ଦେଖିବା ପାଇଁ ବେଳଭୂମିରେ ପ୍ରବଳ ଭିଡ ଦେଖିବାକୁ ମିଳିଛି ।ଖବର ଅନୁଯାୟୀ, ପ୍ରଥମେ ଭୁବନେଶ୍ୱରରେ ଭାରତୀୟ Continue Reading
ପୁରୀ, ୭/୯: ଆଜି ଭାଦ୍ରବ ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବାମନ ଜନ୍ମ ନୀତି । ମଧ୍ୟାହ୍ନ ଧୂପ ବଢିବା ପରେ ବାମନ ଜନ୍ମ ନୀତି, ପବିତ୍ରା ଲାଗି ଓ ଇନ୍ଦ୍ରଧ୍ୱଜା ପୂଜା ବିଧି କରାଯିବ । ଏଥିପାଇଁ ଆଜି ଅପରାହ୍ନ ୫ଟାରୁ ରାତି ୯ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।ସେହିପରି ଆଜି ପବିତ୍ର ସୁନିଆ ଉତ୍ସବ । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆଜିଠାରୁ ଆରମ୍ଭ […]Continue Reading
ପୁରୀ ୧୮/୮: ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅର୍ଥାତ ପବିତ୍ର ଜନ୍ମାଷ୍ଟମୀ। ପ୍ରଭୁ ଶ୍ରୀକୃଷ୍ଣଙ୍କ ଆଜି ଜନ୍ମ ଉତ୍ସବ। ଏଥିପାଇଁ ଶ୍ରୀମନ୍ଦିରରେ ଆଜି ସଂନ୍ଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯିବ।ଖବର ଅନୁଯାୟୀ, ସଂନ୍ଧ୍ୟାଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଟେରା ବନ୍ଧା ହେବା ପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା,ଝିଲି, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯିବ। Continue Reading
ପୁରୀ,୩/୮: ଶ୍ରୀମନ୍ଦିର ଗର୍ଭଗୃହରେ ଖସିଛି କେମିକାଲ ଯୁକ୍ତ ପ୍ଳାଷ୍ଟର। ପ୍ରାୟ ଦେଢ କିଲୋଗ୍ରାମ ଓଜନର ଏକ କେମିକାଲ ଯୁକ୍ତ ପ୍ଳାଷ୍ଟର ଖସିଥିବା ସୂଚନା ମିଳିଛି। ପ୍ଳାଷ୍ଟରଟିକୁ ବଡଠାକୁର ଶ୍ରୀ ବଳଭଦ୍ରଙ୍କ ପଛପଟ ପରିକ୍ରମାରୁ ଠାବ କରାଯାଇଛି।ପ୍ଳାଷ୍ଟରଟି ଖସିବା ପରେ ଚୁନା ହୋଇଯାଇଥିଲ।ଗତକାଲି ପଥରଟିକୁ ଠାବ କରିବା ସହ ଗାରଦରେ ଜିମା ଦିଆଯାଇଛି। ତେବେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଆଘାତ ଲାଗିନାହିଁ।ପଥର ଖସିବାକୁ ନେଇ ଚର୍ଚ୍ଚା ହେବା ପରେ ମଧ୍ୟ Continue Reading
ପୁରୀ, ୨୦/୭: ନିର୍ମାଣାଧୀନ ଘରର ଛାତ ଭୁଶୁଡ଼ିଛି। ଘଟଣାସ୍ଥଳରେ ରାଜମିସ୍ତ୍ରୀଙ୍କ ସମେତ ମୋଟ ୫ ଜଣ ଲୋକ ଚାପି ହୋଇଯାଇଥିଲା ବେଳେ, ସେମାନଙ୍କ ମଧ୍ୟରୁ ୪ ଜଣ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପୁରୀ ସହରରେ ଆଜି ସନ୍ଧ୍ୟାରେ ଏହି ଅଭାବନୀୟ ଅଘଟଣ ଘଟିଛି।ସୂଚନା ଅନୁସାରେ ବାସେଳି ସାହି ଥାନା ଅନ୍ତର୍ଗତ ପୁରୀ-ବ୍ରହ୍ମଗିରି ରାସ୍ତାକଡ଼ରେ ମଶାଣିଚଣ୍ଡୀ ଛକ ନିକଟରେ ବିଭୂପ୍ରସାଦ ମିଶ୍ରଙ୍କ ଘରର ଛାତ ପାଇଁ ଢଳେଇ କାମ ଚାଲିଥିଲା। ପ୍ରାୟ ୯୦୦ Continue Reading
Fresh cooked served food to more than 3.3 lakh people 10k glucose packets distributed among devotees Chilled drinking water served for 14 days during the festival By Subrat Sarangi New Delhi, July 11: JSPL Foundation, the CSR Arm of Jindal Steel & Power serviced more than 330,000 devotees during the Rath Yatra festival at Puri. […]Continue Reading
