ପୁରୀ ,୨୪/୧୦: “ତୁମ ଜୀବନରୁ ଚାଲି ଯାଉଛି। ଧନ ତୁମେ ଖୁସିରେ ରୁହ। ମୁଁ ବହୁତ ଦୂରକୁ ଚାଲି ଯାଉଛି। ତୁମ ଖୁସିରେ ମୁଁ ଖୁସି।” ନିଜ ପ୍ରେମିକ ଉଦ୍ଦେଶ୍ୟରେ ଏମିତି କିଛି ଲେଖି ଜୀବନ ହାରିଛନ୍ତି ଜଣେ +୨ ଛାତ୍ରୀ। ପୁରୀ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଯୁକ୍ତ ୨ ଦ୍ୱିତୀୟ ବର୍ଷରେ ପଢ଼ୁଥିବା ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଆଜି ଉଦ୍ଧାର ହୋଇଛି।ତାଙ୍କ ଘର ବଳଙ୍ଗାରେ ହୋଇଥିବା ବେଳେ ସେ ସୁକନ୍ୟା ହଷ୍ଟେଲରେ ରହୁଥିଲେ। ତେବେ […]Continue Reading
ପୁରୀ ,୫/୧୦: ଶ୍ରୀମନ୍ଦିର ଚୂଡାରେ ଚଢିଗଲେ ଅଗ୍ନିଶ୍ୱର ମହାଦେବଙ୍କ ପୂଜକ ଚନ୍ଦ୍ରଶେଖର ପଣ୍ଡା। ଆଜି ଅପରାହ୍ନ ସମୟରେ ସେ ବଡ଼ଦେଉଳର ନୀଳଚକ୍ର ବାନା ଲାଗୁଥିବା ସ୍ଥାନକୁ ଚଢି ଯାଇଥିଲେ। ସେଠାରେ ବୁଲୁଥିବା ବେଳେ ଚୂନରା ସେବକମାନେ ଦେଖିବାକୁ ପାଇଲେଥିଲେ।ତାକୁ ଓହ୍ଲାଇବାକୁ ପୁଲିସ ଓ ଜେଟିପି ବାରମ୍ଵାର କହିଥିଲେ। ପ୍ରଥମେ ସେ ଓହ୍ଲାଇ ନଥିଲେ। ପରେ ଚନ୍ଦ୍ରଶେଖର ଦକ୍ଷିଣଘର ଛାତ ଦେଇ ମୁକ୍ତିମଣ୍ଡପ ସମ୍ମୁଖରେ ଓହ୍ଲାଇଥିଲେ। ସିଂହ ଦ୍ୱାର ଥାନା ପୁଲିସ ତାକୁ ଅଟକ Continue Reading
ପୁରୀ,୨୫/୯: ଆଜି ହେଉଛି ପବିତ୍ର ମହାଳୟା ଅମାବାସ୍ୟା। ଏହି ଅବସରରେ ପିତୃପୁରୁଷଙ୍କୁ ଉଦ୍ଦେଶ୍ୟରେ ଶ୍ରାଦ୍ଧ ପ୍ରଦାନ କରାଯାଉଛି। ଶ୍ରୀମନ୍ଦିର ଉତ୍ତରଦ୍ୱାର ନିକଟରେ ଶ୍ରାଦ୍ଧ ପ୍ରଦାନ କରାଯାଉଛି। ତିଳତର୍ପଣର ଅନ୍ତିମ ଦିବସ ପବିତ୍ର ଅମାବାସ୍ୟା ତିଥିରେ ଯେଉଁମାନେ ତାଙ୍କ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦେଇନଥିଲେ ସେମାନେ ଆଜି ମହାଳୟା ଅବସରରେ ଶ୍ରାଦ୍ଧ ପ୍ରଦାନ କରୁଛନ୍ତି।ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ Continue Reading
ପୁରୀ,୨୪/୯: ପୁରୀ ଜିଲ୍ଲା ନିମାପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍ର ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଶନିବାର ଦିନ ସକାଳୁ ଭୁବନେଶ୍ୱର ସ୍ଥିତ ବାସଭବନରୁ ଝୁଲନ୍ତା ଅବସ୍ଥାରେ ଧର୍ମେନ୍ଦ୍ରଙ୍କର ମୃତଦେହ ଉଦ୍ଧାର କରାଯାଇଛି। କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ଘଟିଲା ତାହା ଜଣାପଡ଼ିନି। ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ମଧ୍ୟ କିଛି ସ୍ପଷ୍ଟ ହୋଇନାହିଁ। ଆତ୍ମହତ୍ୟା କରିଥିବା ସ୍ଥଳରୁ Continue Reading

ପୁରୀ,୧୮/୯: ପୁରୀରେ ଭାରତୀୟ ବାୟୁସେନାର ସୂର୍ଯ୍ୟକିରଣ ଏୟାର ସୋ। ବ୍ଲୁ ଫ୍ଲାଗ ବିଚ୍ ବେଳାଭୂମିରେ ବାୟୁସେନା ପକ୍ଷରୁ ହୋଇଛି ଚିତ୍ତାକର୍ଷକ ଏୟାର ସୋ।ବେଳାଭୂମି ଆକାଶରେ ୯ଟି ହକ ବିମାନ ନିଜ ନିଜର ଅଭିନବ କଳା କୌଶଳ ପ୍ରଦର୍ଶନ କରିଛନ୍ତି। ହକ ବିମାନଗୁଡିକ ଆରୋ, ଡ଼ାଇମଣ୍ଡ, ତେଜସ ଫର୍ମେସନରେ ଚମତ୍କାର କୌଶଳ ପ୍ରଦର୍ଶନ କରିଛନ୍ତି। ଯାହାକୁ ଦେଖିବା ପାଇଁ ବେଳଭୂମିରେ ପ୍ରବଳ ଭିଡ ଦେଖିବାକୁ ମିଳିଛି ।ଖବର ଅନୁଯାୟୀ, ପ୍ରଥମେ ଭୁବନେଶ୍ୱରରେ ଭାରତୀୟ Continue Reading
