ପୁରୀ, ୨୮/୧୦ : ପୁରୀ ବେଳାଭୂମିରେ ପର୍ୟ୍ୟଟକଙ୍କ ଆକ୍ରମଣରେ ଆହତ ହେଲେ ଲାଇଫଗାର୍ଡ। ସମୁଦ୍ର ଭିତରକୁ ଗାଧୋଇବାକୁ ଯିବାକୁ ବାରଣ କରିବାରୁ ଲାଇଫଗାର୍ଡଙ୍କୁ ଚପଲରେ ସେକିଦେଲେ ମହିଳା। ଏଭଳି ଅଭାବନୀୟ ଘଟଣା ପୁରୀ ସମୁଦ୍ର କୂଳରେ ଘଟିଛି ।ସୂଚନା ଅନୁଯାୟୀ ସ୍ତ୍ରୀ ସ୍ବାମୀ ଉଭୟ ସମୁଦ୍ର ଭିତରକୁ ପଶୁଥିବା ବେଳେ ବାତ୍ୟ ମୋନ୍ଥା ପାଇଁ ଆର୍ଲଟ ଥିବା ଲାଇଫଗାର୍ଡ ତାଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରିଥିଲେ। ଥରେ ନୁହେଁ ସେ ସେମାନଙ୍କୁ ବାରମ୍ବାର ବାରଣ Continue Reading
ପୁରୀ , ୧୫/୧୦ : ଦୀପାବଳି ପାଳନକୁ ନେଇ ଲାଗି ରହିଥିବା ଦ୍ୱନ୍ଦ୍ୱ ଦୂର ହୋଇଛି । ଆସନ୍ତା ୨୧ ମଙ୍ଗଳବାର ପରିବର୍ତ୍ତେ ୨୦ ତାରିଖ ସୋମବାର ଦିନ ଦୀପାବଳି ପାଳନ କରିବାକୁ କହିଛି ଶ୍ରୀମନ୍ଦିର ମୁକ୍ତିମଣ୍ଡପ ପଣ୍ଡିତ ମହାସଭା । ବୁଧବାର ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ପଣ୍ଡିତ ମହାସଭା ସ୍ପଷ୍ଟ କରିଛି ।ପୂର୍ବରୁ ଦୀପାବଳି ପାଳନ ତାରିଖକୁ ନେଇ ଦ୍ୱନ୍ଦ୍ୱକୁ ଦୂର କରିଛି ମୁକ୍ତିମଣ୍ଡପ ପଣ୍ଡିତ ମହାସଭା । ଭିନ୍ନ ଭିନ୍ନ ପଞ୍ଜିକାରେ ଭିନ୍ନ […]Continue Reading
ପୁରୀ , ୧୩/୧୦ : ସୋମବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁରୀ ଗସ୍ତ ସମୟରେ ବାଟରେ କାଦୁଆ ଠାରେ ଅଟକି ଜଣେ ପଇଡ ବିକ୍ରେତା ଠାରୁ ପଇଡ କିଣି ପିଇ ୧୦୦୦ ଟଙ୍କା ଦେବା ସହ ଏବଂ ପଇଡ ବିକୁଥିବା ବେପାରୀ ଶ୍ରୀଧର ମହାପାତ୍ରଙ୍କ ସହିତ ଦୁଃଖ ସୁଖ ହୋଇଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀଧରଙ୍କ ସହ କଥା ହେବା ବେଳେ କିଭଳି ବ୍ୟବସାୟ ଚାଲିଛି, କେତେବର୍ଷ ଧରି ବ୍ୟବସାୟ କଲେଣି ଓ ସରକାରୀ ସୁବିଧା […]Continue Reading
