Home Posts tagged Puri (Page 3)
Odisha News
ପୁରୀ,୩/୧୨: ଡିସେମ୍ବର ୪ ଅର୍ଥାତ୍ ଆସନ୍ତାକାଲି ପୁରୀ ବେଳାଭୂମିରେ ଶକ୍ତି ପ୍ରଦର୍ଶନ କରିବ ଭାରତୀୟ ନୌସେନା। ଏନେଇ ସବୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଏଥିପାଇଁ କାଲି ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ପୁରୀ ପୌରପାଳିକାରେ ଆସନ୍ତାକାଲି ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏନେଇ ସୂଚନା ଦେଇଛନ୍ତି ପୁରୀ ଜିଲାପାଳ ସିର୍ଦ୍ଧାଥ ଶଙ୍କର ସ୍ବାଇଁ।ନୌସେନା ଦିବସରେ ୧୫ଟି ଜାହାଜ, ୪୦ ଏୟାରକ୍ରାଫ୍ଟ ସାମିଲ ହେବେ ବୋଲି ଜଣାପଡିଛିି। ଏୟାରକ୍ରାଫ୍ଟ କ୍ୟାରିୟର Continue Reading
Odisha News
ପୁରୀ, ୧/୧୨ : ଡିସେମ୍ବର ୪ ତାରିଖ ନୌସେନା ଦିବସ ପାଇଁ ନୌସେନା ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରସୋରରେ ଚାଲିଛି ।ନୌସେନା ଦିବସ ନେଇ ପୁରୀ ଜିଲ୍ଲାପାଳ, ନୌସେନା ଅଧିକାରୀ ରବିବାର ସୂଚନା ଦେଇଛନ୍ତି । ନୌସେନା ଦିବସରେ ୧୫ଟି ସିପ୍‌, ୪୦ ଏୟାରକ୍ରାଫ୍ଟ ସାମିଲ ହେବେ । ଏୟାରକ୍ରାଫ୍ଟ କ୍ୟାରିୟର ଅନ୍ୟତ୍ର ମୁତୟନ ଥିବାରୁ ସାମିଲ ହୋଇ ପାରିବନି ।ଜିଲ୍ଲାପାଳ କହିଛନ୍ତି, ଆଜି ଫୁଲଡ୍ରେସ ରିହର୍ସଲ ହେବ ଏବଂ ସମସ୍ତେ ଏହାକୁ ଦେଖି […]Continue Reading
Odisha News
ପୁରୀ, ୩୦/୧୧ : ପୁରୀରେ ଆସନ୍ତା ଡିସେମ୍ବର ୪ରେ ପୁରୀରେ ନୌସେନା ଦିବସ ପାଳନ କରାଯିବ । ନୌସେନା ଦିବସ ପାଇଁ ନୌବୀରମାନେ ନିଜର ପରାକ୍ରମ ସାରା ଦେଶକୁ ଦେଖାଇବା ପାଇଁ ପ୍ରସ୍ତୁତି ଜୋରସୋର କରୁଛନ୍ତି । ସେଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି ।ଆସନ୍ତା ୪ରେ ସମୁଦ୍ର ସ୍ନାନ ଉପରେ କଟକଣା ଲଗାଯାଇଛି । ସମୁଦ୍ରରେ କେହି ବି ସ୍ନାନ କରିପାରିବେନାହିଁ । ସୁରକ୍ଷା ପାଇଁ ପୋଲିସ ଅଧିକାରୀମାନଙ୍କୁ ମଧ୍ୟ ନିୟୋଜିତ କରାଯିବ ।Continue Reading
Odisha News
ପୁରୀ,୧୨/୧୧ : ମଙ୍ଗଳବାର (୧୨ ତାରିଖ)ଠାରୁ ପଞ୍ଚକ ବ୍ରତ ଆରମ୍ଭ ହେବାକୁ ଯାଉଛି। ପଞ୍ଚକ ବ୍ରତ ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ।ଏହାକୁ ଦୃଷ୍ଟିରେ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିଶେଷ କରି ପଞ୍ଚକରେ ଶ୍ରୀମନ୍ଦିରରେ କେବଳ ସିଂହଦ୍ୱାର ଦେଇ ଭକ୍ତଙ୍କୁ ପ୍ରବେଶ ଅନୁମତି ମିଳିବ।ମହାପ୍ରଭୁଙ୍କ ଦର୍ଶନ ସାରି ଭକ୍ତମାନେ ଅନ୍ୟ ୩ଦ୍ୱାର ଦେଇ ପ୍ରସ୍ଥାନ କରିବେ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ପଞ୍ଚକ ଓ Continue Reading
Odisha News