ପୁରୀ, ୭/୯: ଆଜି ଭାଦ୍ରବ ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବାମନ ଜନ୍ମ ନୀତି । ମଧ୍ୟାହ୍ନ ଧୂପ ବଢିବା ପରେ ବାମନ ଜନ୍ମ ନୀତି, ପବିତ୍ରା ଲାଗି ଓ ଇନ୍ଦ୍ରଧ୍ୱଜା ପୂଜା ବିଧି କରାଯିବ । ଏଥିପାଇଁ ଆଜି ଅପରାହ୍ନ ୫ଟାରୁ ରାତି ୯ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।ସେହିପରି ଆଜି ପବିତ୍ର ସୁନିଆ ଉତ୍ସବ । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆଜିଠାରୁ ଆରମ୍ଭ […]Continue Reading
ପୁରୀ ୧୮/୮: ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅର୍ଥାତ ପବିତ୍ର ଜନ୍ମାଷ୍ଟମୀ। ପ୍ରଭୁ ଶ୍ରୀକୃଷ୍ଣଙ୍କ ଆଜି ଜନ୍ମ ଉତ୍ସବ। ଏଥିପାଇଁ ଶ୍ରୀମନ୍ଦିରରେ ଆଜି ସଂନ୍ଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯିବ।ଖବର ଅନୁଯାୟୀ, ସଂନ୍ଧ୍ୟାଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଟେରା ବନ୍ଧା ହେବା ପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା,ଝିଲି, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯିବ। Continue Reading

ପୁରୀ,୩/୮: ଶ୍ରୀମନ୍ଦିର ଗର୍ଭଗୃହରେ ଖସିଛି କେମିକାଲ ଯୁକ୍ତ ପ୍ଳାଷ୍ଟର। ପ୍ରାୟ ଦେଢ କିଲୋଗ୍ରାମ ଓଜନର ଏକ କେମିକାଲ ଯୁକ୍ତ ପ୍ଳାଷ୍ଟର ଖସିଥିବା ସୂଚନା ମିଳିଛି। ପ୍ଳାଷ୍ଟରଟିକୁ ବଡଠାକୁର ଶ୍ରୀ ବଳଭଦ୍ରଙ୍କ ପଛପଟ ପରିକ୍ରମାରୁ ଠାବ କରାଯାଇଛି।ପ୍ଳାଷ୍ଟରଟି ଖସିବା ପରେ ଚୁନା ହୋଇଯାଇଥିଲ।ଗତକାଲି ପଥରଟିକୁ ଠାବ କରିବା ସହ ଗାରଦରେ ଜିମା ଦିଆଯାଇଛି। ତେବେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଆଘାତ ଲାଗିନାହିଁ।ପଥର ଖସିବାକୁ ନେଇ ଚର୍ଚ୍ଚା ହେବା ପରେ ମଧ୍ୟ Continue Reading
ପୁରୀ, ୨୦/୭: ନିର୍ମାଣାଧୀନ ଘରର ଛାତ ଭୁଶୁଡ଼ିଛି। ଘଟଣାସ୍ଥଳରେ ରାଜମିସ୍ତ୍ରୀଙ୍କ ସମେତ ମୋଟ ୫ ଜଣ ଲୋକ ଚାପି ହୋଇଯାଇଥିଲା ବେଳେ, ସେମାନଙ୍କ ମଧ୍ୟରୁ ୪ ଜଣ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପୁରୀ ସହରରେ ଆଜି ସନ୍ଧ୍ୟାରେ ଏହି ଅଭାବନୀୟ ଅଘଟଣ ଘଟିଛି।ସୂଚନା ଅନୁସାରେ ବାସେଳି ସାହି ଥାନା ଅନ୍ତର୍ଗତ ପୁରୀ-ବ୍ରହ୍ମଗିରି ରାସ୍ତାକଡ଼ରେ ମଶାଣିଚଣ୍ଡୀ ଛକ ନିକଟରେ ବିଭୂପ୍ରସାଦ ମିଶ୍ରଙ୍କ ଘରର ଛାତ ପାଇଁ ଢଳେଇ କାମ ଚାଲିଥିଲା। ପ୍ରାୟ ୯୦୦ Continue Reading
Fresh cooked served food to more than 3.3 lakh people 10k glucose packets distributed among devotees Chilled drinking water served for 14 days during the festival By Subrat Sarangi New Delhi, July 11: JSPL Foundation, the CSR Arm of Jindal Steel & Power serviced more than 330,000 devotees during the Rath Yatra festival at Puri. […]Continue Reading