Home Posts tagged Puri (Page 19)
Odisha News
ପୁରୀ,୭/୯ : ଦାଦାର ଛୁରା ମାଡ଼ରେ ପୁତୁରା ଗୁରୁତର ଆହତ ହୋଇଛି। ଘଟଣା ଘଟିଛି ପୁରୀ ଜିଲ୍ଲା ବଳିଆପଣ୍ଡା ଥାନା ଅନ୍ତର୍ଗତ ନାଲି ପଡିଆଠାରେ। ଆହତ ପୁତୁରା ଜଣଙ୍କ ହେଲେ ଶିବ ବେହେରା (୨୬)। ଶିବଙ୍କ ଘର ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି।ଶିବ ନିଜ ପରିବାର ସହ ବଳିଆପଣ୍ଡା ଥାନା ଅନ୍ତର୍ଗତ ନାଲି ପଡ଼ିଆଠାରେ ଏକ ଭଡ଼ା ଘରେ ରହୁଥିଲେ। ସେଠାରେ ସେ ଶ୍ରମିକଭାବେ କାମ କରି ପରିବାର ପୋଷଣ କରୁଥିଲେ। ଶିବଙ୍କ ଦାଦା ଦାଦା ଶଙ୍କର […]Continue Reading
Odisha News
ପୁରୀ,୨୪/୮: କୁଖ୍ୟାତ ଅପରାଧୀ ପିନାକୀ ବରାଳ ଓରାଫ ପିନୁକୁ ପୁରୀ ପୁଲିସ ଗୁରୁବାର ଦିନ ଏନ୍କାଉଣ୍ଟର କରିଛି। ପିନୁର ବାମ ଗୋଡ଼ରେ ଗୁଳି ବାଜିଥିବା ବେଳେ ତାକୁ ଆହତ ଅବସ୍ଥାରେ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ସୂଚନା ଅନୁସାରେ ଜଗନ୍ନାଥବସ୍ତିର ବିଦ୍ୟାଧର ବରାଳଙ୍କ ପୁଅ ପିନୁକୁ ପୁରୀ ଜିଲ୍ଲା ବାସେଳିସାହି ଆଇଆଇସି ମାନସ ବାରିକ ଏବଂ ତାଙ୍କର ଟିମ୍ ବିଶ୍ବସ୍ତ ସୂତ୍ରରୁ ସୂଚନା ପାଇଁ ପାଟ୍ରୋଲିଂରେ ବାହାରିଥିଲେ। ଲୋକନାଥ ମନ୍ଦିର ପଛପଟରେ Continue Reading
Odisha News
ପୁରୀ,୨୩/୮: ଭାରତ ଏବେ ଆଉ ଏକ ବଡ଼ ସଫଳତା ହାସଲ କରିବାକୁ ଯାଉଛି। ଚନ୍ଦ୍ରଯାନ-୩ ଅବତରଣର ଅବଗଣନା ଆରମ୍ଭ ହୋଇଯାଇଛି।ଆଜି ସନ୍ଧ୍ୟା ପ୍ରାୟ ୬ଟା ୪ ମିନିଟରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବ ବୋଲି ଆଶା କରାଯାଉଛି। ଏହାକୁ ନେଇ ଇସ୍ରୋ ବୈଜ୍ଞାନିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ। ଇସ୍ରୋ ବୈଜ୍ଞାନିକମାନଙ୍କ ଏହି ପ୍ରୟାସକୁ ଶଙ୍କରାଚାର୍ଯ୍ୟ ପ୍ରଶଂସା କରିଛନ୍ତି। ଏହାସହ ଭାରତ ସରକାରଙ୍କୁ ମଧ୍ୟ ସେ Continue Reading
Odisha News
