ପୁରୀ,୯ା୬: ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରାକୁ ନେଇ ସୋମବାର ଦ୍ବିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ରଥଯାତ୍ରା ଲାଗି ପ୍ରାୟ ୮୦% ପ୍ରସ୍ତୁତି ଶେଷ ହୋଇ ସାରିଲାଣି। ଗୁଣ୍ଡିଚାରର ଯଥେଷ୍ଟ ପୂର୍ବରୁ ଅବଶିଷ୍ଟ ୨୦% ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଯିବ।ସବୁ ବିଭାଗ ମଧ୍ୟରେ ଉତ୍ତମ ସମନ୍ବୟରେ କାର୍ଯ୍ୟ ଚାଲିଛି। ମହାପ୍ରଭୁ ନିଜେ ସବୁ କରାନ୍ତି, ସବୁକିଛି ସୁରୁଖୁରୁରେ Continue Reading
ପୁରୀ, ୮/୬: ରବିବାର ଶ୍ରୀମନ୍ଦିରରେ ବଡ ଅଘଟଣ ଘଟିଛି। ଶ୍ରୀମନ୍ଦିର ପରିସରରେ ଗରମ ଡାଲି ପଡିବା କାରଣରୁ ୭ ଜଣ ଭକ୍ତ ଆହତ ହୋଇଛନ୍ତି।ସୂଚନା ଅନୁଯାୟୀ ଶ୍ରୀମନ୍ଦିରରେ ଭୋଗମଣ୍ଡପ ଉଠିବା ପରେ ବୋଝିଆ ଭୋଗମଣ୍ଡପ ଘରୁ ଗରମ ଡାଲି ନେଇ ଯାଉଥିଲା ବେଳେ ଅସାବଧାନତା କାରଣରୁ ଡାଲି ନିକଟରେ ଥିବା ଭକ୍ତଙ୍କ ଉପରେ ପଡି ଯାଇଥିଲା। ଯେଉଁଥିପାଇଁ ୭ ଜଣ ଭକ୍ତ ଆହତ ହୋଇଥିଲେ। ସମସ୍ତ ଆହତ ଭକ୍ତ ନୟାଗଡରୁ ଆସିଥିଲେ। ଗୋଡରେ ଡାଲି ପଡିବା ପରେ […]Continue Reading
By Our Correspondent Puri, Odisha, Jun 3 : In a major enforcement action, Nilkamal’s Legal Team, in coordination with local police authorities, successfully raided two shop-cum-manufacturing units in Puri that were illegally producing and selling counterfeit Neelkamal mattresses. The operation led to the confiscation of over 150 fake mattresses and more than 4,000 Continue Reading
ପୁରୀ,୨୬/୫: ଜୁନ ୨୭ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ରଥଖଳାରେ ଚାଲିଛି ମହାପ୍ରସ୍ତୁତି। ରତ୍ନବେଦୀରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ଚତୁର୍ଦ୍ଧାମୂର୍ତ୍ତି। ରଥଯାତ୍ରା ପାଇଁ ନୀତିକାନ୍ତିଙ୍କୁ ଶୃଙ୍ଖଳିତ କରିବାକୁ ପୁରୀ ପ୍ରଶାସନ ସଜାଗ ହୋଇଉଠିଛି। ରଥଯାତ୍ରା କିପରି ସୁରୁଖୁରୁରେ ଆରମ୍ଭ ହେବ ଏବଂ ଶାନ୍ତି ଶୃଙ୍ଖଳାର ସହ ଶେଷ ହେବ ସେନେଇ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି।ଅନ୍ୟପକ୍ଷେ ରଥଯାତ୍ରାରେ କିଛି କଡା ନିୟମ କାର୍ଯ୍ୟକାରୀ କରିବାକୁ ନେଇ Continue Reading
ପୁରୀ, ୨୬/୫ : ଓଡ଼ିଶା ରାଜସ୍ୱ ସେବା ଅଧିକାରୀ ତଥା ପିପିଲିର ଅତିରିକ୍ତ ତହସିଲଦାର ପ୍ରବୋଧ କୁମାର ମହାନ୍ତିଙ୍କ ବିରୁଦ୍ଧରେ ଯୌନ ନିର୍ଯ୍ୟାତନା ଅଭିଯୋଗରେ ପୁଲିସ ସୋମବାର ମାମଲା ରୁଜୁ କରିଛି । ତେଇସିପୁରର ମହିଳା ରାଜସ୍ୱ ନିରୀକ୍ଷକ(ଆରଆଇ)ଙ୍କ ଅଭିଯୋଗ ଆଧାରରେ ପିପିଲି ଥାନାରେ ବିଏନଏସ୍ ଧାରା-୭୫ ଅନୁସାରେ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି । ତେବେ ଏହି ଅଭିଯୋଗରେ ସତ୍ୟତା ନାହିଁ ବୋଲି ଶ୍ରୀ ମହାନ୍ତି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଗତ ଅକ୍ଟୋବର Continue Reading
