Home Posts tagged Puri (Page 2)
Odisha News
ପୁରୀ,୨୭/୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼ ୨୦୨୬ ନୂତନ ବର୍ଷ ଜାନୁଆରୀ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଶା କରାଯାଉଛି। ପବିତ୍ର ସହରରେ ସୁରକ୍ଷା, ଭିଡ଼ ପରିଚାଳନା ଏବଂ ନାଗରିକ ସୁବିଧାକୁ ଆହୁରି ସୁଦୃଢ଼ କରାଯାଇଛି।ପ୍ରଶାସନ ଆଇନ ଶୃଙ୍ଖଳା ବଜାୟ ରଖିବା ଏବଂ ଭକ୍ତଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ମନ୍ଦିର ପରିସରରୁ Continue Reading
Top Stories
By Tapaswini Sahoo Puri/Odisha, Dec 7 : Designed as India’s first COP-style platform for interstate coordination, GELS 2025 culminated in a high-level press briefing addressed by key delegates including Shri Kanak Vardhan Singh Deo, Hon’ble Deputy Chief Minister (Energy, Agriculture & Farmers’ Empowerment), Government of Odisha; Shri Vishal Dev, Principal Secretary, Continue Reading
Odisha News
ପୁରୀ, ୨୮/୧୧: ଦେଶର ଜଣାଶୁଣା ସୋସିଆଲ ମିଡିଆ ଇନଫ୍ଲୁଏନସର୍ ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ଟିପ୍ପଣୀକୁ ନେଇ ଏବେ ସବୁଆଡେ ଚର୍ଚ୍ଚା। ଶ୍ରୀମନ୍ଦିର ପ୍ରସଙ୍ଗରେ ସୋସିଆଲ ମିଡିଆରେ ଭୁଲ୍ ଉପସ୍ଥାପନ କରିବାରୁ ସବୁରି ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।ସେ ତାଙ୍କ ଏକ ପୋଷ୍ଟରେ ଏଭଳି ଏକ ଟିପ୍ପଣୀ ଦେଇ କହଛନ୍ତି ବିବାହ ପୂର୍ବରୁ ଯଦି ପ୍ରେମୀ ଯୁଗଳ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଵେ ତେଵେ ସେମାନଙ୍କ ପ୍ରେମ କେବେବି ସଫଳ ହେବନାହିଁ ଏବଂ ତା ସହ ସେମାନେ Continue Reading
Odisha News
ପୁରୀ,୨୨/୧୧: ହେ ମହାବାହୁ ମୋ ପୁଅକୁ ଭଲ କରି ଦିଅ। ମୁଁ ତୁମ ସିଂହଦ୍ୱାର ସାମ୍ନାରେ ବସିଛି। ନିଜ ପୁଅର ମଙ୍ଗଳ କାମନା କରି ରାଜସ୍ଥାନରୁ ଦୌଡ଼ି ଆସିଥିବା ଜଣେ ଶ୍ରଦ୍ଧାଳୁ କାଳିଆ ଶରଣରେ ପଶି ଏପରି କହିଛନ୍ତି। ଗତ ୮ ତାରିଖରେ ରାଜସ୍ଥାନରୁ କୋମା ଅବସ୍ଥାରେ ଛୁଆକୁ ବାପା ପ୍ରକାଶ ଭୋଇ ଶ୍ରୀମନ୍ଦିର ଆଣିଥିଲେ । ସେଠାରେ ବାଇଶି ପାହାଚ ପାଖେ ପୁଅ ନିଖିଲକୁ ଗଡାଇ ଦେଇଥିଲେ। ମହାପ୍ରଭୁଙ୍କ ଠାରେ ଶରଣ ପଶିବା ପରେ ଏବେ […]Continue Reading
Odisha News