ପୁରୀ,୭/୯: ଆଜି ଚନ୍ଦ୍ରଗ୍ରହଣ । ମଧ୍ୟାହ୍ନ ୧୨ଟା ୫୭ମିନିଟ ୨୨ ସେକେଣ୍ଡ ପରେ ପାକ ତ୍ୟାଗ ଓ ଦେବ ନୀତି ନିଷେଧ ରହିଛି। ଗ୍ରହଣ ସ୍ପର୍ଶ ରାତି ୯ଟା ୫୭ ମିନିଟ ୨୨ ସେକେଣ୍ଡରେ ରହିଥିବା ବେଳେ ସର୍ବମୋକ୍ଷ ରାତି ୧ଟା ୨୭ ମିନିଟ ୧୭ ସେକେଣ୍ଡ ପର୍ଯ୍ୟନ୍ତ ରହିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ରାତି ୨ଟାରେ ଦ୍ୱାରଫିଟା ନୀତି ରହିଛି। ରାତି ୨ଟା ୩୦ରେ ଭିତରଶୋଧ, ୨ଟା ୪୦ରେ ମଙ୍ଗଳ ଆଳତି, ମଇଲମ ଓ […]Continue Reading
ପୁରୀ, ୨୪/୮ : ପୁରୀ ଜଗନ୍ନାଥବଲ୍ଲଭ ମଲ୍ଟିଲେବଲ କାର୍ ପାର୍କିଂରୁ ଖସିଲା କାର୍ ।ଗୋଟିଏ ମହଲାରୁ ତଳକୁ ଖସିଲା ବୋଲେରୋ ।ଭାରସାମ୍ୟ ହରାଇ ଗାଡିଟି ତଳକୁ ଖସିଗଲା। ଗୁରୁତର ଅବସ୍ଥାରେ ଡ୍ରାଇଭରଙ୍କୁ ପୁରୀ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ଗୁରୁତର ଡ୍ରାଇଭର ଧାମରା ଅଞ୍ଚଳର ସୂଚନା ରହିଛି।ତେବେ ଗାର୍ଡ ୱାଲ୍ ନ ଥିବାରୁ କାର୍ଟି ବ୍ୟାକ୍ ଗିୟରରେ ତଳକୁ ଖସିଥିବା ସୂଚନା ମିଳିଛି। ତେଣୁ ଆଗକୁ ଅଘଟଣ ଏଡ଼ାଇବାକୁ ଗାର୍ଡ ୱାଲ୍ ନିର୍ମାଣ ଜରୁରୀ ଦାବି ଧରିଛି। Continue Reading
ପୁରୀ, ୨୧/୮ : ପୁରୀ ଟାଉନ ଥାନା ଅନ୍ତର୍ଗତ ଦୋଳମଣ୍ଡପ ସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ରିକ୍ସା ଚାଳକଙ୍କ ଆକ୍ରମଣରେ ଲହୁଲୁହାଣ ହୋଇଛନ୍ତି ଆଇନଜୀବୀ । ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରି ପୁରୀ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି ପିସିଆର୍ ଟିମ ।ସୂଚନା ଅନୁଯାୟୀ, ପୁରୀ ଟାଉନ୍ ଥାନା ଅନ୍ତର୍ଗତ ଦୋଳମଣ୍ଡପ ସାହି ନିକଟରେ ଜଣେ ରିକ୍ସା ଚାଳକ ଆଇନଜୀବୀ ରଘୁନାଥ ପଟ୍ଟନାୟକଙ୍କୁ ଆକ୍ରମଣ କରିଛନ୍ତି । ଚାଳକର ଆକ୍ରମଣରେ ଆଇନଜୀବୀ ଲହୁ ଲୁହାଣ […]Continue Reading
ପୁରୀ, ୧୪/୮ : ଯେଉଁମାନେ ଜୀବତ ଅଛନ୍ତି ସେମାନଙ୍କୁ ସୁଭଦ୍ରା ସହାୟତାର ସମସ୍ତ କିସ୍ତି ପ୍ରଦାନ କରାଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଯେଉଁମାନଙ୍କୁ ମୃତ ଦର୍ଶା ଯାଇଛି ତାହା ପୋର୍ଟାଲ ତ୍ରୁଟି ।ଜୀବତ ମହିଳାଙ୍କୁ ମୃତ ଦର୍ଶାଇବା ନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ । ସେ କହିଛନ୍ତି, ଇ-କେୱାଇସି ବେଳେ ଏକ ବୈଷୟିକ ତ୍ରୁଟି ଯୋଗୁଁ ପ୍ରାୟ ୧୭୦୦ ମହିଳାଙ୍କୁ ମୃତ ଦର୍ଶା ଯାଇଛି ।ଆସନ୍ତା ଅଗଷ୍ଟ ୧୫ ତାରିଖ ପରେ Continue Reading
