ଭୁବନେଶ୍ୱର,୩ ।୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟ ବଡ଼ ରାୟ ଶୁଣାଇଛନ୍ତି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟରେ ମାମଲା ଦାୟର ହୋଇଥିଲା। ମାମଲାର ଶୁଣାଣି କରି ଉଭୟ ଆବେଦନକାରୀଙ୍କ ମାମଲାକୁ ସୁପ୍ରିମକୋର୍ଟ ରଦ୍ଦ କରିଛନ୍ତି।ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ କାମ ଚାଲିଥିବାରୁ ମାମଲା ରଦ୍ଦ କରାଯାଇଛି। ମାମଲା ରଦ୍ଦ ସହ ଉଭୟ ପିଟିସନରଙ୍କ ଉପରେ ଜରିମାନା ଲଗାଯାଇଛି। କୋର୍ଟଙ୍କ ବହୁ ମୂଲ୍ୟ ସମୟ ନଷ୍ଟ Continue Reading
ପୁରୀ,୨୮/୫: ରଥଯାତ୍ରା ପୂର୍ବରୁ ଏକ ବଡ଼ ବନ୍ଧୁକ ରାକେଟ୍ର ପର୍ଦ୍ଦଫାସ ହୋଇଛି। ପୁରୀ ସେବାୟତ ଶିବରାମ ପାତ୍ର ହତ୍ୟାର ତଦନ୍ତ କରୁ କରୁ ପୁଲିସ ହାତରେ ଲାଗିଛି ବେଆଇନ ବନ୍ଧୁକ କାରବାରର ସୁରାଗ।ଏହାର ତଦନ୍ତ ପରେ ୭ ଜଣଙ୍କୁ ଗିରଫ କରିଛି ପୁଲିସ। ଏଥିସହିତ ୪ଟି ବନ୍ଧୁକ ମଧ୍ୟ ସେମାନଙ୍କ ନିକଟରୁ ଜବତ କରାଯାଇଛି। ଏଥିସହ ସେମାନଙ୍କ ନିକଟରୁ କିଛି ନଗଦ ଟଙ୍କା ମଧ୍ୟ ଜବତ କରିଛି ପୁଲିସ।ଗିରଫ ଅଭିଯୁକ୍ତମାନେ ହେଲେ ୭ଟି ମାମଲାରେ ସଂପୃକ୍ତ ଥିବା […]Continue Reading
ପୁରୀ, ୧୭/୫ : ଏମାର ମଠର ଖନନ ସ୍ଥଳରେ ସୋମବାର ଠାବ ହୋଇଥିବା ଖଣ୍ଡବିଖଣ୍ଡିତ ସିଂହ ମୂର୍ତ୍ତି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏହି ମୂର୍ତ୍ତି ପ୍ରାୟ ୫ ଫୁଟ ଗଭୀରରେ ଥିବା ବେଳେ କ୍ରେନ୍ ସାହାଯ୍ୟରେ ଉଠାଯାଉଛି।ଗୋଟିକିଆ ପଥରରେ ନିର୍ମିତ ପ୍ରାଚୀନ ସିଂହ ମୂର୍ତ୍ତି ଠାବ ହେବା ପରେ ଏଏସଆଇର ଅଧୀକ୍ଷକ ଅରୁଣ ମଲିକଙ୍କ ନେତୃତ୍ୱରେ ୧୬ ଜଣିଆ ଟିମ ଏମ୍ଆର ମଠରେ ପହଞ୍ଚିଛି। ପୁରୀରେ ପହଞ୍ଚିବା ପରେ ଟିମ୍ ଉଦ୍ଧାର ହୋଇଥିବା ମୂର୍ତ୍ତିର ଅନୁଧ୍ୟାନ […]Continue Reading
ପୁରୀ ୧୬/୫: ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଉଠିଲା ପ୍ରଶ୍ନ। ଶ୍ରୀମନ୍ଦିର ନାଟମଣ୍ଡପ ଉପରେ ଜଣେ ବଙ୍ଗୀୟ ଯୁବକ ଚଢୁଥିବା ବେଳେ ଜଣେ ବଙ୍ଗୀୟ ଯୁବକୁ ଅଟକ ରଖିଛି ପୋଲିସ। ଅଟକ ଯୁବକ ଜଣକ ହେଉଛି ପଶ୍ଚିମ ବଙ୍ଗ ଅଞ୍ଚଳର ରାକେଶ ହାଜରା।ଖବର ଅନୁଯାୟୀ, ସୋମବାର ମଧ୍ୟାହ୍ନ ସମୟରେ ରାକେଶ ଘଣ୍ଟି ଦ୍ବାର ଦେଇ ନାଟ ମଣ୍ଡପରେ ଚଢୁଥିବା ବେଳେ ତାଙ୍କୁ ସେବାୟତ, ଅଗ୍ନିଶମ ବିଭାଗ ଓ ପୋଲିସ ଉଦ୍ଧାର କରିଥିଲେ। କେଉଁ କାରଣରୁ ଯୁବକ ଜଣକ […]Continue Reading
ପୁରୀ, ୧୪/୫: ପୁରୀ ମଙ୍ଗଳାଘାଟ ଛକରୁ ୩ କେଜି ବ୍ରାଉନସୁଗାର ଜବତ କରାଯିବା ସହ ଏହି ମାମଲାରେ ତିନିଜଣଙ୍କୁ ଗିରଫ କରାଯାଇଛି। ଜବତ ବ୍ରାଉନସୁଗାରର ମୂଲ୍ୟ ୩ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି।ସୂଚନା ଅନୁଯାୟୀ, ପୁରୀ ଏସଟିଏଫ ଏବଂ ବାସେଳି ସାହି ଥାନା ପୁଲିସ୍ ମିଳିତ ଭାବେ ଆଜି ସକାଳେ ଏକ ମାରୁତି ଅଲ୍ଟୋ କାରକୁ ପିଛା କରି ମଙ୍ଗଳାଘାଟ ଛକରେ ଧରିବାରେ ସଫଳ ହୋଇଥିଲେ। ସେହି କାରରୁ ୩.୧୯୨ କିଲୋଗ୍ରାମ୍ ଓଜନର ବ୍ରାଉନ୍ […]Continue Reading
