Home Posts tagged Puri (Page 20)
Top Stories
ଭୁବନେଶ୍ବର, ୨୭/୬: ରଥଯାତ୍ରା ପାଇଁ ପୁରୀରେ ମାସ୍କ ବାଧ୍ୟତାମୂଳକ କରାଯାଇଛି। ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର।ସେ କହିଛନ୍ତି ଯେ ରାଜ୍ୟରେ କୋଭିଡ ସଂକ୍ରମଣ ଲଗାତାର ଉପର ମୁହାଁ ହେଉଥିବା ଯୋଗୁଁ ଏବଂ ପୁରୀରେ ସଂକ୍ରମଣ ଥିବା ହେତୁ ଏଭଳି ନିଷ୍ପତ୍ତି ନିଆଯାଇଛି।ସେ ଆହୁରି କହିଛନ୍ତି, ଯେଉଁମାନଙ୍କଠାରେ କରୋନାର ଲକ୍ଷଣ ରହିଛି, ସେମାନେ ପୁରୀ ନ ଆସି ଘରେ ରହି ଟିଭିରେ ରଥଯାତ୍ରା ଦେଖିବା ଭଲ। ରଥଯାତ୍ରା ପାଇଁ ପୁରୀ ଷ୍ଟେସନ, Continue Reading
Odisha News
ଭୁବନେଶ୍ୱର,୨୭/୬: ଆଜି ଅନବସରର ଚତୁର୍ଦ୍ଦଶୀ ତିଥିରେ ଦତ୍ତମହାପାତ୍ର ସେବାୟତଙ୍କ ଦ୍ୱାରା ଖଡି ପ୍ରସାଦ ବିଜେ ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡ଼ିପ୍ରସାଦ ବିଜେ କରାଯିବ ।ଏହି ନୀତି ଅନୁସାରେ, ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ ରୁପା ଥାଳିରେ ଆଣି ଗଜପତି ମହାରାଜାଙ୍କୁ ପ୍ରସାଦ ଅର୍ପଣ କରିବେ । ଏହାପରେ ଦତ୍ତମହାପାତ୍ର Continue Reading
Odisha News
ପୁରୀ, ୨୫/୦୬: ସ୍ନାନ ପୂର୍ଣ୍ଣିମାରେ ଅତ୍ୟଧିକ ସ୍ନାନ କରି ଜ୍ବରରେ ପୀଡିତ ଥିବା ମହାପ୍ରଭୁ ଆଜି ସୁସ୍ଥ ହୋଇଛନ୍ତି । ଅନବସରର ଦ୍ୱାଦଶୀ ତିଥିରେ ସ୍ୱତନ୍ତ୍ର ରାଜପ୍ରସାଦ ବିଜେ ନୀତି ସହ ଆଦ୍ୟ ସେବକ ଗଜପତି ମହାରାଜାଙ୍କୁ ସୁସ୍ଥତାର ସନ୍ଦେଶ ଦେବା ପାଇଁ ଶ୍ରୀନଅର ଅଭିମୁଖେ ଦଇତା ଓ ପତିମହାପାତ୍ର ସେବାୟତ ଯାଇଛନ୍ତି । ଶ୍ରୀଅଙ୍ଗରେ ଲାଗି ହୋଇଥିବା ଚନ୍ଦନ, କରାଳ, ପାଟଡୋରକୁ ରୂପା ଥାଳିରେ ଆସିଥିବା ପ୍ରସାଦ ଗଜପତିଙ୍କୁ ଅର୍ପଣ କରାଯାଇଛି।Continue Reading
Odisha News
