Home Posts tagged Rain
Odisha News
ଭୁବନେଶ୍ବର, ୨୨/୬ : ରାଜଧାନୀ ଭୁବନେଶ୍ୱର ଓ ରୌପ୍ୟ ନଗରୀ କଟକରେ ଆଜି ସକାଳୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହୋଇଛି। ସକାଳୁ ଆକାଶ ମେଘାଚ୍ଛନ୍ନ ରହିବା ସହ ବିଭିନ୍ନ ସ୍ଥାନରେ ବର୍ଷା ଅନୁଭୂତ ହୋଇଛି। କଟକରେ ଗତକାଲି ରାତିରୁ ଝିପିଝିପି ବର୍ଷା ଲାଗିରହିଥିବା ବେଳେ ଭୁବନେଶ୍ୱରରେ ଆଜି ସକାଳୁ ବର୍ଷା ଲାଗିରହିଛି। ଫଳରେ ଗତ କିଛିଦିନ ଧରି ଅନୁଭୂତ ହେଉଥିବା ଗରମ ଓ ଗୁଳୁଗୁଳିରୁ ଲୋକମାନଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି ।ଏହାକୁ ବର୍ଷର ପ୍ରଥମ ମୌସୁମୀ […]Continue Reading
Odisha News
ଭୁବନେଶ୍ୱର ୨୨।୭ : ରାଜ୍ୟରେ ଆସନ୍ତା ଦୁଇଦିନ ବର୍ଷା ବଢ଼ିବ । ବିଶେଷକରି ଉତ୍ତର ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ୨୪ରୁ ବର୍ଷା ପରିମାଣ ପୁଣି କମିବ । ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଓଡ଼ିଶାରେ ଚଳିତବର୍ଷ ମୌସୁମୀ ପ୍ରବାହ ଧିମା ରହିଛି । ଜୁଲାଇରେ ବର୍ଷା ବିଶେଷ ଭାବେ ହ୍ରାସ ପାଇଛି । ଜୁନ୍ ପହିଲାରୁ ଏଯାବତ୍ ରାଜ୍ୟରେ ଯେତିକି ବର୍ଷା ହେବା କଥା, ତା’ଠାରୁ ୭% କମ୍ ବର୍ଷା […]Continue Reading
Odisha News
ଭୁବନେଶ୍ବର,୧୨/୭ : ମୌସୁମୀ ବର୍ଷା ଏବେ ରାଜ୍ୟରେ ସ୍ବାଭାବିକ ରହିଥିଲେ ମଧ୍ୟ ବର୍ଷାର ପରିମାଣ କମ୍ ରହିଛି। ମୌସୁମୀ ଟ୍ରାଫ୍ ଏବେ ଉତ୍ତର ଆଡ଼କୁ ଗତ କରୁଛି। ଏହି ସମୟରେ ମୌସୁମୀ ସାଧାରଣତଃ ଦୁର୍ବଳ ରହିଥାଏ। ଆସନ୍ତା କିଛି ଘଣ୍ଟା ପାଇଁ ଉତ୍ତର-ଦକ୍ଷିଣ ଟ୍ରାଫ୍ ଲାଇନ୍ ଓଡ଼ିଶା ଉପରେ ରହିଛି। ଏହି କାରଣରୁ ରାଜ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୌସୁମୀ ଟ୍ରାଫ୍ ଧୀରେଧୀରେ ଦକ୍ଷିଣ ଆଡ଼କୁ ଆସିବ। […]Continue Reading
Odisha News
ଭୁବନେଶ୍ୱର ୪।୫: ଶନିବାର ଦିନ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ଗଜପତି, ଗଞ୍ଜାମ, କନ୍ଧମାଳ ଓ ଜଗତସିଂହପୁର ଜିଲ୍ଳାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ତେଣୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, Continue Reading