ପୁରୀ,୨୮/ ୭ : ଚାଇନିଜ୍ ଇ-କମର୍ସ ପ୍ଲାଟଫର୍ମ ‘ଅଲି ଏକ୍ସପ୍ରେସ’ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଛବି ଥିବା ଗୋଡ଼ ପୋଛା ବିକ୍ରି ହେଉଥିବା ଘଟଣା ସାମ୍ନାକୁ ଆସିବା ପରେ ଜଗନ୍ନାଥପ୍ରେମୀଙ୍କ ମନରେ ଗଭୀର ଆଘାତ ଲାଗିଛି। ଏହି ଅପମାନଜନକ ଘଟଣା ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ହିନ୍ଦୁ ସଂଗଠନ ଓ ଭକ୍ତମାନେ ତୀବ୍ର ପ୍ରତିବାଦ ଜଣାଇଛନ୍ତି।ସୋସିଆଲ ମିଡିଆରେ ଜଗନ୍ନାଥପ୍ରେମୀମାନେ କହିଛନ୍ତି, “ମହାପ୍ରଭୁଙ୍କ ଛବିକୁ ଗୋଡ଼ ପୋଛାରେ ବ୍ୟବହାର କରି ଲକ୍ଷ ଲକ୍ଷ Continue Reading
ପୁରୀ,୨୯/୭: ପୁରୀ ଶ୍ରୀମନ୍ଦିରରେ ହିଡେନ୍ କ୍ୟାମେରା ନେଇ ଜଣେ ଯୁବକଙ୍କ ପ୍ରବେଶ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଯୁବକଙ୍କ ଚଷମାରେ ହିଡେନ୍ କ୍ୟାମେରା ଲେନ୍ସ ଲଗାଯାଇଥିବା ଜଣାପଡ଼ିଛି।ପୋଲିସ ସୂଚନା ଅନୁଯାୟୀ, ବେହରଣ ଦ୍ୱାର ନିକଟରେ ଯୁବକଙ୍କ ଗତିବିଧି ସନ୍ଦେହଜନକ ଲାଗିବାରୁ ସୁରକ୍ଷା କର୍ମୀମାନେ ତାଙ୍କୁ ଅଟକ କରି ତଦନ୍ତ କରିଥିଲେ। ତାଙ୍କ ଚଷମାରେ ହିଡେନ୍ କ୍ୟାମେରା ଲେନ୍ସ ଥିବା ଜଣାପଡ଼ିବା ପରେ ପୋଲିସ ତାଙ୍କୁ ହିଡେନ୍ କ୍ୟାମେରା ସହିତ ଶ୍ରୀମନ୍ଦିର Continue Reading
ପୁରୀ, ୧୯/୭ : ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳରେ ନାବାଳିକାକୁ ଜାଳି ଦେବା ଘଟଣାରେ ପୋଲିସର ସ୍ପେଶାଲ୍ ଟିମ୍ ତଦନ୍ତ ଆରମ୍ଭ କରିଛି । ସାଇଣ୍ଟିଫିକ୍ ଟିମ୍ ମଧ୍ୟ ଘଟଣାସ୍ଥଳରେ ପହଁଚିଛନ୍ତି ।ଖୋଦ୍ ଏସପି ପିନାକ ମିଶ୍ର ଓ ଅତିରିକ୍ତ ଏସପି ଦେବାଶିଷ ମିଶ୍ର ଘଟଣା ସ୍ଥଳରେ ପହଁଚିଛନ୍ତି । ସ୍ଥାନୀୟ ଲୋକ, ଉଦ୍ଧାର କରିଥିବା ଲୋକଙ୍କୁ ପୋଲିସ ପଚରା ଉଚରା କରିଛି । ନାବାଳିକା ଜଣକ ଅଧାରୁ ପାଠ ପଢ଼ା ଛାଡ଼ିଥିଲେ । ତେବେ […]Continue Reading