ପୁରୀ,୨୧/୬: କରୋନା ପାଇଁ ଦୁଇ ବର୍ଷ ହେବ ବିନା ଭକ୍ତରେ ରଥ ଯାତ୍ରା ହେଉଥିଲା। ହେଲେ ଚଳିତ ବର୍ଷ ରଥ ଯାତ୍ରା ଦେଖିବାକୁ ଭକ୍ତମାନଙ୍କୁ ଅନୁମତି ମିଳିଛି। ଏଥିପାଇଁ ବହୁ ସଂଖ୍ୟାର ଭକ୍ତ ପୁରୀ ଆସିବେ।ଭକ୍ତଙ୍କ ସୁବିଧା ପାଇଁ ପୁରୀକୁ ୨୦୫ଟି ଟ୍ରେନ୍ ଚଳାଚଳ କରିବ। ପୁରୀ ରେଳ ଷ୍ଟେସନ ନବକଳେବର କାର୍ଯ୍ୟକ୍ରମର ଅନୁଧ୍ୟାନ କରି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଏପରି କହିଛନ୍ତି।ସେ କହିଛନ୍ତି, ରଥ ଯାତ୍ରା ପାଇଁ ପୁରୀରେ ବିଶେଷ ବ୍ୟବସ୍ଥା କରାଯିବ। ସବୁ Continue Reading
Odisha News
ପୁରୀ ୨୦/୬: ପୁରୀ ବଡଦାଣ୍ଡରେ ଅଭାବନୀୟ ଘଟଣା । ଭାରସାମ୍ୟ ହରାଇ ଏକ ପିକଅପ୍ ଭ୍ୟାନ୍ ନନ୍ଦିଘୋଷ ରଥ ଆଡକୁ ମାଡିଯାଇଥିଲା ।ଫଳରେ ଦୁଇ ଜଣ ପର୍ଯ୍ୟଟକ ଆହତ ହୋଇଛନ୍ତି । ପିକଅପ୍ ଭ୍ୟାନ୍ ଡ୍ରାଇଭରକୁ ଫିଡସ୍ ମାରିବାରୁ ଭାରସାମ୍ୟ ହରାଇ ଗାଡିଟି ମାଡିଯାଇଥିବା ଜଣାପଡିଛି ।ଦୁର୍ଘଟଣା ଫଳରେ ଅନୁଗୋଳ ଜିଲ୍ଲା ଲୁହା ମୁଣ୍ଡା ଅଞ୍ଚଳର ବୈଜୟନ୍ତି ସାହୁ ଏବଂ ଗିରିଶ ସାହୁ ଗୁରୁତର ଆହତ ହୋଇଛନ୍ତି ।ଉଭୟଙ୍କୁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି […]Continue Reading
Odisha News
ଭୁବନେଶ୍ୱର,୧୪/୬: ଆଜି ଜ୍ୟେଷ୍ଠ ମାସର ପବିତ୍ର ପୂର୍ଣ୍ଣମୀ ତିଥି । ଅନୁଷ୍ଠିତ ହେଉଛି ଶ୍ରୀଜିଉଙ୍କ ଦେବସ୍ନାନ ନୀତି । ରତ୍ନବେଦି ଛାଡ଼ି ସ୍ନାନବେଦିକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂରତି । ୧୦୮ ଗରା ସୁବାସିତ ଜଳରେ ଆଜି ସ୍ନାନ କରିବେ ଶ୍ରୀଜିଉ । ଦେବସ୍ନାନ ପୂର୍ଣ୍ଣମୀ ଲାଗି ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଧାଡ଼ି ପହଣ୍ଡିରେ ଆସି ସ୍ନାନମଣ୍ଡପରେ ବିଜେ କଲେ ଶ୍ରୀଜିଉ । ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ଶ୍ରୀବଳଭଦ୍ର ବିଜେ କଲେ । ଧାଡ଼ିପହଣ୍ଡିରେ ଦେବୀ Continue Reading
Odisha News
ଭୁବନେଶ୍ୱର,୧୦/୬: ପୁରୀ ଶ୍ରୀମନ୍ଦିରରେ ଶୁକ୍ରବାର ଦିନ ଶ୍ରୀଜିଉଙ୍କ ରାଜେନ୍ଦ୍ରଭିଷେକ ନୀତି ପାଳନ କରାଯିବ। ପ୍ରତି ବର୍ଷ ଜ୍ୟେଷ୍ଠ ମାସ ଶୁକ୍ଳ ଦଶମୀ ଦିନ ରାଜେନ୍ଦ୍ରଭିଷେକ ନୀତି ଅନୁଷ୍ଠିତ ହୋଇଥାଏ । ଏହି ଦିନ ନୀତି ଶେଷ ହେବା ପରେ ମଦନମୋହନ ଦେବ ଆଜ୍ଞାମାଳ ପ୍ରାପ୍ତ ହୋଇ ବଟ ଗଣେଶଙ୍କଠାରେ ଥିବା ଖଟ ଉପରେ ବିଜେ ହୋଇଥାନ୍ତି । ଏହାପରେ ଭିତର ଶୋଧ ଜୟ ବିଜୟ ଦ୍ୱାର ବନ୍ଦ ହୋଇ ଜଗମୋହନର ବିଦ୍ୟୁତ ଆଲୋକ ବନ୍ଦ କରାଯାଇ ଅନ୍ଧାର […]Continue Reading
