
ଭୁବନେଶ୍ୱର,୨୨/୭ : ରାଜ୍ୟରେ ଆହୁରି ୩ଦିନ ପ୍ରବଳ ବର୍ଷିବ । ୩ଦିନ ପାଇଁ ରାଜ୍ୟରେ ଅନେକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି ।୨୫ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୬ ତାରିଖରୁ ପରବର୍ତୀ ସପ୍ତାହେ ଯାଏ ବିଶେଷ ବର୍ଷାର ସମ୍ଭାବନା ନାହିଁ। ରାଜ୍ୟରେ ସେହି ସମୟରେ ମୌସୁମୀ ଆପାତତଃ ନିଷ୍କ୍ରିୟ ରହିବ। କାଁ ଭାଁ […]Continue Reading