
ଭୁବନେଶ୍ବର, ୧୦/୮ : ଓଡିଶାରେ ୬ଟି ରେଳ ପ୍ରକଳ୍ପ ଆରମ୍ଭ ହେବ। ଏଥି ପାଇଁ କେନ୍ଦ୍ର ସରକାର ଅନୁମୋଦନ ଦେଇଛନ୍ତି। କେନ୍ଦ୍ର ସରକାର ଦକ୍ଷିଣ ଓଡ଼ିଶା ସହ ପଶ୍ଚିମ ଓଡିଶାର ସଂଯୋଗ ଓ ଉତ୍ତର ଓଡିଶାରେ କେନ୍ଦୁଝର ମୟୂରଭଞ୍ଜ ସହ ଝାଡଖଣ୍ଡକୁ ସଂଯୋଗ କରିବାକୁ ନିଆଯାଇଛି ବଡ ପଦକ୍ଷେପ ନେଇଛନ୍ତି।ଏହା ଓଡିଶାରେ ରେଳ ଭିତ୍ତିଭୂମିକୁ ସୁଦୃଢ କରିବ। ବିଶେଷ କରି କଳାହାଣ୍ଡି, ନବରଙ୍ଗପୁର, ମାଲକାନିଗରି, ରାୟଗଡା, କୋରାପୁଟ କେନ୍ଦୁଝର ଏବଂ ମୟୂରଭଞ୍ଜର ଆର୍ଥିକ Continue Reading