ପୁରୀ, ୬/୪: ଶ୍ରୀମନ୍ଦିର ରୋଷ ଘରେ ପଶି ଚୁଲିଭଙ୍ଗା ଘଟଣାର ପର୍ଦ୍ଦାଫାସ । ପୁରୀ ଏସ୍ପି କନୱର ବିଶାଲ ସିଂ ଏନେଇ ସୂଚନା ଦେଇଛନ୍ତି ।ସେ କହିଛନ୍ତି ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ତାଙ୍କ ନାଁ ଜଗନ ମହାପାତ୍ର । ଘର ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ ଦେଉଳି ଗାଁରେ । ବୁଧବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ।ଶ୍ରୀମନ୍ଦିରରେ ଏଭଳି କାଣ୍ଡ ଭିଆଇଥିବା ସ୍ୱୀକାର କରିଛି ଅଭିଯୁକ୍ତ । ତେବେ କାହିଁକି ଏଭଳି […]Continue Reading
ପୁରୀ,୬/୪: ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗାଯିବା ଘଟଣାରେ ଅଟକ ସନ୍ଦିଗ୍ଧକୁ ଜୋରଦାର ଜେରା କରୁଛି ପୁଲିସ୍। ପୁରୀର ଏକ ଗୁପ୍ତ ସ୍ଥାନରେ ସମ୍ପୃକ୍ତ ସନ୍ଦିଗ୍ଧକୁ ପଚରାଉଚରା ଚାଲିଥିବା ବେଳେ ପୁରୀ ପୁଲିସ୍ର ବରିଷ୍ଠ ଅଧିକାରୀଙ୍କ ସମେତ ଖୋଦ ଏସ୍ପି ମଧ୍ୟ ପଚରାଉଚୁରା କରୁଥିବା ଜଣାଯାଇଛି।ସନ୍ଦିଗ୍ଧଜଣକ କେବଳ ଚୁଲି ଭାଙ୍ଗିବାକୁ ଶ୍ରୀମନ୍ଦିରରେ ପଶିଥିଲା, ନା ଆଉ କିଛି ଉଦ୍ଦେଶ୍ୟ ଥିଲା, ଏହି ଷଡଯନ୍ତ୍ର ପଛରେ ଆଉ କାହା ହାତ ଅଛି କି ଆଦି ତଥ୍ୟ ଜାଣିବାକୁ Continue Reading
ପୁରୀ, ୪/୪ : ପୁରୀରୁ ବିପୁଳ ପରିମାଣରେ ଜବତ ହେଲା ଧଳା ଜହର। ପୁରୀ ବାସେଳିସାହି ଧାନା ଫ୍ଲୋରିସ ଇଣ୍ଡିଆ ନିକଟରୁ ୧୧୦ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି, ଯାହାର ମୂଲ୍ୟ ୧୧ ଲକ୍ଷ ଟଙ୍କା ହେବ। ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ପୁଲିସ। ଗିରଫ ଦୁଇ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ନାବାଳକ ଥିବା ବେଳେ ଆଉ ଜଣେ ଖୋର୍ଦ୍ଧା ଗୁରୁଜଙ୍ଗ ଅଞ୍ଚଳର ସର୍ବେଶ୍ୱର ବେହେରା ବୋଲି ଜଣାପଡିଛି।ସେମାନଙ୍କ ଠାରୁ ବ୍ରାଉନସୁଗାର ସହିତ […]Continue Reading

ଭୁବନେଶ୍ୱର, ୨୯/୩: ଶ୍ରୀମନ୍ଦିର ଚାରିପାର୍ଶ୍ବରେ ଗାତ ଖୋଳିବାକୁ ନେଇ ବିବାଦ ପ୍ରସଙ୍ଗରେ ଉତ୍ତର ରଖିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ଶ୍ରୀମନ୍ଦିର ପ୍ରତି ଯେଉଁ ବିପଦ ଆଶଙ୍କା କରାଯାଉଛି ସେମିତି କିଛି ବିପଦ ନାହିଁ ।ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଚାଲିଛି । ମନ୍ଦିରକୁ ନେଇ କୌଣସି ବିପଦ ନାହିଁ । ମାର୍ଚ୍ଚ ୩୧ ତାରିଖରେ ବିଧାନସଭାର ଯେଉଁ ବିଭିନ୍ନ କମିଟି ଗଠନ ହେବ ସେହି ସମୟରେ ଶ୍ରୀ ମନ୍ଦିର ବିବାଦ ନେଇ ଏକ […]Continue Reading
ପୁରୀ ୨୦/୩ : ବିଶ୍ୱ ପଖାଳ ଦିବସ ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା। ରବିବାର ମାର୍ଚ୍ଚ ୨୦ ତାରିଖରେ ପାଳନ ହେଉଛି ବିଶ୍ୱ ପଖାଳ ଦିବସ।ଏହି ଅବସରରେ ପ୍ରତ୍ୟେକ ଓଡ଼ିଆଙ୍କୁ ବାଲୁକା ଚିତ୍ର କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ।ପୁରୀ ନିଳାଦ୍ରୀ ବେଳାଭୂମିରେ ପଖାଳ ଦିବସ ନେଇ ଏକ ଆକର୍ଷଣୀୟ ବାଲୁକାକଳା ନିର୍ମାଣ କରିଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ବାଲିରେ ସୁଦର୍ଶନ ପଖାଳ, Continue Reading
