Home Posts tagged Puri (Page 21)
Odisha News
ପୁରୀ,୧/୭: ଶ୍ରୀକ୍ଷେତ୍ର ପୁରୀରେ ଗତ ସପ୍ତାହେ ଧରି ଚାଲିଥିବା କୋଭିଡ ଟେଷ୍ଟରେ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସମୁଦାୟ ୫୫୬୯ ଜଣଙ୍କ ମଧ୍ୟରୁ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସମସ୍ତଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ବର୍ତ୍ତମାନ ପଜିଟିଭ ଚିହ୍ନଟ ହୋଇଥିବା ଅଂଚଳକୁ କଣ୍ଟେନମେଣ୍ଟ ଜୋନ କରାଯାଇ କଣ୍ଟାକଟ ଟ୍ରେସିଙ୍ଗ ଚାଲିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି ।ତେବେ ଆଜି ଚାଲିଥିବା ମହାପ୍ରଭୁଙ୍କ ବାହୁଡା ଯାତ୍ରାରେ Continue Reading
Odisha News
ଭୁବନେଶ୍ବର,୧/୭: ବୁଧବାର ଦିନ ସକାଳ ପ୍ରାୟ ୮ଟାରେ ପୁରୀରେ ତିନି ଠାକୁରଙ୍କର ବାହୁଡ଼ାଯାତ୍ରା ଆରମ୍ଭ ହୋଇଛି। ସେବାୟତମାନେ ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ଗୁଣ୍ଡିଚା ମନ୍ଦିରରୁ ପହଣ୍ଡିରେ ଆଣି ନାକଚଣା ଦ୍ବାର ନିକଟରେ ପ୍ରତୀକ୍ଷାରତ ତିନି ରଥଙ୍କ ମଧ୍ୟରୁ ଦର୍ପଦଳନ ରଥରେ ବିଜେ କରାଇବା ପରେ ବଡ଼ଠାକୁର ଶ୍ରୀବଳଭଦ୍ରଙ୍କର ପହଣ୍ଡି ଆରମ୍ଭ ହୋଇଥିଲା।ଘଣ୍ଟଘଣ୍ଟା ଓ କାହାଳୀ ଧ୍ବନିରେ ବଡ଼ଠାକୁର ଶରଧାବାଲିକୁ ଆସିବା ପରେ ଦେବୀ ସୁଭଦ୍ରାଙ୍କ ପହଣ୍ଡି ଆରମ୍ଭ Continue Reading