ପୁରୀ,୧୫/୭: ଆଜି ପବିତ୍ର ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିର ଅଭିଭୁଖେ ବାହାରିଛନ୍ତି ଶ୍ରୀଜୀଉ। ନୀତି ନିର୍ଘଣ୍ଟ ଅନୁଯାୟୀ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ଦର୍ପଦଳନ ରଥରେ ବିଜେ କରିଥିଲେ।ପରେ ମା’ ସୁଭଦ୍ରା ଶୂନ୍ୟ ପହଣ୍ଡିରେ ଆସି ରଥରେ ବିରଜମାନ କରିଥିଲେ। ପରେ ବଡ଼ଠାକୁରଙ୍କ ପହଣ୍ଡି ଆରମ୍ଭ ହୋଇଥିତ୍ଲା। ସେ ଝୁଲି ଝୁଲି ତାଳଧ୍ୱଜ ରଥରେ ବିରାଜମାନ କରିଥିଲେ। ଶେଷରେ କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଭାଇ Continue Reading

ତାଲା ଭାଙ୍ଗି ଖୋଲାଗଲା ଭିତର ରତ୍ନଭଣ୍ଡାର, ବାହାର ରତ୍ନଭଣ୍ଡାରର ଅଳଙ୍କାର ସ୍ଥାନାନ୍ତର: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ପୁରୀ, ୧୪/୭: ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ରବିବାର ଦିନ ୧ଟା ୨୮ରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯାଇଛି। ରତ୍ନଭଣ୍ଡାର ଖୋଲିବା ପାଇଁ ଗଠନ କରାଯାଇଥିବା ସ୍ବତନ୍ତ୍ର ଟିମ୍ ପ୍ରଥମେ ବାହାର ରତ୍ନଭଣ୍ଡାର ଖୋଲିଛନ୍ତି। ପ୍ରଥମେ ବାହାର ରତ୍ନଭଣ୍ଡାର ଖୋଲିବା ପରେ ଅଳଙ୍କାର ସ୍ଥାନାନ୍ତରିତ କରାଯାଇଛି।ଏହାକୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍କୁ ସ୍ଥାନାନ୍ତରିତ କରାଯାଇଛି। ବାହାର ରତ୍ନଭଣ୍ଡାର ଖୋଲିବାର ପ୍ରାୟ ୨ ଘଣ୍ଟା ପରେ ଭିତର ରତ୍ନଭଣ୍ଡାର ତାଲା କଟା Continue Reading

ପୁରୀ, ୧୪/୭: ମହତ ଉଦ୍ଦେଶ୍ୟ ନେଇ ଠିକ୍ ୧ଟା ୨୮ ମିନିଟରେ ଖୋଲାଗଲା ବହୁ ପ୍ରତୀକ୍ଷିତ ମହାପ୍ରଭୁଙ୍କ ରତ୍ନଭଣ୍ଡାର। ବାହାର ରତ୍ନଭଣ୍ଡାରକୁ ଖୋଲାଯାଇଛି। ଏବେ ରତ୍ନଭଣ୍ଡାର ମଧ୍ୟରେ ୧୧ଜଣିଆ ସଦସ୍ୟ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖିଛନ୍ତି, ଜୟ ଜଗନ୍ନାଥ ହେ ମହାପ୍ରଭୁ! ତୁମେ ଲୀଳାମୟ। ତୁମ ଇଚ୍ଛାରେ ଏ ସାରା ସଂସାର ଆତଯାତ ହେଉଛି। ତୁମେ ଓଡ଼ିଆ ଜାତିର ହୃତ୍ ସ୍ପନ୍ଦନ। Continue Reading

ପୁରୀ, ୧୪/୭ : ରତ୍ନଭଣ୍ଡାର ଖୋଲିବା ପାଇଁ ଆସିଲା ଶୁଭ ମୁହୂର୍ତ୍ତ। ଆଜି ଦିନ ୧ଟା ୨୮ ମିନିଟ୍ ସମୟରେ ରତ୍ନଭଣ୍ଡାର ଖୋଲିବ। ଏନେଇ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ।ରତ୍ନଭଣ୍ଡାର ଭିତରକୁ ୫ ଜଣ ସେବାୟତ, ତଦାରଖ କମିଟି ଅଧ୍ୟକ୍ଷ ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଓ ସଦସ୍ୟ ଡାକ୍ତର ସି ଭି କେ ମହାନ୍ତିଙ୍କ ସମେତ ୧୧ଜଣ ଯିବେ। ଦିନ ୧୨ଟା ବେଳେ ସମସ୍ତେ […]Continue Reading

ପୁରୀ, ୧୪/୭ : ରତ୍ନଭଣ୍ଡାର ଖୋଲିବା ପାଇଁ ଶ୍ରୀଲୋକନାଥ ମନ୍ଦିରରୁ ଶ୍ରୀମନ୍ଦିରକୁ ଆସିଲା ଆଜ୍ଞାମାଳ। ରତ୍ନଭଣ୍ଡାରର ରକ୍ଷକ ହେଉଛନ୍ତି ମହାପ୍ରଭୁ ଲୋକନାଥଙ୍କ ପାଖରେ ପୂଜାର୍ଚ୍ଚନା କରାଯିବା ପରେ ସେବାୟତମାନେ ଆଜ୍ଞାମାଳ ଆଣିଛନ୍ତି।ମହାପ୍ରଭୁ ଲୋକନାଥ ମହାପ୍ରଭୁ, ମହାଲକ୍ଷ୍ମୀ, ବାବା ଲୋକନାଥ ଓ ମା’ ବିମଳା ଆଶୀର୍ବାଦଙ୍କ ନେଇ ୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲାଯିବ। ରତ୍ନଭଣ୍ଡାର ଖୋଲିବା ସମୟରେ ଭଣ୍ଡାର ମେକାପ, ଦେଉଳକରଣ, ତଢ଼ଉକରଣ, ପ୍ରତିହାରୀ Continue Reading