BJP national spokesperson Sambit Patra lambasts Odisha govt for construction without ASI nod By Our Correspondent Bhubaneswar, May 12: Amid massive hue and cry over the construction activities around Odisha’s Jagannath temple at Puri under the Srimandir Parikrama project, the local Sub-Divisional Judicial Magistrate (SDJM) court in the pilgrim town has ordered filing of Continue Reading
ପୁରୀ, ୧୧/୫: ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ ନେଇ ଗତକାଲି ହାଇକୋର୍ଟରେ ଏଏସଆଇର ସତ୍ୟପାଠ ପରେ ପୁଣିଥରେ ଆରମ୍ଭ ହୋଇଛି ବିବାଦ। ଆଜି ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ବଡ଼ଦାଣ୍ଡର ମରଚିକୋଟ ଛକଠାରୁ ମହାପ୍ରଭୁଙ୍କ ମୂର୍ତ୍ତି ଧରି ଚାଲି ଚାଲି ଆସିବା ସହ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରି ପରିକ୍ରମା ପ୍ରକଳ୍ପ ସ୍ଥଳ ଅନୁଧ୍ୟାନ କରିଥିଲେ।ଏଏସଆଇର ବିନା ଅନୁମତିରେ ବେଆଇନ ଭାବେ ନିର୍ମାଣ କାର୍ଯ୍ୟ ହେଉଥିବାରୁ ସେ ରାଜ୍ୟ Continue Reading
ପୁରୀ ୨୭/୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ପଦଯାତ୍ରା ପାଇଁ ଅନୁମତି ନମିଳିବାରୁ ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି ଶ୍ରୀମନ୍ଦିର ଦର୍ଶନ କରି ଫେରିଛନ୍ତି ।ପୂର୍ବାହ୍ନରେ ସାଂସଦ ଷଡ଼ଙ୍ଗୀ ପ୍ରାୟ ୨୦ ଟି ଗାଡ଼ିରେ ତାଙ୍କ ସମର୍ଥକଙ୍କ ସହ ପୁରୀରେ ପ୍ରବେଶ କରିବାକୁ ଉଦ୍ୟମ କରୁଥିବା ବେଳେ ଚନ୍ଦନପୁର ଥାନା ଅନ୍ତର୍ଗତ କାଠପୋଲ ନିକଟରେ ପୋଲିସ ତାଙ୍କୁ ଅଟକାଇଥିଲା ।ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ ସାହୁ, ଅତିରିକ୍ତ ଏସପି ମିହିର କୁମାର ପଣ୍ଡା ତାଙ୍କୁ Continue Reading
ପୁରୀ, ୨୪/୪: ଏନଫୋର୍ସମେଣ୍ଟ ଅଧିକାରୀଙ୍କ ଘର ଉପରକୁ ବୋମାମାଡ। ପ୍ରଥମେ ଫୋନରେ ଧମକ ଦେଲେ, କିଛି ସମୟ ପରେ ଆସି ବୋମା ଫିଙ୍ଗି ଫେରାର ହୋଇଗଲେ। ଏପରି ଘଟଣା ଘଟିଛି ପୁରୀ କୁମ୍ଭାରପଡ଼ା ଥାନା ଅନ୍ତର୍ଗତ ମସଜିଦ ପାଖରେ ।ସୂଚନାନୁସାରେ, ପୁରୀ ମୁନିସିପାଲିଟି ଅଫିସରେ ଏନଫୋର୍ସ ମେଣ୍ଟ ଅଧିକାରୀ ଭାବେ କାର୍ୟ୍ୟ କରନ୍ତି କାଶିନାଥ ମହାରଣା । ତାଙ୍କ ଘର ଉପରକୁ ହୋଇଛି ବୋମାମାଡ। ଦୁର୍ବୁତ୍ତ ମାନେ ତିନୋଟି ବୋମା ମାଡ କରି ଫେରାର ହୋଇଯାଇଥିବା ବେଳେ […]Continue Reading
ଗୋପ, ୨୩/୪: ଗୋପ ଥାନା ବାଲିକନ୍ଦଳ ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା।। ଏଠାରେ ଗତକାଲି ରାତିରେ ବାହାଘର ପ୍ରୋସେସନ ବେଳେ ତୁମୁଳକାଣ୍ଡ ଘଟିଥିଲା।ଟେଣ୍ଟ ମାଲିକଙ୍କୁ ଭୁଜାଲିରେ ଆକ୍ରମଣ କରି ଡିଜେ ମାଲିକ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏଣେ ଘଟଣାର ପ୍ରତିବାଦରେ ଉତ୍ତ୍ୟକ୍ତ ଲୋକେ ପିପିଲି- କୋଣାର୍କ ରାସ୍ତାର ବେଗୁନିଆ ଛକରେ ରାସ୍ତା ଅବରୋଧ କରିଥିବାର ସୂଚନା ମିଳିଛି।ମିଳିଥିବା ସୂଚନା ଅନୁଯାୟୀ, ସ୍ଥାନୀୟ ଏରବଙ୍ଗ ଗାଁର କାଳିଆ ପ୍ରଧାନ ଟେଣ୍ଟ ନେଇ Continue Reading