ପୁରୀ,୧୭/୫: ମହାପ୍ରସାଦକୁ ଅସମ୍ମାନ କରାଇଥିବା ଭଳି ଘଟଣା ଦେଖିବାକୁ ମିଳିଛି। ଯାହା ଏବେ ବିଭିନ୍ନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମହାପ୍ରସାଦକୁ ଏପରି ଅପମାନକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ଦେଖିବାକୁ ମିକିଛି।ଭିଡିଓରେ ଦେଖିବାକୁ ମିଳୁଛି କି ପୁରୀର ଏକ ତାରକା ହୋଟେଲ ଡାଇନିଂରେ କିଛି ପର୍ଯ୍ୟଟକ ବସି ମହାପ୍ରସାଦ ସେବନ କରୁଥିବାର ଦେଖାଦେଇଛି। ଏହା ମହାପ୍ରସାଦକୁ ଅସମ୍ମାନ ବୋଲି ଚର୍ଚ୍ଚା ହେଉଛି। କୋଟି କୋଟି ହିନ୍ଦୁଙ୍କ ଭାବାବେଗ ସହ Continue Reading
ପୁରୀ,୯/୫: ଅପରେଶନ ସିନ୍ଦୂରର ପ୍ରଭାବରେ ଥରହର ହୋଇପଡିଛି ପାକିସ୍ତାନ। ଗୁରୁବାର ରାତିସାରା, ଜମ୍ମୁ, ପଠାନକୋଟ ଏବଂ ଉଧମପୁରର ଅନ୍ତର୍ଜାତୀୟ ସୀମାରେ ପାକିସ୍ତାନରୁ ଡ୍ରୋନ ଏବଂ ମିଶାଇଲ ଦ୍ୱାରା ଟାର୍ଗେଟ କରାଯାଇଥିଲା।କିନ୍ତୁ ଭାରତର ୩ ସେନା ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଥିଲେ। ଝ-୪୦୦ ଭଳି ବାୟୁ ପ୍ରତିରକ୍ଷା ପ୍ରଣାଳୀ ସାରା ରାତି କାମ କରିଥିଲା ଏବଂ ପାକିସ୍ତାନର ଆକ୍ରମଣର ପ୍ରତ୍ୟେକ ପ୍ରୟାସକୁ ତୁରନ୍ତ ନିଷ୍କ୍ରିୟ କରାଯାଇଥିଲା।ଏହି ପରିପ୍ରେକ୍ଷୀରେ ପୁରୀ Continue Reading
ପୁରୀ, ୪/୫ : ଶ୍ରୀମନ୍ଦିର ଦଇତାପତି ନିଯୋଗ ସେବାୟତ ରାମକୃଷ୍ଣ ଦାସମହାପାତ୍ରଙ୍କୁ ରବିବାର ନୋଟିସ୍ ଜାରି ହୋଇଛି। ଦୀଘାକୁ ଜଗନ୍ନାଥ ଧାମ ପ୍ରସଙ୍ଗରେ ବିଭ୍ରାନ୍ତି ସୃଷ୍ଟି, ଶ୍ରୀମନ୍ଦିରର ଗାରିମା କ୍ଷୁର୍ଣ୍ଣ ଅଭିଯୋଗରେ ଶ୍ରୀମନ୍ଦିର ପ୍ରଶାସନ ନୋଟିସ୍ ଜାରି କରିଛି।ଆଗାମୀ ୭ ଦିନ ଭିତରେ ଏହାର କୈଫୟତ ଦାଖଲ କରିବାକୁ ନିର୍ଦ୍ଦେଶ ହୋଇଛି। ସନ୍ତୋଷଜନକ ଉତ୍ତର ନଦେଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି। ଏଥି ସହିତ ୧୯୫୫ Continue Reading
ପୁରୀ, ୨୪/୪: ପୁରୀ ଜିଲ୍ଲା ତାଳବଣିଆଠାରେ \’ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୫\’ ରାଜ୍ୟସ୍ତରୀୟ ସମାରୋହ ଆୟୋଜିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ।ଏହି ଅବସରରେ ୬ ଲକ୍ଷ ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହିତାଧିକାରୀଙ୍କୁ ରାସନ କାର୍ଡ ବାଣ୍ଟିଛନ୍ତି । ଏହି ଅବସରରେ Continue Reading
ଡେଲାଙ୍ଗ,୨୧/୪: ପୁରୀ ଜିଲା ଡେଲାଙ୍ଗର ନିଖୋଜ ନାବାଳକ ଆଶୀର୍ବାଦ ସାହୁଙ୍କ ମୃତଦେହ ସୋମବାର ମିଳିଛି। ୭ ଦିନ ପରେ ଘର ପାଖ ପାଇଖାନା ଟାଙ୍କିରୁ ମୃତଦେହ ଉଦ୍ଧାର କରାଯାଇଛି। ତେବେ ହତ୍ୟା ସନ୍ଦେହରେ ଅଭିଯୁକ୍ତ ଦାଦା ପ୍ରଭାକର ସାହୁଙ୍କୁ ପୋଲିସ ଅଟକ ରଖିଛି। ଉତ୍ତ୍ୟେକ୍ତ ଲୋକମାନେ ଅଭିଯୁକ୍ତଙ୍କ ଘର ଭାଙ୍ଗିବା ସହ ତାଙ୍କୁ ଫାଶୀ ଦେବାକୁ ଦାବି କରିଛନ୍ତି। ପୂର୍ବ ଶତ୍ରୁତାରୁ ଦାଦା ଏପରି କାଣ୍ଡ ଭିଆଇଥିବା କୁହାଯାଉଥିବାବେଳେ ପୋଲିସ ଏଯାଏ କିଛି ସ୍ପଷ୍ଟ Continue Reading




