Home Posts tagged Puri (Page 20)
Odisha News
ପୁରୀ,୧/୭: ଆଜି ହେୁଉଛି ଶ୍ରୀଜିଉଙ୍କ ରଥଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରି ବିଜେ। ନବଦିନାତ୍ମକ ଲୀଳାଖେଳା ସାରି ରତ୍ନ ସିଂହାସନକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି। ହେଲେପତ୍ନୀ ମହାଲକ୍ଷ୍ମୀ କିନ୍ତୁ ଅଭିମାନ କରିଥିବାରୁ ମହାପ୍ରଭୁଙ୍କୁ ଶ୍ରୀମନ୍ଦିର ଭିତରକୁ ଛାଡ଼ିବେନିା ଏହି ସମୟରେ ସିଂହଦ୍ୱାର ଠାରେ ସ୍ୱତନ୍ତ୍ର ନୀତି ରହିଛି। ଅଭିମାନ କରିଥିବା ମାଆ ଲକ୍ଷ୍ମୀଙ୍କୁ ରସଗୋଲା ଦେଇ ପ୍ରଭୁ ଜଗନ୍ନାଥ ମନାଇବାର ପରମ୍ପରା ରହିଛି। ରସଗୋଲା ଖାଇବା ପରେ ମହାଲକ୍ଷ୍ମୀ Continue Reading
Top Stories
The deities were adorned with around 200 kg of gold ornaments By Saroj Behera Puri, June 29: After the completion of their nine-day sojourn, Lord Jagannath and His siblings – elder brother Lord Balabhadra and younger sister Goddess Subhadra – on Thursday gave darshan to devotees in Rajarajeswar Besha, popularly known as Suna Besha. The […]Continue Reading
Odisha News
ପୁରୀ,୨୮/୬: ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ାଯାତ୍ରା ବୁଧବାର ସନ୍ଧ୍ୟାରେ ଶେଷ ହୋଇଛି। ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ସହିତ ରଥାରୁଢ଼ ହୋଇ କାଳିଆ ସାଆନ୍ତ ଜନ୍ମବେଦୀରେ ଲୀଳାଖେଳା ସାରି ସିଂହଦ୍ବାର ସମ୍ମୁଖରେ ପହଞ୍ଚିଛନ୍ତି। ସିଂହଦ୍ବାର ସମ୍ମୁଖରେ ପ୍ରଥମେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ବଜ ଓ ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ପହଞ୍ଚି ଥିଲା।ଶେଷରେ ନନ୍ଦିଘୋଷରେ ଶ୍ରୀଜଗନ୍ନାଥ ପହଞ୍ଚିଥିଲେ। ଲକ୍ଷାଧିକ ଭକ୍ତ ଶ୍ରଦ୍ଧାର ସହିତ Continue Reading
Odisha News
ପୁରୀ,୨୭/୬ : ଆଡପ ମଣ୍ଡରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ହେଲା ଶେଷ ଦର୍ଶନ। ମହାପ୍ରଭୁଙ୍କୁ ଆଡପ ମଣ୍ଡପରେ ଦର୍ଶନ କରି ଫେରିବା ବେଳେ ଭକ୍ତଙ୍କ ମୃତ୍ୟୁ ହୋଇଛି। ଆଜି ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ଏହି ଅଘଟଣ ଘଟିଛି। ମୃତ ଭକ୍ତ ହେଉଛନ୍ତି କାକଟପୁର ଅଞ୍ଚଳର ଲକ୍ଷ୍ମୀଧର ଖୁଣ୍ଟିଆ।ସେ ଗୁଣ୍ଡିଚା ମନ୍ଦିରରେ ଦର୍ଶନ ସାରି ଫେରିବା ବେଳେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପରିବାର ଲୋକେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ହେଲେ Continue Reading
Odisha News
ପୁରୀ,୨୪/୬: ଆଜି ଶ୍ରୀଜିଉଙ୍କ ଗୁଣ୍ଡିଚା ଯାତ୍ରାର ପଞ୍ଚମ ଦିନରେ ହେବ ହେରାପଞ୍ଚମୀ ନୀତି। ବିଧି ପରମ୍ପରା ଅନୁଯାୟୀ ଆଡପମଣ୍ଡପରେ ବିରାଜିତ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ। ରୁକ୍ମଣୀ ହରଣ ଏକାଦଶୀ ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସହ ମହାଲକ୍ଷ୍ମୀଙ୍କ ବିବାହ ହୋଇଥିଲା।ଗଇଁଠାଳ ଫିଟି ନ ଥିବା ବେଳେ ମହାପ୍ରଭୁ ଅସୁସ୍ଥ ହୋଇ ଅଣସର ପିଣ୍ଡିରେ ଚିକିତ୍ସିତ ହେଉଥିଲେ। ସୁସ୍ଥ ହେବା ପରେ ନବବିବାହିତା ଧର୍ମପତ୍ନୀ Continue Reading