Odisha News
ଭୁବନେଶ୍ୱର,୩ ।୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟ ବଡ଼ ରାୟ ଶୁଣାଇଛନ୍ତି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟରେ ମାମଲା ଦାୟର ହୋଇଥିଲା। ମାମଲାର ଶୁଣାଣି କରି ଉଭୟ ଆବେଦନକାରୀଙ୍କ ମାମଲାକୁ ସୁପ୍ରିମକୋର୍ଟ ରଦ୍ଦ କରିଛନ୍ତି।ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ କାମ ଚାଲିଥିବାରୁ ମାମଲା ରଦ୍ଦ କରାଯାଇଛି। ମାମଲା ରଦ୍ଦ ସହ ଉଭୟ ପିଟିସନରଙ୍କ ଉପରେ ଜରିମାନା ଲଗାଯାଇଛି। କୋର୍ଟଙ୍କ ବହୁ ମୂଲ୍ୟ ସମୟ ନଷ୍ଟ Continue Reading
Odisha News
ପୁରୀ,୨୮/୫: ରଥଯାତ୍ରା ପୂର୍ବରୁ ଏକ ବଡ଼ ବନ୍ଧୁକ ରାକେଟ୍ର ପର୍ଦ୍ଦଫାସ ହୋଇଛି। ପୁରୀ ସେବାୟତ ଶିବରାମ ପାତ୍ର ହତ୍ୟାର ତଦନ୍ତ କରୁ କରୁ ପୁଲିସ ହାତରେ ଲାଗିଛି ବେଆଇନ ବନ୍ଧୁକ କାରବାରର ସୁରାଗ।ଏହାର ତଦନ୍ତ ପରେ ୭ ଜଣଙ୍କୁ ଗିରଫ କରିଛି ପୁଲିସ। ଏଥିସହିତ ୪ଟି ବନ୍ଧୁକ ମଧ୍ୟ ସେମାନଙ୍କ ନିକଟରୁ ଜବତ କରାଯାଇଛି। ଏଥିସହ ସେମାନଙ୍କ ନିକଟରୁ କିଛି ନଗଦ ଟଙ୍କା ମଧ୍ୟ ଜବତ କରିଛି ପୁଲିସ।ଗିରଫ ଅଭିଯୁକ୍ତମାନେ ହେଲେ ୭ଟି ମାମଲାରେ ସଂପୃକ୍ତ ଥିବା […]Continue Reading
Odisha News
ପୁରୀ, ୧୭/୫ : ଏମାର ମଠର ଖନନ ସ୍ଥଳରେ ସୋମବାର ଠାବ ହୋଇଥିବା ଖଣ୍ଡବିଖଣ୍ଡିତ ସିଂହ ମୂର୍ତ୍ତି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏହି ମୂର୍ତ୍ତି ପ୍ରାୟ ୫ ଫୁଟ ଗଭୀରରେ ଥିବା ବେଳେ କ୍ରେନ୍ ସାହାଯ୍ୟରେ ଉଠାଯାଉଛି।ଗୋଟିକିଆ ପଥରରେ ନିର୍ମିତ ପ୍ରାଚୀନ ସିଂହ ମୂର୍ତ୍ତି ଠାବ ହେବା ପରେ ଏଏସଆଇର ଅଧୀକ୍ଷକ ଅରୁଣ ମଲିକଙ୍କ ନେତୃତ୍ୱରେ ୧୬ ଜଣିଆ ଟିମ ଏମ୍ଆର ମଠରେ ପହଞ୍ଚିଛି। ପୁରୀରେ ପହଞ୍ଚିବା ପରେ ଟିମ୍ ଉଦ୍ଧାର ହୋଇଥିବା ମୂର୍ତ୍ତିର ଅନୁଧ୍ୟାନ […]Continue Reading