ପିପିଲି,୧୯/୩: ରାଜ୍ୟବ୍ୟାପୀ ଏକାଧିକ ରଂଗରେ ଲୋକେ ଉତ୍ସାହର ସହିତ ରଂଗ ଖେଳୁଥିବା ବେଳେ ପୁରୀ ଜିଲ୍ଲା କଣାସ ବ୍ଲକ ଅନ୍ତର୍ଗତ ଗଡ଼ିଶାଗଦା ଅଞ୍ଚଳରେ ଆଜି ରକ୍ତର ହୋଲି ଦେଖିବାକୁ ମିଳିଛି।ଗଡ଼ିଶାଗଦା ଥାନା ଅନ୍ତର୍ଗତ ଜାଗୁଳାଇ ପଦର ଗାଁରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ଲୋକଙ୍କୁ ଦୁର୍ବୃତ୍ତମାନେ ଫାର୍ସା ଧରି ଗୋଡେଇ ଗୋଡେଇ ଗାଁ ଦାଣ୍ଡରେ ମୁଣ୍ଡକୁ ଲକ୍ଷ୍ୟ କରି ହାଣିଛନ୍ତି। ଏହି ଗୋଷ୍ଠୀ ସଂଘର୍ଷରେ ୩ ଜଣ ଲୋକ ଗୁରୁତର ହୋଇଛନ୍ତି। ସେମାନଙ୍କୁ Continue Reading
ପୁରୀ, ୮/୩ : ଆଜି ହେଉଛି ଅନ୍ତର୍ଜାତୀୟ ମହିଳା ଦିବସ। ମହିଳାମାନଙ୍କର ସାମାଜିକ, ଅର୍ଥନୈତିକ, ସାଂସ୍କୃତିକ ଓ ରାଜନୈତିକ ଉପଲବ୍ଧିକୁ ପାଳନ କରିବା ଲାଗି ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇଥାଏ । ସମାଜରୁ ଲିଙ୍ଗଗତ ଭେଦଭାବ ଦୂର ଲାଗି ମଧ୍ୟ ଏହା ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଏ ।ତେବେ ଅନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ପୁରୀ ବେଳାଭୂମି ରେ ମହିଳା ମାନଙ୍କୁ Continue Reading
ପୁରୀ ୫/୨: ଆଜି ହେଉଛି ମାର୍ଚ୍ଚ ୫ ତାରିଖ । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜନ୍ମ ଜୟନ୍ତୀ ।ଏହି ଅବସରରେ ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ବିଜୁ ପଟ୍ଟନାୟକଙ୍କ କରିଛନ୍ତି ପ୍ରତିମୂର୍ତ୍ତୀ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।ସୂଚନାଯୋଗ୍ୟ ଯେ, ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ଥିଲା ବିଜୁବାବୁଙ୍କ ଲକ୍ଷ୍ୟ ଥିଲା । ସେବା ଓ ସ୍ବାଭିମାନ ଥିଲା ବିଜୁବାବୁଙ୍କ ଆଦର୍ଶ Continue Reading
ପୁରୀ,୧/୭: ଶ୍ରୀକ୍ଷେତ୍ର ପୁରୀରେ ଗତ ସପ୍ତାହେ ଧରି ଚାଲିଥିବା କୋଭିଡ ଟେଷ୍ଟରେ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସମୁଦାୟ ୫୫୬୯ ଜଣଙ୍କ ମଧ୍ୟରୁ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସମସ୍ତଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ବର୍ତ୍ତମାନ ପଜିଟିଭ ଚିହ୍ନଟ ହୋଇଥିବା ଅଂଚଳକୁ କଣ୍ଟେନମେଣ୍ଟ ଜୋନ କରାଯାଇ କଣ୍ଟାକଟ ଟ୍ରେସିଙ୍ଗ ଚାଲିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି ।ତେବେ ଆଜି ଚାଲିଥିବା ମହାପ୍ରଭୁଙ୍କ ବାହୁଡା ଯାତ୍ରାରେ Continue Reading
ଭୁବନେଶ୍ବର,୧/୭: ବୁଧବାର ଦିନ ସକାଳ ପ୍ରାୟ ୮ଟାରେ ପୁରୀରେ ତିନି ଠାକୁରଙ୍କର ବାହୁଡ଼ାଯାତ୍ରା ଆରମ୍ଭ ହୋଇଛି। ସେବାୟତମାନେ ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ଗୁଣ୍ଡିଚା ମନ୍ଦିରରୁ ପହଣ୍ଡିରେ ଆଣି ନାକଚଣା ଦ୍ବାର ନିକଟରେ ପ୍ରତୀକ୍ଷାରତ ତିନି ରଥଙ୍କ ମଧ୍ୟରୁ ଦର୍ପଦଳନ ରଥରେ ବିଜେ କରାଇବା ପରେ ବଡ଼ଠାକୁର ଶ୍ରୀବଳଭଦ୍ରଙ୍କର ପହଣ୍ଡି ଆରମ୍ଭ ହୋଇଥିଲା।ଘଣ୍ଟଘଣ୍ଟା ଓ କାହାଳୀ ଧ୍ବନିରେ ବଡ଼ଠାକୁର ଶରଧାବାଲିକୁ ଆସିବା ପରେ ଦେବୀ ସୁଭଦ୍ରାଙ୍କ ପହଣ୍ଡି ଆରମ୍ଭ Continue Reading