ପୁରୀ, ୨୧/୬: : ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ। ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ପୁରୀ ଏସପି ପିନାକ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି।ସେ କହିଛନ୍ତି, ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ନେଇ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମୁଦାୟ ୪ ଜଣ ଏସପି ରାଙ୍କ୍ ର ଅଫିସର,୧୨ ଜଣ ଅତରିକ୍ତ ଏସପି,୨୨ଜଣ ଡିଏସପି,୨୯୦ ରୁ ଉର୍ଦ୍ଧ୍ବ ସବ ଇନସପେକ୍ଟର, ସମୁଦାୟ ୬୮ ପ୍ଲାଟୁନରୁ ଉର୍ଦ୍ଧ୍ବ ପୁଲିସ ଫୋର୍ସ ମୁତୟନ ହେବେ। ୧୧୨ ହେଉଛି ପୁଲିସ Continue Reading

ପୁରୀ,୨୦/୬: ଦିନକ ପରେ ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁ ସୁବାଶିତ କଳସରେ ଗାଧୋଇବେ। ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଭକ୍ତମାନଙ୍କର ଆଗମନ ହେଉଛି। ଧୀରେଧୀରେ ଭିଡ଼ ବଢ଼ିବାରେ ଲାଗିଛି। ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ ହେବ।ଏଣୁ ବଡ଼ସିଂହାର ଭୋଗ ଶେଷ ହେବା ପରେ ଆପାତତଃ ଆଜି ରାତ୍ର ଘ.୧୨.୦୦ ଟିକା ଠାରୁ ଆସନ୍ତାକାଲି (ଶୁକ୍ରବାର) ସକାଳ ଘ.୧୧.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ Continue Reading

ପୁରୀ,୧୯/୬: ଜୁଲାଇ ୮ରେ ଖୋଲିବ ରତ୍ନଭଣ୍ଡାର। ଏନେଇ ସୂଚନା ଦେଇଛନ୍ତି ଏଏସ୍ଆଇ ସୁପରିଣ୍ଟେଣ୍ଡେଣ୍ଟ ଡି.ବି ଗଡ଼ନାୟକ। ତାଙ୍କ ସୂଚନା ଅନୁଯାୟୀ କୋର କମିଟି ଓ ବୈଷୟିକ କମିଟିର ସଦସ୍ୟଙ୍କ ଉପସ୍ଥିତିରେ ରତ୍ନଭଣ୍ଡାର ଖୋଲାଯିବ।ସେ ଆହୁରି କହିଛନ୍ତି, ରତ୍ନଭଣ୍ଡାର ବାହାର ପାର୍ଶ୍ବ କାନ୍ଥ ଲେଜର ସ୍କାନିଂ କରାଯାଇଛି। ସ୍କାନିଂରୁ ପାର୍ଶ୍ବ କାନ୍ଥରେ କ୍ରାକ୍ ଥିବା ଜଣାଯାଇଛି। ଏହାଫଳରେ ରତ୍ନଭଣ୍ଡାର ଭିତରେ ପାଣି ପଶିଥିବ। ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି Continue Reading

ସୁଆଣ୍ଡୋ, ୧୩/୬: ଗୁରୁବାର ସକାଳେ ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କୁ ଦର୍ଶନ ପରେ ସତ୍ୟବାଦୀ ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚିଥିଲେ।ସୁଆଣ୍ଡୋରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଷଠୀଘର ପରିଦର୍ଶନ କରିବା ସହ ସେ ଗୋପବନ୍ଧୁଙ୍କ ପ୍ରତିମୁର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ତାଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସତ୍ୟବାଦୀ ବିଧାୟକ ଓଁପ୍ରକାଶ ମିଶ୍ର, ସାଂସଦ ସମ୍ବିତ ପାତ୍ର, ସାଂସଦ ପ୍ରତାପ ଷଡ଼ଙ୍ଗୀ ଉପସ୍ଥିତ ଥିଲେ ।ସୁଆଣ୍ଡୋରେ Continue Reading
ଭୁବନେଶ୍ୱର,୧୩/୬: ମହାପ୍ରଭୁଙ୍କ ଦର୍ଶନ ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ପରେ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି ।ସେ କହିଛନ୍ତି, ମହାପ୍ରଭୁଙ୍କ ଅପାର କରୁଣାରୁ ରାଜ୍ୟରେ ନୂଆ ସରକାର ଆସିଛି। ମହାପ୍ରଭୁଙ୍କ ଆଶୀର୍ବାଦରେ ୪ ଦ୍ବାର ଖୋଲାଗଲା। ଦର୍ଶନ କରିବା ସହ ମନ୍ଦିର ଭିତର ଓ ବାହାରର ସ୍ଥିତି ଅନୁଧ୍ୟାନ କରିଲୁ। ଶୃଙ୍ଖଳିତ ଦର୍ଶନ ନେଇ ଯାହା ଆବଶ୍ୟକ ସମସ୍ତ ପଦକ୍ଷେପ ନେବୁ। ମହାପ୍ରଭୁଙ୍କ Continue Reading
ପୁରୀ, ୨/୬: ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରି ନିତି ଚାଲୁଥିବା ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱତନ୍ତ୍ର ରିଲିଫ କମିସନର (ଏସ୍ଆର୍ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥି ସହିତ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି।ଗତକାଲି ମୃତ୍ୟୁ ସଂଖ୍ୟା ୯ଥିବାବେଳେ ଆଜି ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ଦିଆଯାଇଛି। ମୃତକଙ୍କ ପରିବାରକୁ ଜିଲ୍ଲାପାଳ୪ Continue Reading

