Home Posts tagged rainfall
Odisha News
ଭୁବନେଶ୍ୱର,୧୬/୭: ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତର ଓଡ଼ିଶା-ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପତ୍ୟକାରେ ଲଘୁଚାପ ସୃଷ୍ଟି ହୋଇଛି। ପଶ୍ଚିମବଙ୍ଗ ଉପତ୍ୟକା ଓ ଝାଡ଼ଖଣ୍ଡ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।ବର୍ଷା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଲାଗି ରହିବ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଜାରୀ Continue Reading
Odisha News
ଭୁବନେଶ୍ବର,୨୫/୪ : କାଳବୈଶାଖୀ ପ୍ରଭାବରେ ସାରା ରାଜ୍ୟରେ ଏବେ ପାଗ ଥଣ୍ଡା ରହିଛି। ସୋମବାର ଦିନ କଟକ, ଯାଜପୁର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ବୌଦ୍ଧ ଓ କଳାହାଣ୍ଡି ଆଦି ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ବର୍ଷା ହେବା ସହ କେତେକ ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଯାଇଛି।ଏହାଛଡ଼ା ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାର ଅନେକ ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ହୋଇଥିଲା। ଆସନ୍ତା ୨୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ Continue Reading
Odisha News
ଭୁବନେଶ୍ବର,୨୭/୯: ଅକ୍ଟୋବର ୧ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଆହୁରି ମଧ୍ୟ କୁହାଯାଇଛି ଯେ ୨୮ ଏବଂ ୨୯ ତାରିଖରେ କେତେକ ଜିଲ୍ଲାରେ ବିଜୁଳି ଘଡଘଡି ସମେତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଓଡ଼ିଶାରେ ଆହୁରି ୩ ଦିନ ରାଜ୍ୟରେ ବିଜୁଳି ଘଡଘଡି ଏଥିଲାଗି ଚେତାବନୀ ଜାରି ହୋଇଛି।ସୂଚନାଯୋଗ୍ୟ, ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପ୍ରକ୍ରିୟା ଆରମ୍ଭ ହୋଇଗଲାଣି। Continue Reading
Odisha News
ଭୁବନେଶ୍ୱର, ୧୦/୯: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଏହା ପ୍ରଭାବରେ ଶନିବାରଠାରୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ । ଦକ୍ଷିଣରେ ଭାରୀ ବର୍ଷା ହୋଇପାରେ । ଉପକୂଳର କିଛି ଜିଲ୍ଲାରେ ବି ଅଧିକ ବର୍ଷିବ । ୧୧, ୧୨ ଓ ୧୩ ତାରିଖରେ ବି ଭୀଷଣ ବର୍ଷିପାରେ ।ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆସନ୍ତା ୪ ଦିନ ଏଭଳି ବର୍ଷା ଲାଗି ରହିବ ବୋଲି […]Continue Reading
Odisha News
ନୂଆଦିଲ୍ଲୀ, ୧୮/୮: ଆଜି ଭୋର୍ ୫.୩୦ରେ ବାଂଲାଦେଶ ଓ ମିଆଁମାର୍ ଉପକୂଳ ଅନ୍ତର୍ଗତ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା କଥା ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।ଉପରୋକ୍ତ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗ ଆଡ଼କୁ ଗତିକରି ଆଗାମୀ ୧୨ ଘଣ୍ଟା ମଧ୍ୟରେ ଆହୁରି ସୁଦୃଶ ହେବା ସହିତ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଗଭୀର ଅବପାତ ହୋଇଯିବାର ସମ୍ଭାବନା ଅଛି।ଏହି ଲଘୁଚାପ Continue Reading
Odisha News
ଭୁବନେଶ୍ବର, ୬/୫: ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ଆଖପାଖ ଜଳରାଶି ଉପରେ ସଂଘଠିତ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା କଥା ଭୁବନେଶ୍ବର ପାଣିପାଗ ବିଭାଗ ସୂଚନା ଦେଇଛି।ଏହି ଲଘୁଚାପ କ୍ଷେତ୍ର ଉତ୍ତରପଶ୍ଚିମ ଆଡ଼କୁ ଗତିଶୀଳ ହୋଇ ଆଗାମୀ ୪୮ ଘଣ୍ଟା ମଧ୍ୟରେ ତୀବ୍ର ଅବପାତରେ ପରିଣତ ହେବାର ଖୁବ୍ ସମ୍ଭାବନା ଅଛି।ଉପରୋକ୍ତ ଲଘୁଚାପ ଉପରେ ତୀବ୍ର ଦୃଷ୍ଟି Continue Reading