ପୁରୀ,୧୦/୭: ଶ୍ରୀକ୍ଷେତ୍ରରେ ଶ୍ରୀଜିଉମାନେ ଶ୍ରଦ୍ଧାଳୁମାନଙ୍କୁ ସୁନାବେଶରେ ଦର୍ଶନ ଦେଉଛନ୍ତି। ସିଂହଦ୍ବାର ସମ୍ମୁଖରେ ତିନି ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସୁନାବେଶ ଦର୍ଶନ କରି ଲକ୍ଷ ଲକ୍ଷ ଭକ୍ତମାନେ ନିଜକୁ ଧନ୍ୟ ମନେ କରୁଛନ୍ତି। ମହାପ୍ରଭୁଙ୍କର ଏହି ଦିବ୍ୟ ବେଶ ରାତି ୧୧ଟା ଯାଏଁ ରହିବ।ରାଜବେଶର ଅନ୍ୟନାମ ବଡ ତଡ଼ଉ ବେଶ। ତଡ଼ଉ ଅର୍ଥ ସୁନା। ସୁତରାଂ ରାଜବେଶ ହେଉଛି ଏକ ବଡ଼ ଧରଣର ସୁନା ବେଶ।ରାଜବେଶ ବର୍ଷକୁ ପାଞ୍ଚ ଥର ହୁଏ। ବିଜୟାଦଶମୀ, କାର୍ତ୍ତିକ Continue Reading
ପୁରୀ,୧୦/୭: ଆଜି ହେଉଛି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ସୁନାବେଶ। ରଥ ଉପରେ ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧା ମୂରତି। ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ସମୟ ନିର୍ଘଣ୍ଟ ଅନୁସାରେ ସମସ୍ତ ନୀତିକାନ୍ତି କରାଯାଇ ଠାକୁରଙ୍କ ସୁନାବେଶ କରାଯିବ।ରଥ ଉପରେ ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଅବକାଶ, ବେଶ ଓ ଗୋପାଳବଲ୍ଲଭ ପରେ ସକାଳଧୂପ ନୀତି କରାଯିବ। ଅନ୍ୟାନ୍ୟ ନୀତିକାନ୍ତି ପରେ ସନ୍ଧ୍ୟା ୫ଟାରୁ ସାଢେ ୬ଟା ମଧ୍ୟରେ ସୁନାବେଶ ଅନୁଷ୍ଠିତ ହେବ।ଭକ୍ତମାନେ ରାତି Continue Reading
ପୁରୀ,୯/୭: ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ନବଦିନାତ୍ମକ ଯାତ୍ରା କରି ଭକ୍ତଜନଙ୍କୁ ଆଡ଼ପ ମଣ୍ଡପରେ ଦୁର୍ଲଭ ଦର୍ଶନ ଦେଇ ଆଜି ଶ୍ରୀଜିଉ ଫେରିବେ ଶ୍ରୀମନ୍ଦିର।ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିବା ବେଳେ ମଧ୍ୟାହ୍ନ ୧୨ଟାରେ ପହଣ୍ଡି ସରିବାର ନୀତି ନିର୍ଦ୍ଧାରଣ ହୋଇଛି। ଏହାପରେ ସାଢ଼େ ୨ଟାରେ ଛେରାପହଁରା ଓ ଅପରାହ୍ନ ୪ଟାରେ ରଥଟଣା ପାଇଁ ନୀତି ନିର୍ଘଣ୍ଟ ହୋଇଛି।ତେବେ ତାର ବହୁ ପୂର୍ବରୁ ଏସବୁ ନୀତି ସାରିବାକୁ ଚାଲିଛି Continue Reading
ପୁରୀ, ୩/୭: ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଜି ହଜାର ହଜାର ଭକ୍ତ ମହାପ୍ରଭୁଙ୍କୁ ଆଡ଼ପମଣ୍ଡପରେ ଦର୍ଶନ କରିଛନ୍ତି।ଦୀର୍ଘ ୨ ବର୍ଷ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ପରିସରରେ ସାଧାରଣଦର୍ଶକମାନେ ପ୍ରବେଶ କରିପାରିଛନ୍ତି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆଜି ଭକ୍ତମାନେ ଘଣ୍ଟା ଘଣ୍ଟା ଧରି ଶରଧାବାଲିରେ ଲାଇନ୍ରେ ଛିଡ଼ା ହୋଇଛନ୍ତି।ପବିତ୍ର ଶରଧାବାଲିରେ ରବିବାର ଲୋକାରଣ୍ୟ ଦେଖିବାକୁ ମିଳିଥିଲା। ସରକାରୀ ଓ ଅନେକ ଘରୋଇ କାର୍ୟ୍ୟାଳୟ ବନ୍ଦ ଥିବାରୁ ଭକ୍ତଙ୍କ ଗହଳି ଅନେକ Continue Reading