ପୁରୀ,୧୦/୧୧ : ଆଜି ପବିତ୍ର ଅଁଳା ନବମୀ। ପୁରୀ ସାକ୍ଷୀଗୋପାଳ ମନ୍ଦିରରେ ରାଧାଙ୍କ ଓଡ଼ିଆଣୀ ବେଶସାଙ୍ଗକୁ ପାଦ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି। ବର୍ଷକରେ ଦିନ ଟିଏ ଏହି ଦୁର୍ଲଭ ବେଶ ଦର୍ଶନ ପାଇଁ ଲକ୍ଷାଧିକ ଭକ୍ତଙ୍କ ଗହଳି ଲାଗିଛି।ଆଜି ରାତି ୧ ଟାରୁ ମନ୍ଦିର ଖୋଲାଯାଇ ମଙ୍ଗଳ ଆଳତି ଓ ଅବକାଶ ନୀତି ଆଦି କରାଯାଇ ରାଧାରାଣୀଙ୍କ ସୁସଜ୍ଜିତ ବେଶ କରାଯାଇଛି। ସୁବର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହୋଇଛନ୍ତି ମାଆ ରାଧାରାଣୀ ଓ ପ୍ରଭୁ […]Continue Reading
Odisha News
ପୁରୀ,୫/୧୧: ଶ୍ରୀମନ୍ଦିର ମେଘନାଦ ପାଚେରୀରେ ଫାଟ ସୃଷ୍ଟି ହୋଇଛି। ଏହାକୁ ନେଇ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ବୟାନବାଜି ଆରମ୍ଭ ହୋଇଛି।ଏସବୁ ମଧ୍ୟରେ ମଙ୍ଗଳବାର ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର( ଜଗୁନି)। ଘଟଣାରେ ସେ ନିଜର ଅସନ୍ତୋଷ ବ୍ୟକ୍ତ କରିବା ସହ ନାଁ ନନେଇ ପୂର୍ବ ବିଜେଡି ସରକାରଙ୍କୁ ସରକାରଙ୍କୁ ଟାର୍ଗେଟ କରିଛନ୍ତି।ମହାପ୍ରଭୁଙ୍କ ମେଘନାଦ ପାଚେରୀରେ ଫାଟ ନେଇ ଜଗନ୍ନାଥ ସ୍ବାଇଁ ମହାପାତ୍ର କହିଛନ୍ତି, Continue Reading
Odisha News
ପୁରୀ,୫/୧୧ : ଆସନ୍ତା ୯ରେ ଆମେରିକାର ହ୍ୟୁଷ୍ଟନରେ ରଥଯାତ୍ରା ଆୟୋଜନ ହେଉଛି। ଏହାକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ଅଦିନିଆ ରଥଯାତ୍ରାକୁ ନେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ ମଙ୍ଗଳବାର ପ୍ରେସମିଟ କରିଛନ୍ତି। ଇସ୍କନର ଅଦିନିଆ ରଥ ଶ୍ରୀମନ୍ଦିର ପରମ୍ପରାର ଉଲ୍ଲଂଘନ ବୋଲି କହିଛନ୍ତି ଗଜପତି।ପୁରୀ ଗଜପତି ମହାରାଜା କହିଛନ୍ତି, ଚିଠି ଲେଖିବା ସତ୍ତ୍ବେ ଇସ୍କନ ନ ମାନି ରଥ ଆୟୋଜନ କରୁଛି। ୩ ତାରିଖର ସ୍ନାନଯାତ୍ରାକୁ ବାତିଲ କଲେ କିନ୍ତୁ ରଥଯାତ୍ରା ଆୟୋଜନ Continue Reading
Odisha News
ପୁରୀ, ୩/୧୧ : ଅଧା ରହିଲା ଜଗା ଦର୍ଶନ। ପୁରୀକୁ ଯିବା ନିମନ୍ତେ ଘରୁ ବାହାରିଥିବା ବେଳେ ବାଟରେ ଘଟିଲା ଦୁର୍ଘଟଣା। ଅଟୋକୁ ଏକ ଟ୍ରକ୍ ପଛପଟୁ ଧକ୍କା ଦେବାରୁ ଜଣେ ହବିଷ୍ୟାଳିଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକଙ୍କ ସମେତ ୩ ଜଣ ଆହତ ହୋଇଛନ୍ତି। ପୁରୀ ଜିଲ୍ଲା ଘଐ-୧୬ ଟାଙ୍ଗୀ ଚଣ୍ଡେଶ୍ୱର ନିକଟରେ ଏହି ଦୁର୍ଘଟଣା ଘଟିଛି। ସମସ୍ତ ଆହତଙ୍କୁ ଟାଙ୍ଗୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ଆଜି ସକାଳେ କୟଥ ପଲା ଗାଁର ୭ ଜଣ ହବିଷ୍ୟାଳି […]Continue Reading
Odisha News
ଭୁବନେଶ୍ୱର,୨୯/୧୦ : ଏଣିକି କାଠ ନୁହେଁ ସ୍ୱର୍ଗଦ୍ୱାରରେ ଗୋବର ଘସିରେ ହେବ ଶବ ଦାହ କରାଯିବ । ଏନେଇ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତି ହେଉଛି । ଆଜି ଏହି ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।ମନ୍ତ୍ରୀ କହିଛନ୍ତି, ହିନ୍ଦୁ ଶାସ୍ତ୍ର ଅନୁଯାଇ ଗୋବର ପବିତ୍ର ଅଟେ ତେଣୁ ଶବ ଦାହରେ ଏହାକୁ ବ୍ୟବହାର କରାଯିବ । ସ୍ବର୍ଗଦ୍ୱାର କମିଟି ସହ ଆଲୋଚନା କରାଯିବା ପରେ […]Continue Reading