
ଭୁବନେଶ୍ୱର, ୩/୧୦: ରାଜ୍ୟରେ ଦୁଇ ବର୍ଷ ପରେ ଧୁମ୍ ଧାମ୍ରେ ପାଳନ ହେଉଛି ଦୁର୍ଗା ପୁଜା । ହେଲେ ଲୋକଙ୍କ ଉତ୍ସାହକୁ ଫିକା କରିପାରେ ବର୍ଷା । ଘୂର୍ଣ୍ଣିବଳୟ ପ୍ରଭାବରେ ଅଷ୍ଟମୀ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ରାଜ୍ୟରେ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆନ୍ଧ୍ର ଉପକୂଳ ପଶ୍ଚିମ କେନ୍ଦ୍ରୀୟ Continue Reading