ସାକ୍ଷୀଗୋପାଳ,୩୧/୧୦ : ଆଜି ପବିତ୍ର ଅଁଳା ନବମୀ। ଏହି ପରିପ୍ରେକ୍ଷୀରେ ପୁରୀ ଜିଲା ସାକ୍ଷୀଗୋପାଳରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଆଜିର ଏହି ପବିତ୍ର ଦିନରେ ଶ୍ରଦ୍ଧାଳୁମାନେ ରାଧା ପାଦ ଦର୍ଶନ କରି ବେଶ୍ ଆନନ୍ଦିତ ହେଉଛନ୍ତି। ମା’ ରାଧାରାଣୀ ଓଡ଼ିଆଣୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି। ପ୍ରଶାସନ ପକ୍ଷରୁ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି।ଭିଡ଼ ନିୟନ୍ତ୍ରଣ ପାଇଁ ୨ଜଣ ଅତିରିକ୍ତ ଏସ୍‌ପି, ୧୧ ଡିଏସ୍‌ପି, ୨୧ ଇନ୍ସପେକ୍ଟର, Continue Reading
Odisha News
ପୁରୀ, ୨୮/୧୦ : ପୁରୀ ବେଳାଭୂମିରେ ପର‌୍ୟ୍ୟଟକଙ୍କ ଆକ୍ରମଣରେ ଆହତ ହେଲେ ଲାଇଫଗାର୍ଡ। ସମୁଦ୍ର ଭିତରକୁ ଗାଧୋଇବାକୁ ଯିବାକୁ ବାରଣ କରିବାରୁ ଲାଇଫଗାର୍ଡଙ୍କୁ ଚପଲରେ ସେକିଦେଲେ ମହିଳା। ଏଭଳି ଅଭାବନୀୟ ଘଟଣା ପୁରୀ ସମୁଦ୍ର କୂଳରେ ଘଟିଛି ।ସୂଚନା ଅନୁଯାୟୀ ସ୍ତ୍ରୀ ସ୍ବାମୀ ଉଭୟ ସମୁଦ୍ର ଭିତରକୁ ପଶୁଥିବା ବେଳେ ବାତ୍ୟ ମୋନ୍ଥା ପାଇଁ ଆର୍ଲଟ ଥିବା ଲାଇଫଗାର୍ଡ ତାଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରିଥିଲେ। ଥରେ ନୁହେଁ ସେ ସେମାନଙ୍କୁ ବାରମ୍ବାର ବାରଣ Continue Reading
Odisha News
ପୁରୀ , ୧୫/୧୦ : ଦୀପାବଳି ପାଳନକୁ ନେଇ ଲାଗି ରହିଥିବା ଦ୍ୱନ୍ଦ୍ୱ ଦୂର ହୋଇଛି । ଆସନ୍ତା ୨୧ ମଙ୍ଗଳବାର ପରିବର୍ତ୍ତେ ୨୦ ତାରିଖ ସୋମବାର ଦିନ ଦୀପାବଳି ପାଳନ କରିବାକୁ କହିଛି ଶ୍ରୀମନ୍ଦିର ମୁକ୍ତିମଣ୍ଡପ ପଣ୍ଡିତ ମହାସଭା । ବୁଧବାର ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ପଣ୍ଡିତ ମହାସଭା ସ୍ପଷ୍ଟ କରିଛି ।ପୂର୍ବରୁ ଦୀପାବଳି ପାଳନ ତାରିଖକୁ ନେଇ ଦ୍ୱନ୍ଦ୍ୱକୁ ଦୂର କରିଛି ମୁକ୍ତିମଣ୍ଡପ ପଣ୍ଡିତ ମହାସଭା । ଭିନ୍ନ ଭିନ୍ନ ପଞ୍ଜିକାରେ ଭିନ୍ନ […]Continue Reading
Odisha News
ପୁରୀ , ୧୩/୧୦ : ସୋମବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁରୀ ଗସ୍ତ ସମୟରେ ବାଟରେ କାଦୁଆ ଠାରେ ଅଟକି ଜଣେ ପଇଡ ବିକ୍ରେତା ଠାରୁ ପଇଡ କିଣି ପିଇ ୧୦୦୦ ଟଙ୍କା ଦେବା ସହ ଏବଂ ପଇଡ ବିକୁଥିବା ବେପାରୀ ଶ୍ରୀଧର ମହାପାତ୍ରଙ୍କ ସହିତ ଦୁଃଖ ସୁଖ ହୋଇଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀଧରଙ୍କ ସହ କଥା ହେବା ବେଳେ କିଭଳି ବ୍ୟବସାୟ ଚାଲିଛି, କେତେବର୍ଷ ଧରି ବ୍ୟବସାୟ କଲେଣି ଓ ସରକାରୀ ସୁବିଧା […]Continue Reading
Odisha News
ପୁରୀ,୭/୯: ଆଜି ଚନ୍ଦ୍ରଗ୍ରହଣ । ମଧ୍ୟାହ୍ନ ୧୨ଟା ୫୭ମିନିଟ ୨୨ ସେକେଣ୍ଡ ପରେ ପାକ ତ୍ୟାଗ ଓ ଦେବ ନୀତି ନିଷେଧ ରହିଛି। ଗ୍ରହଣ ସ୍ପର୍ଶ ରାତି ୯ଟା ୫୭ ମିନିଟ ୨୨ ସେକେଣ୍ଡରେ ରହିଥିବା ବେଳେ ସର୍ବମୋକ୍ଷ ରାତି ୧ଟା ୨୭ ମିନିଟ ୧୭ ସେକେଣ୍ଡ ପର୍ଯ୍ୟନ୍ତ ରହିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ରାତି ୨ଟାରେ ଦ୍ୱାରଫିଟା ନୀତି ରହିଛି। ରାତି ୨ଟା ୩୦ରେ ଭିତରଶୋଧ, ୨ଟା ୪୦ରେ ମଙ୍ଗଳ ଆଳତି, ମଇଲମ ଓ […]Continue Reading