ପୁରୀ ,୨୦/୮ : ୫ଟି ସଚିବ ଭିକେ ପାଣ୍ଡିଆନଙ୍କୁ କାଳିମାଡ଼ ଘଟଣାରେ ଗିରଫ ଅଭିଯୁକ୍ତ ଭାସ୍କର ସାହୁଙ୍କୁ ପୁଲିସ ଛାଡ଼ି ଦେଇଛି। ଗତକାଲି ବିଳମ୍ବିତ ରାତିରେ ଲେଖାପଢ଼ା କରି ଭାସ୍କରଙ୍କୁ ପୁଲିସ ଛାଡ଼ି ଦେଇଥିବା ଜଣାପଡ଼ିଛି। ଭାସ୍କରଙ୍କ ବଡ଼ଭାଇଙ୍କ ବ୍ୟକ୍ତିଗତ ମୁଚାଲିକା ପରେ ପୁଲିସ ତାଙ୍କୁ ଛାଡ଼ିଥିବା ସୂଚନା ମିଳିଛି।ପୁରୀ ଜିଲ୍ଲା ଗସ୍ତରେ ରହିଥିଲେ । ଗତକାଲି ସତ୍ୟବାଦୀ କଲେଜ ପଡ଼ିଆଠାରେ ଏକ ସାଧାରଣ ସଭା (ଅଭିଯୋଗ ଶୁଣାଣି) କାର‌୍ୟ୍ୟକ୍ରମ ଥିଲା। ସଭାସ୍ଥଳକୁ Continue Reading
Odisha News
ସାକ୍ଷୀଗୋପାଳ,୧୯/୮: ପୁରୀ ଜିଲ୍ଲା ସତ୍ୟବାଦୀରେ ୫ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନଙ୍କୁ କାଳିମାଡ଼ ହୋଇଥିବାର ଖବର ମିଳିଛି। କେବଳ ୫ଟି ସଚିବ ନୁହେଁ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଉପରେ ମଧ୍ୟ କାଳିମାଡ଼ ହୋଇଛି ।ସତ୍ୟବାଦୀ ୟୁଜିଏସ କଲେଜ ପରିସରରେ ୫ଟି ସଚିବ ଭି କେ ପାଣ୍ଡିଆନଙ୍କୁ କାଳିମାଡ଼ ହୋଇଛି। ୟୁଜିଏସ କଲେଜ କାର୍ଯ୍ୟକ୍ରମକୁ ଯାଉଥିବା ବେଳେ ସଚିବଙ୍କ ଉପରେ କାଳିମାଡ଼ ହୋଇଛି। କାଳିମାଡ଼ କରିଥିବା ବ୍ୟକ୍ତିଙ୍କୁ ପୁଲିସ ଉଠାଇ ନେଇଛି। Continue Reading
Odisha News
ପୁରୀ,୮/୮: କଲେଜ ଯାଉଥିବା ବେଳେ ନଦୀକୁ ଡେଇଁ ପଡ଼ିଲେ ଛାତ୍ରୀ। ହେଲେ କାହିଁକି ନଦୀକୁ ଡେଇଁ ପଡ଼ିଲେ, ତାହା ଜଣାପଡ଼ି ନାହିଁ। ଏପରି ଘଟଣା ପୁରୀ ଜିଲ୍ଲା କଣାସ ଥାନା ଅଞ୍ଚଳରେ ଘଟିଛି। ଅଗ୍ନିଶମ ବିଭାଗ ଓ ସ୍ଥାନୀୟ ଲୋକେ ଉଚ୍ଛୁଳା ରାଜୁଆ ନଦୀ ଖାନତଲାସୀ ଅଭିଯାନ ଚଳାଇଛନ୍ତି।ଗଡ଼ବଡପୁଟ ଗାଁର ସୁକାନ୍ତ ଛୁଆଲସିଂଙ୍କ ଝିଅ ସୂର୍ଯ୍ୟକାନ୍ତି ଛୁଆଲସିଂ ନିକଟସ୍ଥ ଚଉଦ ମୌଜା ବିଦ୍ୟୁତ ସ୍ନାତକ ମହାବିଦ୍ୟାଳୟରେ +୩ ପ୍ରଥମ ବର୍ଷ କଳାର ଛାତ୍ରୀ। ସବୁଦିନ ଭଳି ଆଜି […]Continue Reading
Odisha News
ଭୁବନେଶ୍ୱର,୬/୮: ଭୁବନେଶ୍ୱର ଉପକଣ୍ଠ ବାଳକାଟି -ପୁରୀ ମୁଖ୍ୟ କେନାଲରେ ଆଜି ଭୋରୁ ୨୦ ଫୁଟର ଘାଇ ସୃଷ୍ଟି ହୋଇଛି। ଘାଇଟି ସାଇଫନ ନିକଟରେ ହୋଇଛି। ଏହାଫଳରେ ବାଳକାଟି ଗ୍ରାମ୍ୟ ଜଙ୍ଗଲ ଏବଂ କଲେଜ ପଡ଼ିଆରେ ପାଣି ପ୍ରବେଶ କରିଛି। ଅଚ୍ୟୁତପୁର ଏବଂ ପିପିଲି ଜଳ ସଂପଦ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ପାଣି ନିୟନ୍ତ୍ରଣ ପାଇଁ ବ୍ୟବସ୍ଥା କରିଥିଲେ। ବାଲିଅଖା ଖଞ୍ଜି ପାଣି ବନ୍ଦ କରାଯାଇଛି।ଏଣେ ପିପିଲି ପୋପରଙ୍ଗା ପଞ୍ଚାୟତ ପାଚଲପୁର ଗାଁର ୩୦ ପରିବାର ଜଳବନ୍ଦୀ Continue Reading
