Home Posts tagged raghubar das appointed new governor of odisha
Odisha News
ଭୁବନେଶ୍ୱର,୧୯/୧୦: ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ମିଳିଛି ନୂଆ ଦାୟିତ୍ୱ। ସେ ଓଡ଼ିଶାର ରାଜ୍ୟପାଳ ହେବେ। ତାଙ୍କୁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପଦରେ ନିଯୁକ୍ତ କରିଛନ୍ତି।ଏବେ ଓଡ଼ିଶାର ରାଜ୍ୟପାଳ ଭାବେ ପ୍ରଫେସର ଗଣେଶୀ ଲାଲ କାର୍ଯ୍ୟ କରୁଛନ୍ତି। ତାଙ୍କ ସ୍ଥାନ ରଘୁବର ନେବେ। ପ୍ରଫେସର ଗଣେଶୀ ଲାଲ ୨୦୧୮ରେ ଓଡ଼ିଶାର ରାଜ୍ୟପାଳ ହୋଇଥିଲେ। ତାଙ୍କ କାର୍ଯ୍ୟକାଳ ୨୦୨୩ ମା’ ମାସରେ ଶେଷ ହୋଇଥିଲା।ଏହାପରେ ତାଙ୍କ କାର୍ଯ୍ୟକାଳକୁ Continue Reading
Seo wordpress plugin by www.seowizard.org.