ପୁରୀ,୩୧।୫: ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଛି। ମୃତ୍ୟୁ ନେଇ ସ୍ବତନ୍ତ୍ର ରିଲିଫ କମିଶନର କାର୍ୟ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ଏବେ ୨୪ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।ସୂଚନାଥାଉ କି, ଭଉଁରୀ ଅବସରରେ ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳ ଚାଲିଥିବାବେଳେ ଅଭାବନୀୟ ଘଟଣା ଘଟିଛି। Continue Reading

ପୁରୀ,୩୦/୫: ପୁରୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ଘଟିଛି ଅଘଟଣ। ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଭଉଁରି ଖେଳ ବେଳେ ବାଣ ବିସ୍ଫୋରଣ ଘଟି ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୩୦ରୁ ଅଧିକ ଗୁରୁତର ହୋଇ କଟକ ଓ ଭୁବନେଶ୍ୱରର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ଅଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ୧୫ ବର୍ଷୀୟ ନାବାଳକ ଥିବା ଜଣାଯାଇଛି।ଗତ ରାତିରେ ମହାପ୍ରଭୁଙ୍କ ଭଉଁରୀ ନୀତି ଚାଲିଥିବା ସମୟରେ ନୀତି ଦେଖିବାପାଇଁ ଲୋକଙ୍କ ପ୍ରବଳ ସମାଗମ ହୋଇଥିଲା। ଏହିସମୟରେ ଦେବୀଘାଟ Continue Reading
ପୁରୀ,୨୫।୫: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅରବିନ୍ଦ ପାଢ଼ୀ ଶୁକ୍ରବାର ଦାୟିତ୍ୱ ନେଇଛନ୍ତି। ବୀର ବିକ୍ରମ ଯାଦବ ଛୁଟିରେ ଯାଇଥିବାରୁ ଅରବିନ୍ଦ ଅତିରିକ୍ତ ଦାୟିତ୍ୱ ନେଇଛନ୍ତି। ଦାୟିତ୍ୱ ଗ୍ରହଣ ପରେ ମହାପ୍ରଭୁଙ୍କୁ ଦର୍ଶନ କରି ସେବାୟତଙ୍କ ସହ ଆଲୋଚନା କରିଛନ୍ତି ଅରବିନ୍ଦ।Continue Reading

ପିପିଲି, ୨୪/୫: ପୁରୀ ଜିଲ୍ଲା ପିପିଲିରେ ରାଜନୈତିକ ହିଂସା ଯୋଗୁ ସମିତି ସଭ୍ୟ ଗୁରୁତର ହୋଇଥିବାର ଖବର ମିଳିଛି। ଏହି ମାମଲାରେ ପୁଲିସ ଏଯାଏ ୩ଜଣଙ୍କୁ ଥାନାରେ ଅଟକ ରଖିଥିବା ବେଳେ ମୁଖ୍ୟ ଅଭିଯୁକ୍ତକୁ ଧରିବାରେ ଅସଫଳ ହୋଇଥିବା ହେତୁ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଲାଗି ରହିଛି।ସୂଚନା ଅନୁଯାୟୀ, ପିପିଲି ବ୍ଲକ ସହଜପୁରରେ ବିଜେଡି କର୍ମୀଙ୍କ ଆକ୍ରମଣରେ ମଙ୍ଗଳପୁର ପଞ୍ଚାୟତର ସମିତି ସଭ୍ୟ ଗଦାଧର ପରିଡ଼ା ଗୁରୁତର ହୋଇଥିବା ବେଳେ ଅନ୍ୟ ୨ଜଣ ଆହତ ଜଣ ଆହତ Continue Reading