Odisha News
ପୁରୀ,୨୦/୬: ଆଜି ହେଉଛି ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ଘୋଷଯାତ୍ରା ପାଇଁ ରଥ-ପଥ-ଭକ୍ତ ପ୍ରସ୍ତୁତ। ବଡ଼ଦାଣ୍ଡରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ। ରତ୍ନବେଦୀରୁ ବଡ଼ଦାଣ୍ଡକୁ ଓହ୍ଲାଇବେ ପ୍ରଭୁ।ଏଥିଲାଗି ପୂର୍ବ ନିର୍ଦ୍ଧାରିତ ସମୟ ଆଗରୁ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି। ଇତିମଧ୍ୟରେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଶେଷ ହୋଇଯାଇଛି। ଏଣେ ଶ୍ରୀବଳଦେବଙ୍କ ପହଣ୍ଡି ଆରମ୍ଭ ହୋଇଛି। ଏହାପରେ ମାତା ସୁଭଦ୍ରାଙ୍କର ଏବଂ Continue Reading
Odisha News
ପୁରୀ,୧୯/୬ : ଅଣସର ପରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ଏଥିପାଇଁ ଭକ୍ତମାନେ ଲମ୍ବା ଧାଡିରେ ଠିଆହୋଇ ଦକ୍ଷିଣଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରୁଛନ୍ତି । ପ୍ରଥମେ ପରିମାଣିକ ଟିକେଟଧାରୀ ଦର୍ଶନ କରୁଛନ୍ତି। ଏହାପରେ ୯ଟାରୁ ଦୁଇ ଘଣ୍ଟା ଧରି ୧୧ଟା ପର‌୍ୟ୍ୟନ୍ତ ସର୍ବସାଧାରଣ ବା ସାହାଣମେଲା ଦର୍ଶନ ହେବ। ସାହାଣମେଲା ଦର୍ଶନରେ ଭକ୍ତମାନେ ସିଂହ ଦ୍ୱାର ଦେଇ ପ୍ରବେଶ କରି ଉତ୍ତର ଦ୍ୱାର ଦେଇ ପ୍ରସ୍ଥାନ କରିବେ। ଦିନ ୧୧ଟା ପରେ ଆଉ Continue Reading
Odisha News
ପୁରୀ,୧୬/୬ : ଭକ୍ତଙ୍କ ବିଶ୍ୱାସ ସହିତ ସାଂଘାତିକ ଖେଳ। ମହାପ୍ରଭୁଙ୍କ ଅବଢ଼ା ନାଁରେ ଲୁଚାଛପାରେ ପ୍ରସ୍ତୁତ ଓ ବିକ୍ରି ହେଉଛି ନକଲି ଅବଢ଼ା। ଶ୍ରୀମନ୍ଦିରରେ ଯେପରି କୁଡ଼ୁଆରେ ଅନ୍ନ, ଡାଲି, ବେସର, ମହୁର, ଖଟା ପ୍ରସ୍ତୁତ ହୁଏ ଏହାର ଅବିକଳ ନକଲ କରାଯାଇଛି।ଚୋରଘର ସର୍ବଦା ଅନ୍ଧାର ରୁହେନି, ଠିକ୍ ସେହିପରି ଆଜି ରୋଷେଇ ହୋଇ ବିକ୍ରି କରିବା ଉଦ୍ଦେଶ୍ୟରେ ପ୍ରସ୍ତୁତ ହୋଇଥିବା ଏହି ନକଲି ମହାପ୍ରସାଦ ଧରାପଡ଼ିଛି। ପୁରୀ ଲୋକନାଥରୋଡ୍ ଅନ୍ତର୍ଗତ ପାଇକ ସାହିରେ ଏହି Continue Reading
Odisha News
ପୁରୀ,୨୭/୫ : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନ ପଲଙ୍କ ମରାମତି ହେବ। ଏଥିସହ ସିଂହଦ୍ୱାର ଓ ଦକ୍ଷିଣୀ ଘରର ଦ୍ୱାର ରୁପା ଛାଉଣୀ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ଆଜି ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ହୋଇଥିବା ନେଇ ମୁଖ୍ୟ ପ୍ରଶାସକ ରଂଜନ ଦାସ ସୂଚନା ଦେଇଛନ୍ତି।ଶ୍ରୀ ଦାସ କହିଛନ୍ତି, ସିଂହଦ୍ୱାର ରୁପା ଛାଉଣୀ କରିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଉଭୟ କାର‌୍ୟ୍ୟ ରଥଯାତ୍ରା ଅବଧି ମଧ୍ୟରେ ସାରିବାକୁ ନିଷ୍ପତ୍ତି Continue Reading
Odisha News
ପୁରୀ,୨୭/୫: ଶ୍ରୀମନ୍ଦିରରେ ଶନିବାର ଅପରାହ୍ଣରେ ଅଘଟଣ ଘଟିଛି। ମନ୍ଦିର ଭିତରେ ଗରମ ଡାଲି ପଡ଼ି ୨ ଜଣ ବୋଝିଆ ଆହତ ହୋଇଛନ୍ତି। ଆହତମାନେ ହେଲେ ପୁପି ପ୍ରଧାନ (୩୦) ଓ ପ୍ରଦୀପ ସାହୁ(୩୫)। ଉଭୟ ଆହତ ଯୁବକଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ସୂଚନା ଅନୁସାରେ ଶ୍ରୀମନ୍ଦିରର ଭୋଗ ମଣ୍ଡପରୁ ମହାପ୍ରସାଦ ଯାଉଥିବା ବେଳେ ଆଜି ଅପରାହ୍ଣ ସମୟରେ ଅଘଟଣ ଘଟିଥିଲା। ଚନ୍ଦନପୁର ଥାନା ଅନ୍ତର୍ଗତ ତଳଜଙ୍ଗ ଗାଁର ପୁପି ପ୍ରଧାନ ଓ ବ୍ରହ୍ମଗିରିର Continue Reading