ପୁରୀ, ୧୩/୭: ଆସନ୍ତା ସୋମବାର ଦିନ ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ଅନୁଷ୍ଠିତ ହେବ। ଏଥିଲାଗି ବାହୁଡ଼ାଯାତ୍ରାର ପୂର୍ବ ପ୍ରସ୍ତୁତି ନିମନ୍ତେ ୧୪ ତାରିଖ (ରବିବାର) ସନ୍ଧ୍ୟା ୫ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ଏଣୁ ଧାର୍ୟ୍ୟ ସମୟ ଅବଧି ମଧ୍ୟରେ ଆଡ଼ପ ମଣ୍ଡପ ନବମୀ ଦର୍ଶନ କରି ମହାପ୍ରଭୁଙ୍କ କୃପା ଲାଭ କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।Continue Reading
ପୁରୀ, ୧୨/୭: ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ଆଜି ଅରବିନ୍ଦ ପାଢ଼ୀ ଦାୟିତ୍ୱ ନେଇଛନ୍ତି। ସେ ଦାୟିତ୍ୱ ନେବା ପରେ ରଥଯାତ୍ରାରେ ହୋଇଥିବା ବିଶୃଙ୍ଖଳା ଓ ଆଗାମୀ ବାହୁଡା ଯାତ୍ରାକୁ ନେଇ ଆକ୍ସନମୋଡକୁ ଆସିଛନ୍ତି।ଦାୟିତ୍ୱ ନେବା ପରେ ସେ କହିଛନ୍ତି, ଯଦି କୌଣସି ସେବାୟତ ରଥ ଉପରକୁ ମୋବାଇଲ ନେଇ ଯାଆନ୍ତି, ତେବେ ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ରଥ ଉପରେ ରହି କୌଣସି ସେବାୟତ ଫଟୋ କିମ୍ବା ଭିଡିଓ କରିପାରିବେ ନାହିଁ।ସେହିଭଳି ରଥ Continue Reading
ପୁରୀ,୧୦/୭: ପହଣ୍ଡିରେ ଅଘଟଣକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ବୁଧବାର ବସିଥିବା ପରିଚାଳନା କମିଟି ବୈଠକ ପରେ ଗଜପତି ମହାରାଜା ତାଙ୍କର ପ୍ରତିକ୍ରିୟା ରଖିଛନ୍ତି।ଗଜପତି କହିଛନ୍ତି, ଯାହା ଘଟିଲା ତାହା ସମସ୍ତଙ୍କୁ ମର୍ମାହତ କରିଛି, ଦୁଃଖିତ କରିଛି। କାଲିର ଘଟଣାରୁ ସେବାୟତମାନେ ଯାହା ଶିଖିବା କଥା ଶିଖିଛନ୍ତି।ଆଗାମୀ ଦିନରେ ଏହାର ପୁନରାବୃତ୍ତି ନ ହେବାକୁ ସେବାୟତ ଯତ୍ନ ନେବେ। ପହଣ୍ଡି ସମୟରେ ଓ ରଥ ଉପରେ ଅଧିକ ସେବାୟତ Continue Reading

ପୁରୀ, ୧୦/୭: ମହାପ୍ରଭୁଙ୍କ ଆଡ଼ପ ଦର୍ଶନ ଆରମ୍ଭ ହୋଇଛି। ସକାଳ ଆଳତି ପରେ ଏଭଳି ଦର୍ଶନ ଆରମ୍ଭ ହୋଇଛି। ହଜାର ହଜାର ଭକ୍ତ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି।ଆଡ଼ପ ମଣ୍ଡପରେ ତିନି ଦିଅଁ। ଜନ୍ମବେଦୀରେ ଚତୁର୍ଦ୍ଧାମୂରତିଙ୍କୁ ଦର୍ଶନ କରୁଛନ୍ତି ଭକ୍ତ। ଆଡ଼ପ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା।କଥିତ ଅଛି ଶ୍ରୀମନ୍ଦିରରେ ଦଶବର୍ଷ ଦର୍ଶନ କଲେ ଯାହା ଫଳ ମିଳେ, ଆଡ଼ପମଣ୍ଡପରେ ଦିନେ ଦର୍ଶନରେ ସେତିକି ଫଳ ମିଳିଥାଏ। ବିଶେଷକରି ଦିନ ଅପେକ୍ଷା ରାତିରେ ଦର୍ଶନ Continue Reading
By Sukant Mohanty Bhubaneswar, July 9: Ratna Bhandar, the treasure trove of Lord Jagannath’s Srimandir at Odisha’s Puri, is most likely to be opened on July 14. This was informed Justice Biswanath Rath, chairman of the recently reconstituted high-level committee The high committee has been formed on the direction of the High Court of Orissa […]Continue Reading