ଭୁବନେଶ୍ୱର, ୩୧/୧୨: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରୁ ନକଲି ଡାକ୍ତରଙ୍କୁ ଗିରଫ କରାଯାଇଛି। ୭ ଦିନ ହେଲା ଜଣେ ଡାକ୍ତର ବେଶରେଆପ୍ରନ ପିନ୍ଧି ଷ୍ଟେଥୋସ୍କୋପ ପକାଇ ୱାର୍ଡ ବୁଲୁଥିଲେ। ୱାର୍ଡରେ ରୋଗୀଙ୍କୁ ଦେଖୁଥିଲେ, ହେଲେ ଔଷଧ ଲେଖୁ ନ ଥିଲେ।କମ ବୟସର ହୋଇଥିବାରୁ ନର୍ସିଂ ଷ୍ଟାଫ ସନ୍ଦେହ କରିଥିଲେ। ଷ୍ଟାପଙ୍କ ଅଭିଯୋଗ ପରେ ଗିରଫ କଲା ମେଡିକାଲ ଫାଣ୍ଡି। ଗିରଫ ପୁରୀ ଏସ୍ସିଏ୍ସ କଲେଜ ଯୁକ୍ତ ୨ ବିଜ୍ଞାନ ଛାତ୍ର ବୋଲିସ ସୂଚନା ମିଳିଛି।Continue Reading
ପୁରୀ, ୩୦/୧୨ : ଆଉ ଦୁଇ ଦିନ ପରେ ସରିବା ୨୦୨୪ ଏବଂ ଆଗମନ ହେବ ଇଂରାଜୀ ନବ ବର୍ଷ ୨୦୨୫ । ଆଉ ଏହାକୁ ନେଇ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ପ୍ରବଳ ଜନସମାଗମ ଘଟିବ। ବର୍ଷର ଶେଷ ଦିନ ଓ ନୂଆ ବର୍ଷର ପ୍ରଥମ ଦିନରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ରାଜ୍ୟ ଓ ସାରା ଦେଶରୁ ଭକ୍ତଙ୍କ ଆଗମନ ଘଟିଲାଣି ।କେମିତି ସୁରୁଖୁରୁରେ ଦର୍ଶନ ହେବ ସେ ନେଇ ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ଜିଲ୍ଲା […]Continue Reading
ପୁରୀ, ୩୦/୧୨ : ଆଉ ଦୁଇ ଦିନ ପରେ ସରିବା ୨୦୨୪ ଏବଂ ଆଗମନ ହେବ ଇଂରାଜୀ ନବ ବର୍ଷ ୨୦୨୫ । ଆଉ ଏହାକୁ ନେଇ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ପ୍ରବଳ ଜନସମାଗମ ଘଟିବ। ବର୍ଷର ଶେଷ ଦିନ ଓ ନୂଆ ବର୍ଷର ପ୍ରଥମ ଦିନରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ରାଜ୍ୟ ଓ ସାରା ଦେଶରୁ ଭକ୍ତଙ୍କ ଆଗମନ ଘଟିଲାଣି ।କେମିତି ସୁରୁଖୁରୁରେ ଦର୍ଶନ ହେବ ସେ ନେଇ ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ଜିଲ୍ଲା […]Continue Reading
ପୁରୀ,୨୮/୧୨ : ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିବା ବେଳେ ଆଖି ବୁଜିଛନ୍ତି ଦୁଇ ଜଣ ଭକ୍ତ। ସେମାନଙ୍କ ମଧ୍ୟରୁ ଜଣେ କଟକର ହୋଇଥିବା ବେଳେ ଅନ୍ୟ ଜଣେ ପଶ୍ଚିମବଙ୍ଗର ମେଦିନପୁର ବୋଲି ସୂଚନା ମିଳିଛି।ପ୍ରାଥମିକ ସୂଚନା ଅନୁଯାୟୀ, ସମ୍ମିଳନୀ ଚାଲିଥିବା ବେଳେ ଏହି ଦୁଇ ଭକ୍ତଙ୍କ ସ୍ୱାସ୍ଥ୍ୟ ଖରାପ ହୋଇଥିଲା। ତେଣୁ ସେମାନଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେମାନଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଉଭୟ ହୃଦଘାତର Continue Reading
ପୁରୀ, ୨୨/୧୨ : ଜଗନ୍ନାଥପ୍ରେମୀଙ୍କ ଖୁସିର ଖବର । ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବେ ଧାଡି ଦର୍ଶନ ପ୍ରକ୍ରିୟା । ୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ହେବ ପୁରୁଣା ପ୍ରକ୍ରିୟା । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।ଶନିବାର ଶ୍ରୀମନ୍ଦିରରେ ଧାଡି ଦର୍ଶନ ନେଇ ମୁଖ୍ୟ ପ୍ରଶାସକଙ୍କ ସହ ସମୀକ୍ଷା କରିଥିଲେ ଆଇନ୍ମନ୍ତ୍ରୀ । କାମ ସନ୍ତୋଷଜନକ ଭାବେ ଚାଲିଥିବା ଦେଖିଥିଲେ । ୨୭ ଏବଂ ୨୮ ତାରିଖ ସୁଦ୍ଧା […]Continue Reading