Odisha News
ପୁରୀ,୨୨/୭: ଲାଂଚ ନେଇ ପଶ୍ଚିମଦ୍ୱାର ପଟେ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର ଭିତରକୁ ଛାଡ଼ିବା ମହଙ୍ଗା ପଡ଼ିଲା। ଏଭଳି ଲଜ୍ଜାଜନକ କାର୍ଯ୍ୟ କରୁଥିବା ଓଏସଏପି ଥାର୍ଡ ବାଟାଲିୟନ କନଷ୍ଟେବଳ ଶୁଭାଶିଷ ଦାସ ସସ୍ପେଣ୍ଡ।ତାଙ୍କୁ ନିଲମ୍ବନ କରିଛନ୍ତି ପୁରୀ ଏସପି। ଏହି ପୁଲିସ କର୍ମଚାରୀ ଜଣକ ଟଙ୍କା ନେଇ ପ୍ରବେଶ କଟକଣା ଜାରି ହୋଇଥିବା ଦ୍ୱାର ଦେଇ ଭକ୍ତଙ୍କୁ ଶ୍ରୀମନ୍ଦିର ଭିତରକୁ ଛାଡ଼ୁଥିବାର ଦୃଶ୍ୟ କ୍ୟାମେରାରେ କଏଦ ହୋଇଥିଲା। ଯାହା ପରେ ଏହି କାର‌୍ୟ୍ୟାନୁଷ୍ଠାନ Continue Reading
Odisha News
ପୁରୀ,୨/୭: ଅସହ୍ୟ ହେଲା ଘରୋଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କ ମାନସିକ ନିର୍ଯାତନା। ଅସମୟରେ ଚଢ଼ା ସୁଧହାରରେ ଲୋନ୍ ନେଇ ଲୋନ୍ ଶୁଝି ପାରି ନ ଥିଲେ ବୃଦ୍ଧ ଦମ୍ପତି।ଫଳରେ ବାରମ୍ବାର ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କ ଦ୍ୱାରା ଲାଞ୍ଚିତ, ଅପମାନିତ ହେବା ସହ ଧମକ ବି ମିଳିଲା। ଏଥିରେ ଅତିଷ୍ଠ ହୋଇ ଜୀବନର ଶେଷ ସୋପାନରେ ରଶି ଲଗାଇ ଝୁଲି ପଡ଼ିଛନ୍ତି ବୃଦ୍ଧ ଦମ୍ପତି ।ଏପରି ଏକ ହୃଦୟ ବିଦାରକ ଘଟଣା ଆଜି ଭୋରରୁ ପୁରୀ ଜିଲ୍ଲା କଣାସ […]Continue Reading
Odisha News
ପୁରୀ,୨/୭: ନବଦିନାମତ୍କ ଘୋଷଯାତ୍ରା ସାରି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀଭାଇଙ୍କ ସହ ଏବେ ଶ୍ରୀମନ୍ଦିର ରତ୍ନସିଂହାସନରେ ଗୋଟି ପହଣ୍ଡିରେ ବିଜେ କରିଛନ୍ତି। ସ୍ନାନପୂର୍ଣ୍ଣିମାଠାରୁ ଶୂନ୍ୟ ପଡ଼ିଥିବା ଶ୍ରୀମନ୍ଦିର ରତ୍ନବେଦି ମହାପ୍ରଭୁଙ୍କ ବିଜେ ପରେ ପୁଣି ଶ୍ରୀମନ୍ଦିର ପୂର୍ଣ୍ଣ ହୋଇଉଠିଛି। ମହାପ୍ରଭୁ ଶ୍ରୀମନ୍ଦିରକୁ ବିଜେ କରିବା ପରେ ରବିବାରଠାରୁ ଶ୍ରୀମନ୍ଦିରରେ ନୀଳାଚଳ ଅବଢ଼ା ବାହାରିବ। ଭକ୍ତ ଏବଂ ଶ୍ରଦ୍ଧାଳୁ ମହାପ୍ରସାଦ ପାଇବେ। ସେହିପରି Continue Reading