ପୁରୀ, ୪/୧୨ : ଗୁଳି ଗୋଳା ବାରୁଦ, ହେଲିକପ୍ଟରରେ ସୁ ସୁ ଗର୍ଜନରେ କମ୍ପୁଛି ପୁରୀ ବେଳାଭୂମି । କେତେବେଳେ ଜଳ ଭିତରେ ଶତ୍ରୁକୁ ବିନାଶ କରୁଛନ୍ତି ତ ଆଉ କେତେବେଳେ ବନ୍ଦୀ ଭାରତୀୟଙ୍କୁ ଆତଙ୍କବାଦୀଙ୍କ କବଳରୁ ବଞ୍ଚାଉଛନ୍ତି ନୌସେନାର ସାହସୀ ଯବାନ । ପ୍ରଥମଥର ପାଇଁ ଓଡ଼ିଶାରେ ସମୁଦ୍ର ବେଳାଭୂମିରେ ପାଳନ ହେଉଛି ।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥିଭାବେ ଯୋଗ ଦେଇଛନ୍ତି । ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟପାଳ ରଘୁବର ଦାସ, […]Continue Reading
ପୁରୀ, ୪/୧୨ : ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତର ଆଜି ହେଉଛି ଦ୍ୱିତୀୟ ଦିନ । ଆଜି ପୁରୀରେ ବିଭିନ୍ନ କାର୍ଯ୍ୟରେ ଯୋଗ ଦେବେ ରାଷ୍ଟ୍ରପତି । ପୁରୀରେ ୯.୩୦ମିନଟ ସମୟରେ ତାଳବଣିଆ ହେଲିପ୍ୟାଡରେ ପହଁଚିଥିଲେ ମହାମହିମ ।ହେଲିପ୍ୟାଡରୁ ବାହାରି ଜଗନ୍ନାଥଙ୍କ ଦର୍ଶନ ନିମନ୍ତେ ବଡଦାଣ୍ତରେ ଚାଲିଚାଲି ଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସାଂସଦ ସମ୍ବିତ ପାତ୍ର ପ୍ରମୁଖ Continue Reading
ପୁରୀ,୩/୧୨: ଡିସେମ୍ବର ୪ ଅର୍ଥାତ୍ ଆସନ୍ତାକାଲି ପୁରୀ ବେଳାଭୂମିରେ ଶକ୍ତି ପ୍ରଦର୍ଶନ କରିବ ଭାରତୀୟ ନୌସେନା। ଏନେଇ ସବୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଏଥିପାଇଁ କାଲି ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ପୁରୀ ପୌରପାଳିକାରେ ଆସନ୍ତାକାଲି ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏନେଇ ସୂଚନା ଦେଇଛନ୍ତି ପୁରୀ ଜିଲାପାଳ ସିର୍ଦ୍ଧାଥ ଶଙ୍କର ସ୍ବାଇଁ।ନୌସେନା ଦିବସରେ ୧୫ଟି ଜାହାଜ, ୪୦ ଏୟାରକ୍ରାଫ୍ଟ ସାମିଲ ହେବେ ବୋଲି ଜଣାପଡିଛିି। ଏୟାରକ୍ରାଫ୍ଟ କ୍ୟାରିୟର Continue Reading
ପୁରୀ, ୧/୧୨ : ଡିସେମ୍ବର ୪ ତାରିଖ ନୌସେନା ଦିବସ ପାଇଁ ନୌସେନା ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରସୋରରେ ଚାଲିଛି ।ନୌସେନା ଦିବସ ନେଇ ପୁରୀ ଜିଲ୍ଲାପାଳ, ନୌସେନା ଅଧିକାରୀ ରବିବାର ସୂଚନା ଦେଇଛନ୍ତି । ନୌସେନା ଦିବସରେ ୧୫ଟି ସିପ୍, ୪୦ ଏୟାରକ୍ରାଫ୍ଟ ସାମିଲ ହେବେ । ଏୟାରକ୍ରାଫ୍ଟ କ୍ୟାରିୟର ଅନ୍ୟତ୍ର ମୁତୟନ ଥିବାରୁ ସାମିଲ ହୋଇ ପାରିବନି ।ଜିଲ୍ଲାପାଳ କହିଛନ୍ତି, ଆଜି ଫୁଲଡ୍ରେସ ରିହର୍ସଲ ହେବ ଏବଂ ସମସ୍ତେ ଏହାକୁ ଦେଖି […]Continue Reading
ପୁରୀ, ୩୦/୧୧ : ପୁରୀରେ ଆସନ୍ତା ଡିସେମ୍ବର ୪ରେ ପୁରୀରେ ନୌସେନା ଦିବସ ପାଳନ କରାଯିବ । ନୌସେନା ଦିବସ ପାଇଁ ନୌବୀରମାନେ ନିଜର ପରାକ୍ରମ ସାରା ଦେଶକୁ ଦେଖାଇବା ପାଇଁ ପ୍ରସ୍ତୁତି ଜୋରସୋର କରୁଛନ୍ତି । ସେଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି ।ଆସନ୍ତା ୪ରେ ସମୁଦ୍ର ସ୍ନାନ ଉପରେ କଟକଣା ଲଗାଯାଇଛି । ସମୁଦ୍ରରେ କେହି ବି ସ୍ନାନ କରିପାରିବେନାହିଁ । ସୁରକ୍ଷା ପାଇଁ ପୋଲିସ ଅଧିକାରୀମାନଙ୍କୁ ମଧ୍ୟ ନିୟୋଜିତ କରାଯିବ ।Continue Reading




